ଆମ ଜିଲା ଖବର

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର ଏକ ପ୍ରତିନିଧି ଦଳ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ବ୍ଲକ ବିଜେଡି ଟିମ୍‌…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ ପରଲୋକ ଘଟିଛି। ରାତ୍ରିକାଳୀନ ଜରୁରୀ ଚିକିତ୍ସାରେ ଚରମ ଅବହେଳା ଯୋଗୁଁ ତାଙ୍କର ମୃତ୍ୟୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ ସକ୍ରିୟ ଥିବା ଏକ ବ୍ରାଉନସୁଗାର ନେଟୱାର୍କକୁ ଠାବ କରିଛି। ରାଉରକେଲା ଏସପି ନିତେଶ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌ ଯୋଗୁ ହିତାଧିକାରୀଙ୍କୁ ପୋଖରୀ ଭିତରେ ଚାଷଜମି ପଟ୍ଟା ପ୍ରଦାନ କରାଯାଇଛି। ଏଭଳି ଘଟଣା…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାମ ଆଦିତ୍ୟ ମହାନ୍ତ (୨୭) ଏବଂ ସେ କେନ୍ଦୁଝର ସହରର ମାଗୁରଗାଡ଼ିଆ ଅଞ୍ଚଳର…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ନାବାଳକ ଜଣକ ହେଲେ ପ୍ରଶାନ୍ତ ମାଝୀ (୧୬) ଅଟେ। ସୂଚନାନୁସାରେ,…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ବିଶିକେଶନ ଗୌଡ଼ଙ୍କ ଏକମାତ୍ର ପୁଅ ଆରୁଷ କୁମାର ଗୌଡ଼(୬) ମାମୁଘର ଗାଁ…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ବୈଦ୍ୟୁତିକ ଉପକରଣ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ହାଇ ଭୋଲଟେଜ୍‌ ଯୋଗୁ ପ୍ଲାଣ୍ଟରେ ଥିବା…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ ଲଗାଯାଇଥିବା ସହ ପୋଲିସ ମୁତୟନ ଦୃଶ୍ୟ ବର୍ତ୍ତମାନ ଦୁଇ ରାଜ୍ୟ ମଧ୍ୟରେ ବିବାଦ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଜାରି କରାଯାଇଛି। ବିଭାଗ ଜଣାଇଛି ଯେ, ନୂତନ ଶିଶୁ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର ରାତିରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆମ୍ବରଳି ପଞ୍ଚାୟତ ତଳାଙ୍ଗ ଗ୍ରାମରେ ଘଟିଛି ଏହି…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?