ନାମାଙ୍କନ ଦାଖଲ କଲେ ଭାଜପା ପ୍ରାର୍ଥୀ
ପଦ୍ମପୁର,୧୭ା୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ବରଗଡ଼…
ନାମାଙ୍କନ ଦାଖଲ କଲେ ସତ୍ୟଭୂଷଣ
ପଦ୍ମପୁର,୧୭ା୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପିସିସି…
ପଦା ହୋଇଯିବ କୁଟାସିଙ୍ଗା ଜଙ୍ଗଲ: ସୀମାନ୍ତରେ ଥିବାରୁ ମିଳୁନି ସୁରକ୍ଷା
ବଇଣ୍ଡା, ୧୭ା୧୧ (ଡି.ଏନ.ଏ.): ମୂଲ୍ୟବାନ ଗଛକୁ ଟାର୍ଗେଟ୍ କରୁଛନ୍ତି କାଠ ମାଫିଆ। ସେଥିପାଇଁ ନିୟମିତ କଟାଯାଉଛି ଶାଳ, ଶାଗୁଆନ ଗଣ୍ଡି। ଗୁପ୍ତ ସ୍ଥାନରେ ଲୁଚାଇ ରଖି ଅବାଧରେ କରାଯାଉଛି ଚୋରା ଚାଲାଣ। ଏ ନେଇ ଅଞ୍ଚଳବାସୀ ଆପତ୍ତି ଅଭିଯୋଗ ଉଠାଉଛନ୍ତି। ଜଙ୍ଗଲ…
ବିସିସି ବ୍ୟାଙ୍କ ସଭାପତି ହେଲେ ଶିବରାମ ପାତ୍ର
ବ୍ରହ୍ମପୁର ଅଫିସ,୧୭ା୧୧: ବିସିସି (ବ୍ରହ୍ମପୁର ସମବାୟ କେନ୍ଦ୍ର) ବ୍ୟାଙ୍କ ସଭାପତି ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇଯାଇଛି। କୁକୁଡ଼ାଖଣ୍ଡି ୧୧ନଂ ଜୋନର ନିର୍ଦ୍ଦେଶକ ଶିବରାମ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପୂର୍ବାହ୍ନରେ ସର୍କିଟ ହାଉସଠାରେ ମନ୍ତ୍ରୀ ତଥା ବିଜେଡିର ଗଞ୍ଜାମ ଜିଲା ପ୍ରଭାରୀ…
ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା
ପଦ୍ମପୁର, ୧୭।୧୧(ଡିଏନଏ) : ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ବର୍ଷା ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର…
ମହୁଲରୁ ପ୍ରସ୍ତୁତ ଲଡୁର ଚାହିଦା ବଢୁଛି
ଫୁଲବାଣୀ ଅଫିସ, ୧୬ା୧୧: ମହୁଲରୁ ପ୍ରସ୍ତୁତ ଲଡୁର ଚାହିଦା ବଢ଼ୁଥିବା ତାହା ଅଳ୍ପ କେତେଜଣ ଜାଣିଥିବେ ା ମହୁଲ ଲଡୁ ନାଁ ଶୁଣିବାକୁ ଅଜବ ଲଗୁଥିଲେ ମଧ୍ୟ ଏହା ଆଦିବାସୀମାନଙ୍କ ପ୍ରିୟ ମିଷ୍ଠାନ। ମହୁଲ ଲଡୁକୁ ଆଦିବାସୀମାନେ ପୂଜାପର୍ବାଣୀ, ଭୋଜିଭାତରେ ମଧ୍ୟ…
୭ରୁ କେନ୍ଦୁଝରରେ ଧାନ ସଂଗ୍ରହ
କେନ୍ଦୁଝର,୧୭ା୧୧(ଡି.ଏନ୍.ଏ): କେନ୍ଦୁଝର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଏଫ୍.ଏ.କ୍ୟୁ. ମାନର ଧାନ ସଂଗ୍ରହ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ବୁଧବାର ଦରବାର ହଲ୍ରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଡିସେମ୍ବର ୭ ତାରିଖରୁ କେନ୍ଦୁଝର ଓ ଚମ୍ପୁଆ ସବ୍ଡିଭିଜନ୍, ଡିସେମ୍ବର…
ସରୁନି କୁଆଁସ ସେତୁ ନିର୍ମାଣ
ଭଦ୍ରକ ଅଫିସ,୧୬ା୧୧: ସେତୁ ପ୍ରଶସ୍ତୀକରଣ ପାଇଁ ଭଦ୍ରକ ସହରକୁ ସଂଯୋଗ କରୁଥିବା କୁଆଁସ ସ୍ଥିତ ଅର୍ଜୁନ ସେତୁକୁ ଭାଙ୍ଗି ଦିଆଗଲା। ନୂତନ ସେତୁ ନିର୍ମାଣ ପାଇଁ ଶିଳାନ୍ୟାସକୁ ପ୍ରାୟ ୧ ବର୍ଷ ବିତିଯାଇଥିଲେ ମଧ୍ୟ କାର୍ଯ୍ୟ ଅଧା ହୋଇନାହିଁ। ଏହାକୁ ନେଇ…
୩ ମାସ ହେଲାଣି ଗଛରେ ଉଡୁଛି ଜାତୀୟ ପତାକା
ନୀଳଗିରି, ୧୭।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏକ ପଣସ ଗଛରେ ଦୀର୍ଘ ୩ ମାସ ଧରି ଏକ ଜାତୀୟ ପତାକା ଉଡୁଛି। ଏହା ଜାତୀୟ ପତାକାକୁ ଅବମାନନା କରାଯାଇଥିବା ନେଇ ଚର୍ଚ୍ଚା ଚାଲିଛି। ପ୍ରତିଦିନ ଶହ…
ନାମାଙ୍କନ ପୂର୍ବରୁ ବୁଢ଼ାରଜାଙ୍କ ଆଶୀର୍ବାଦ ଲୋଡ଼ିଲେ ବର୍ଷା
ପଦ୍ମପୁର,୧୭ା୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ହେବାକୁ ଯାଉଥିବା ଉପନିର୍ବାଚନ ନାମାଙ୍କନର ଆଜି ଶେଷ ଦିବସ। ଆଜି ନିଜର ନାମାଙ୍କନ ଦାଖଲ ପୂର୍ବରୁ ବିଜୁ ଜନତା ଦଳର ପ୍ରାର୍ଥିନୀ ବର୍ଷା ସିଂ ବରିହା ପାଇକମାଳ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମ…
ମାଟି ତଳୁ ମିଳିଲା ମଣିଷର ହାତ
ଖୋର୍ଦ୍ଧା ଅଫିସ,୧୭ା୧୧: ସଦର ଥାନା ଅନ୍ତର୍ଗତ ଦୁର୍ଗାପୁର ପଞ୍ଚାୟତ ବେଙ୍ଗିଟାଙ୍ଗି ଆମ୍ବ ତୋଟାରେ ମାଟି ଭିତରୁ ଏକ ମଣିଷର ହାତ ଦେଖିବାକୁ ମିଳିଛି। ବୁଧବାର ଏହି ଘଟଣା ଜଣାପଡ଼ିବା ପରେ ପୋଲିସ ଟିମ୍ ପହଞ୍ଚି ଚାରିପଟ ଦୌଡ଼ି ଟାଣି ସିଲ୍ କରିଥିଲା।…
ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ପାଇଁ ପଦ୍ମପୁରରେ ପିସିସି ସଭାପତି
ବରଗଡ଼ ଅଫିସ,୧୭ା୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ନାମାଙ୍କନପତ୍ର ଦାଖଲର ଶେଷ ଦିବସ। ନାମାଙ୍କନ ପାଇଁ ପଦ୍ମପୁର ଚଳ ଚଞ୍ଚଳ ହୋଇପଡ଼ିଛି। ପଦ୍ମପୁରରେ ସବୁ ଦଳ ନାମାଙ୍କନ ପୂର୍ବରୁ ନିଜର ପ୍ରସ୍ତୁତିକୁ ଚୂଡ଼ାନ୍ତ ରୂପରେଖ ଦେବାରେ ଲାଗି ପଡ଼ିଛନ୍ତି।…

