ଆମ ଜିଲା ଖବର

ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ଲକ୍ଷ୍ୟ

ସୁନ୍ଦରଗଡ,୧୬।୧୧(ଡି.ଏନ.ଏ.): ମିଶନ ଶକ୍ତି ଅଧୀନରେ ପରିଚାଳିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଅଭିନବ ଦକ୍ଷତା ପ୍ରଦର୍ଶନ କରିଛନ୍ତି ା ସେମାନଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଆଗାମୀ ଦିନରେ ‘ଏସଏଚଜି’ରୁ ‘ଏସଏମଇ’ ବା କ୍ଷୁଦ୍ର…

ବନ୍ଧା ବସ୍ତାରୁ ଗୁରୁତର ମହିଳା ଉଦ୍ଧାର

ଗୁଡାରୀ,୧୬।୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡାରୀ ବ୍ଲକ୍‌ ସାନହୁମା ପଞ୍ଚାୟତର କିନିଡ଼ି ଗ୍ରାମ ନିକଟ କପାବାଡ଼ରୁ ବନ୍ଧା ହୋଇଥିବା ବସ୍ତାରୁ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ମଙ୍ଗଳବାର ଉଦ୍ଧାର କରାଯାଇଛି। ସେ ହେଲେ କିନିଡ଼ି ଗ୍ରାମର ମାୟାଦେବୀ ପାଣିଗ୍ରାହୀ(୫୧)। କୌଣସି ବ୍ୟକ୍ତିଙ୍କ ଠାରୁ…

ମୂଳରୁ ହିଁ ମୁକୁଳା

ଅନୁଗୋଳ ଅଫିସ, ୧୬।୧୧: ଉପକଣ୍ଠରେ ଏକାଧିକ ଶିଳ୍ପର ଉଦୟ। ସେଥିପାଇଁ ବଢ଼ୁଛି ଅନୁଗୋଳ ସହରର କଳେବର। ନିୟମିତ ବୃଦ୍ଧି ପାଉଛି ଜନ ଓ ଯାନବାହନ ସଂଖ୍ୟା। କିନ୍ତୁ ସେହି ଅନୁଯାୟୀ ହେଉନି ରାସ୍ତା ଏବଂ ଟ୍ରାଫିକ ବ୍ୟବସ୍ଥା। ଫଳରେ ସକାଳେ ଓ…

ସିଏସ୍‌ଆର୍‌ ପାଣ୍ଠିର ଉପଯୁକ୍ତ ବିନିଯୋଗ ହେଉନି

ଅନୁଗୋଳ ଅଫିସ,୧୬।୧୧: ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ମଙ୍ଗଳବାର ନାଲ୍‌କୋ ସିଏସ୍‌ଆର୍‌ ପାଣ୍ଠିର ଉପଯୁକ୍ତ ବିନିଯୋଗ ତଥା ପାରିପାଶର୍‌ବିକ ଗ୍ରାମଗୁଡ଼ିକର ଉନ୍ନତି ଓ ସ୍ଥାନୀୟ ନିଯୁକ୍ତିର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…

ନବୀନ ନିବାସ ଅଭିମୁଖେ ଅଲଚିକି ଶିକ୍ଷକଙ୍କ ପଦଯାତ୍ରା

ବାରିପଦା ଅଫିସ,୧୬।୧୧: ମୟୂରଭଞ୍ଜ ଜିଲାରେ ୧୫ ବର୍ଷ ଧରି ଦିନକୁ ଶହେ ଟଙ୍କା ମଜୁରି ପାଉଥିବା ଠିକା ନିଯୁକ୍ତି ଶିକ୍ଷକଙ୍କୁ ନିୟମିତ ଦାବି ନେଇ ୩୪ ଦିନ ଧାରଣାରେ ବସିବା ପରେ ବି ସରକାର କିମ୍ବା ପ୍ରଶାସନ କେହି ବୁଝିଲେନି। ଫଳରେ…

ଦାବି ପୂରଣ ନ ହେଲେ ଆନ୍ଦୋଳନ

ବାଲେଶ୍ୱର ଅଫିସ,୧୬।୧୧: ଓଡ଼ିଶା ଅମଲା ସଂଘର ବାଲେଶ୍ୱର ଶାଖା ପକ୍ଷରୁ କନିଷ୍ଠ ସହାୟକମାନଙ୍କ ଯୋଗ୍ୟତା ଭିତ୍ତିକ ଦରମା ଓ ଗ୍ରେଡ୍‌ ପେ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ମଙ୍ଗଳବାର ପ୍ରଦାନ…

ଦାରିଙ୍ଗବାଡିରେ ବଢୁଛି ଶୀତ, ସର୍ବନିମ୍ନ ତାପମାତ୍ରା ୧୦.୫%

ଦାରିଙ୍ଗବାଡି,୧୬।୧୧(ଡି.ଏନ.ଏ ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା ଶୀତ ବଢିବାରେ ଲାଗିଛି। ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଛି। ଏହି କ୍ରମରେ ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବୃଦ୍ଧି ପାଇଛି। ବୁଧବାର ସକାଳ ସମୟରେ ସର୍ବନିମ୍ନ ୧୦.୫ଡିଗ୍ରୀ ତାପମାତ୍ରା…

ରାସ୍ତା ମଝିରେ ଶିଶୁଙ୍କୁ ପାଠ ପଢ଼ାଇଲେ,ଖାଦ୍ୟ ଦେଲେ

ଭୋଗରାଇ,୧୬।୧୧(ଡି.ଏନ.ଏ.): ଅଙ୍ଗନୱାଡିି କର୍ମୀ ଶିଶୁମାନଙ୍କୁ ନେଇ ସ୍କୁଲ ସମ୍ମୁଖ ରାସ୍ତା ମଝିରେ ପାଠ ପଢ଼ାଇବା ଏବଂ ସେଠାରେ ସେମାନଙ୍କୁ ମଧ୍ୟାହ୍ନଭୋଜନ ଖାଇବାକୁ ଦେବା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଶୁଭନନ୍ଦୀପୁର…

ବୋହୂ ମାନ୍ୟତା ଦାବିରେ ଶାଶୁଘର ଆଗରେ ଧାରଣା

ଭଦ୍ରକ ଅଫିସ, ୧୬।୧୧: ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଭାଟପଡ଼ା ପଞ୍ଚାୟତର ଶଂଖିଡା ଗଁାରେ ବୋହୂ ମାନ୍ୟତା ପାଇବା ପାଇଁ ଜଣେ ମହିଳା ସୋମବାରଠାରୁ ଶାଶୁଘର ଆଗରେ ଧାରଣା ଦେଇଥିଲେ। ତାଙ୍କ ବାପଘର ଧୂଷୂରୀ ଥାନା ଅଧୀନ ଖଡ଼ିମାହାରା ଅଞ୍ଚଳରେ।…

ଫସଲ ବୀମା ବିଫଳତା ପାଇଁ ଭାଜପା ଦାୟୀ: ବିଜେଡି

ବରଗଡ଼ ଅଫିସ, ୧୬ା୧୧: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବାଟବଣା ହୋଇପଡିଛି। ବୀମା ପ୍ରିମିୟମ ରାଶି ଜମା କରିବା ସତ୍ତ୍ୱେ ବରଗଡ଼ ଜିଲାର ଅନେକ କ୍ଷତିଗ୍ରସ୍ତ ଚାଷୀ ଏଯାଏ ବୀମା ସହାୟତା ପାଇନାହାନ୍ତି। ଏହାକୁ ନେଇ ପଦ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ…

‘କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରରେ ଇସ୍ପାତ କାରଖାନା ହେବ’

କେନ୍ଦୁଝର,୧୬ା୧୧(ଡି.ଏନ୍‌.ଏ/ସ୍ବ.ପ୍ର): କ୍ରମାଗତ ଭାବେ ଶାସନରେ ଥିବା ସରକାର କେନ୍ଦୁଝର ଜିଲାକୁ ଅବହେଳା କରି ଆସୁଛନ୍ତି। ସ୍ଥାନୀୟ ବେକାର ଯୁବତୀ, ଯୁବକଙ୍କ ନିକଟରେ ନିଯୁକ୍ତି ନାହିଁ। ଓଡ଼ିଶାର ବିକାଶ ପାଇଁ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ। କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରଠାରେ ଏକ…

ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୬ା୧୧: ବ୍ରହ୍ମପୁର ଫାଷ୍ଟ ଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ଖଲ୍ଲିକୋଟ ଥାନା ଅଞ୍ଚଳର ପ୍ରହଲ୍ଲାଦ ବେହେରା (୫୩)ଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?