ଆମ ଜିଲା ଖବର

ଜି.ଉଦୟଗିରିରେ ଶୀତ ଲହର ଜାରି

ଜି.ଉଦୟଗିରି,୧୬ା୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲସିୟସ ରହିଥିବା କୃଷି ଗବେଷଣା କେନ୍ଦ୍ରର ଅଧିକାରୀ ସତ୍ୟ ନାରାୟଣ ମହାନ୍ତି କହିଛନ୍ତି। ଗତ ରବିବାର ସର୍ବନିମ୍ନ…

୫ କି.ମି. କାନ୍ଧରେ ବୁହାଗଲା ମୃତଦେହ

ଫୁଲବାଣୀ ଅଫିସ, ୧୬ା୧୧: କନ୍ଧମାଳ ଜିଲା ଫୁଲବାଣୀ ସହରଠାରୁ ମାତ୍ର ୬ କି.ମି. ଦୂର ଏକ ଗାଁକୁ ରାସ୍ତା ନ ଥିବାରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ମୃତଦେହକୁ କାନ୍ଧରେ ବୁହାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ଦେବେଶ୍ୱର କହଁର(୬୦)ଙ୍କ ମୃତଦେହକୁ କୋକେଇରେ ରଖି…

ସଙ୍କୁଚିତ ହେଉଛି ଗୋବରୀ ସମ୍ପ୍ରସାରିତ କେନାଲ

ପଟ୍ଟାମୁଣ୍ଡାଇ, ୧୬ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳର ଜୀବନରେଖା ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ କେନାଲ ଓ ଶାଖା କେନାଲ ଏବେ ସଙ୍କୁଚିତ ହେବା ସହ ପୋତି ହେବାରେ ଲାଗିଛି। ଫଳରେ ଏହାର ଜଳଧାରଣ କ୍ଷମତା ହ୍ରାସ ପାଇବାର ଲାଗିଛି। ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ…

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କକୁ ୫୦ହଜାର ଜରିମାନା

କେନ୍ଦ୍ରାପଡ଼ା ଅଫିସ, ୧୬ା୧୧: ନନ୍‌ ପରଫର୍ମିଂ ଆସେଟସ(ଏନ୍‌ପିଏ) ଓ ଅଧିକ କର୍ମଚାରୀ ନିଯୁକ୍ତିକୁ ନେଇ କେନ୍ଦ୍ରାପଡ଼ା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ ସମସ୍ୟାରେ ପଡିଛି। ଗତ ଅଗଷ୍ଟ ୨୯ରେ ଗାଇଡ୍‌ ଲାଇନ ଉଲ୍ଲଂଘନ କରିଥିବାରୁ ୧ଲକ୍ଷ ଟଙ୍କା ରିଜର୍ଭ ବ୍ୟାଙ୍କ ଅଫ୍‌…

ଓଡ଼ିଶା ପର୍ଯ୍ୟଟନ ସେବାର ପୁନର୍ଗଠନ ହେବ

ଯାଜପୁର ଅଫିସ,୧୬ା୧୧: ରାଜ୍ୟରେ ଶୀତ ଆସିବା ସହ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଲୋକାରଣ୍ୟ ହୋଇ ଉଠିଛି। କିନ୍ତୁ ବିଡ଼ମ୍ବନା, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ଉଦାସୀନତା ଯୋଗୁ ପର୍ଯ୍ୟଟନସ୍ଥଳୀର ବିକାଶ ଆଖିଦୃଶିଆ ହୋଇପାରିନାହିଁ ା ନୂତନ ପର୍ଯ୍ୟଟନସ୍ଥଳୀର ଚିହ୍ନଟ ଏବଂ ବିକାଶ କ୍ଷେତ୍ରରେ…

ଡିସେମ୍ବର ୨୬ରୁ ଖରିଫ ଧାନ ସଂଗ୍ରହ

ପୁରୀ ଅଫିସ,୧୬।୧୧: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ଏକ ବୈଠକ ମଙ୍ଗଳବାର ସର୍କିଟ ହାଉସରେ ଅନୁଷ୍ଠିତ ହୋଇଥିଲା। ୨୦୨୨-୨୩ ଖରିଫ୍‌ ଧାନ ସଂଗ୍ରହ ଡିସେମ୍ବର ୨୬ ତାରିଖରୁ ଶୁଭାରମ୍ଭ ହେବ। ଏଥିସହ ବିଭିନ୍ନ ବ୍ଲକରେ ଧାନ ଅମଳକୁ ଦେଖି ଭିନ୍ନ ଭିନ୍ନ…

ଡଙ୍ଗା ତିଆରି କରିବାକୁ ଆସି ହଟହଟା

କଟକ ଅଫିସ, ୧୬ା୧୧: ଚଳିତବର୍ଷ ବାଲିଯାତ୍ରା ଅବସରରେ ଗିନିଜ୍‌ ଓ୍ବାଲ୍ଡ ରେକଡର୍‌ସରେ ସ୍ଥାନ ପାଇବା ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ବାରବାଟି ଷ୍ଟାଡିୟମରେ ଡଙ୍ଗା ପ୍ରସ୍ତୁତି କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଏଥିରେ ସହରର ୨୨ଟି ସ୍କୁଲର ଛାତ୍ରୀଛାତ୍ରମାନେ ସାମିଲ…

ବେପାରୀଙ୍କ କବ୍‌ଜାରେ ହଳଦୀପତ୍ର

କେନ୍ଦୁଝର,୧୬।୧୧: ଓଡ଼ିଆ ଘରେ ବାର ମାସରେ ତେର ପର୍ବ। ବିଭିନ୍ନ ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡ଼ିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରି ପିଠା ନିଆରା। ଏଣୁ ପ୍ରଥମାଷ୍ଟମୀ ଆସିଲେ ଓଡ଼ିଆ ଘରେ ହଳଦୀପତ୍ର ଖୋଜା ପଡ଼େ।…

ଜନସମ୍ପର୍କ ବାହାନାରେ ଶକ୍ତି ପ୍ରଦର୍ଶନ

ପୁରୀ ଅଫିସ, ୧୬ା୧୧: ବିଜେଡି ପକ୍ଷରୁ ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଜନସମ୍ପର୍କ ପଦଯାତ୍ରା ମଙ୍ଗଳବାର ଶେଷ ହୋଇଛି। ଏହିକ୍ରମରେ ଶେଷ ଦିନରେ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳର ଜିଲା ସଭାପତି ମହେଶ୍ୱର ମହାନ୍ତିଙ୍କ ନେତୃତ୍ୱରେ ଏକ ଜନସମ୍ପର୍କ ପଦଯାତ୍ରା କରାଯାଇଛି।…

ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ କଟକ ବାଲିଯାତ୍ରା

କଟକ ଅଫିସ, ୧୫ା୧୧: ୩୫ ମିନିଟ୍‌ରେ ୨୨,୪୭୩ କାଗଜ ଡଙ୍ଗା ପ୍ରସ୍ତୁତ କରି ଗିନିଜ୍‌ ଓ୍ବାଲ୍ଡ ରେକର୍ଡସ୍‌ରେ ସ୍ଥାନ ପାଇଛି କଟକ ବାଲିଯାତ୍ରା। ଐତିହାସିକ କଟକ ବାଲିଯାତ୍ରା ଅବସରରେ ମଙ୍ଗଳବାର ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ କାଗଜ ଡଙ୍ଗା ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ…

ମାମୁଘରୁ ମହାପ୍ରଭୁଙ୍କ ପାଇଁ ଆସିଲା ପଢ଼ୁଆଁ ଭାର

ପୁରୀ ଅଫିସ/ନିଆଳି,୧୫।୧୧(ଡି.ଏନ୍‌.ଏ.): ପ୍ରଥମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରକୁ ଆସିଛି ପଢ଼ୁଆଁ ଭାର । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ପାଇଁ ମଙ୍ଗଳବାର ପଢ଼ୁଆଁ ଭାର ପୁରୀ ଆସିଛି। ମାମୁଘର ନିଆଳି ମାଧବାନନ୍ଦ ମନ୍ଦିରରୁ ମାଧବାନନ୍ଦ ଜୀଉ ବିକାଶ ପରିଷଦ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଆଜି ବି ଚଢ଼ାଉ : ମିଳିଲା ଲକ୍ଷାଧିକ ଟଙ୍କା

ବାରିପଦା ଅଫିସ,୧୫।୧୧: ମୟୂରଭଞ୍ଜ ଜିଲା ଉଦଳା ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ସରକାରୀ କାର୍ଯ୍ୟାଳୟ ଓ ବାସଭବନରେ ମଙ୍ଗଳବାର ଚଢ଼ାଉ ଜାରି ରହିଛି । ଯାଞ୍ଚବେଳେ ସରକାରୀ ବାସଭବନରୁ ୧ଲକ୍ଷ ୯୮ ହଜାର ଟଙ୍କା ସହ ବହୁ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?