ଆମ ଜିଲା ଖବର

ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ୧୨ ପରିବାର ଉଚ୍ଛେଦ

ସିମୁଳିଆ,୧୫।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦରମହକୁମା ମାର୍କୋଣାରେ ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ସୋମବାର ନୀଳକଣ୍ଠେଶ୍ୱର ମନ୍ଦିର ପାର୍ଶ୍ୱରେ ଥିବା ୧୨ଟି ପରିବାରଙ୍କୁ ଉଚ୍ଛେଦ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶରେ ଦୀର୍ଘଦିନ ଧରି ସରକାରୀ ଜମିରେ ରହୁଥିବା ଏହି ବସ୍ତି…

ଆଦିବାସୀଙ୍କ ପ୍ରିୟ କୁରୁକୁଟି ଆଚାର

କେନ୍ଦୁଝର, ୧୫ା୧୧ ଦୀପକ ମିଶ୍ର: ଆଦିବାସୀଙ୍କ ପ୍ରିୟ କୁରୁକୁଟି ଆଚାର। କେନ୍ଦୁଝର ଜିଲାର ଆଦିବାସୀମାନେ ବିଶେଷ କରି ଏହି ଆଚାର ଖାଇଥାନ୍ତି। ଜଙ୍ଗଲ ଅଞ୍ଚଳରେ ଥିବା ଶାଳ, ପଣସ ଗଛରେ ନାଲି ପିମ୍ପୁଡି ଜାତୀୟ ପୋକ ବ୍ୟାପକ ଦେଖାଯାଇଥାଏ। ଏହାକୁ କାଇ…

ନାବାଳିକାଙ୍କ ବିବାହ ନା ଚାଲାଣ

କେନ୍ଦ୍ରାପଡ଼ା ଅଫିସ, ୧୫ା୧୧:ଝିଅ ନବମ ଶ୍ରେଣୀରେ ପଢୁଥିଲା। ଅଗଷ୍ଟ ୧୫ରେ ସ୍କୁଲରେ ସ୍ବାଧୀନତା ଦିବସ ପାଳନ ପରେ ଫେରିବା ବାଟରେ ଜଣେ କୋଲ୍‌କାତା ମେଦିନାପୁର ଅଞ୍ଚଳର ବୁଲା ବେପାରୀ ସହ ପଳାଇବା ଖବର ମିଳିଲା। ଏ ନେଇ ଥାନାରେ ଅଭିଯୋଗ ସହ…

କଲଣ ବଜାର ମୁଖ୍ୟ ରାସ୍ତା ତାଡ଼ି ଦେଲେ

ରସୁଲପୁର,୧୫ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ କଲଣ ବଜାର ମୁଖ୍ୟରାସ୍ତା ପିଚୁକୁ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ କରୁଥିବା କମ୍ପାନୀର ଠିକାଦର ତାଡ଼ି ଦେଇଛନ୍ତି। ଫଳରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାସ୍ତା ଉପରିସ୍ଥ ଖାଲ ଦୀର୍ଘଦିନ…

୨ ଦିନ ବଢ଼ିପାରେ କଟକ ବାଲିଯାତ୍ରା

କଟକ ଅଫିସ, ୧୫।୧୧:ପ୍ରାୟ ଦୁଇ ବର୍ଷ ପରେ ବାଲିଯାତ୍ରା ହେବା ଓ ପର୍ଯ୍ୟଟକଙ୍କ ବୁଲିବା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଆଗକୁ ଆଉ ୨ ଦିନକୁ ବୃଦ୍ଧି ହୋଇପାରେ କଟକ ବାଲିଯାତ୍ରା। ପର୍ଯ୍ୟଟକ ଓ ବ୍ୟବସାୟୀଙ୍କ ସ୍ବାର୍ଥକୁ…

ରକ୍ତତୀର୍ଥ କୁଦୋପାଲି ସୁରକ୍ଷାରେ ‘ରଣଭୂମି’

ସମ୍ବଲପୁର,୧୫ା୧୧(ବ୍ୟୁରୋ):ସମ୍ବଲପୁର ସହର ଉପକଣ୍ଠରେ ରହିଛି କୁଦୋପାଲି ପାହାଡ଼। ଇଂରେଜ ଓ ସ୍ବାଧୀନତା ସଂଗ୍ରାମୀଙ୍କ ମଧ୍ୟରେ ଯୁଦ୍ଧର ମୂକସାକ୍ଷୀ ଏହି ଐତିହ୍ୟସ୍ଥଳ ଆଜି ଅବହେଳିତ। ଅବହେଳା ଯୋଗୁ ରକ୍ତତୀର୍ଥ କୁହାଯାଉଥିବା ଏହି ସ୍ଥାନର ପ୍ରାଚୀନ କୀର୍ତ୍ତି, ମନ୍ଦିର, ଗୁମ୍ଫା, ମୂର୍ତ୍ତି ଅସ୍ତିତ୍ୱ ହରାଇବାକୁ…

ପଦ୍ମପୁର ଉପନିର୍ବାଚନ: ଦରଦ ନା ରାଜନୈତିକ ଚାଲ୍‌

ବରଗଡ଼ ଅଫିସ୍‌,୧୫।୧୧:ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ମତଦାନ ହେବ। ଉପନିର୍ବାଚନ ପୂର୍ବରୁ ରାଜନୈତିକ ଦଳ ମଧ୍ୟରେ ଛକାପଞ୍ଝା ଚାଲିଛି। ଏହି ସମୟରେ ଅଞ୍ଚଳବାସୀ ମଧ୍ୟ ସେମାନଙ୍କ ପ୍ରମୁଖ ଦାବିଗୁଡ଼ିକୁ ଉପସ୍ଥାପନ କରୁଛନ୍ତି। ପ୍ରଧାନମନ୍ତ୍ରୀ ଫସଲବୀମା ସହାୟତା…

ଅଭିଯୁକ୍ତଙ୍କୁ ପୋଲିସର ଏନ୍‌କାଉଣ୍ଟର

ରାଉରକେଲା ଅଫିସ,୧୫।୧୧:ଜମିବାଡ଼ି ବିବାଦରୁ ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ଝରିଆକୋଚା ବସ୍ତିର ବାଞ୍ଛାନିଧି ତନ୍ତୀ(୪୨)ଙ୍କୁ ଗୁଳି ମାରି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଅଜିତ ଓରାମ ଓରଫ ଚୁମକୁଙ୍କୁ ପୋଲିସ ସୋମବାର ଏନ୍‌କାଉଣ୍ଟର କରିଛି। ତାଙ୍କୁ ରାଉରକେଲା ଜେନେରାଲ ହସ୍ପିଟାଲରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ନାମରେ ଜମି ଦୁର୍ନୀତି ମାମଲା

କଟକ ଅଫିସ,୧୫ା୧୧:ଭୁବନେଶ୍ୱର ଭୀମପୁର ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨ ଏକର ୧୩୩ ଡେସିମିଲ ଜମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ଭଉଣୀ ଗୀତା ମେହେଟାଙ୍କ ନାମରେ ବେଆଇନ ଭାବେ ପଟ୍ଟାଭୁକ୍ତ କରାଯାଇଛି। ଏହି ଜମି ଦୁର୍ନୀତି ନେଇ ଭାରତୀୟ…

ବନ୍ୟା ବିପନ୍ନଙ୍କ ପାଇଁ ‘ଆପାଦ ମିତ୍ର’

ଯାଜପୁର ଅଫିସ,୧୫ା୧୧:ସରକାରୀ ସହାୟତା ପହଞ୍ଚିବା ପୂର୍ବରୁ ବନ୍ୟା ବିପନ୍ନଙ୍କୁ ଗୋଷ୍ଠୀସ୍ତରୀୟ ସ୍ବେଚ୍ଛାସେବୀ (କମ୍ୟୁନିଟି ଲେବୁଲ ଭଲେଣ୍ଟିୟର) ତୁରନ୍ତ ସହଯୋଗ କରିବେ। ଏଥିପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ବା ଓଡ଼ିଶା ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଓଏସ୍‌ଡିଏମ୍‌ଏ) ପକ୍ଷରୁ ଆପାଦ ମିତ୍ର…

ଧୂଳିମୟ ଭିଆଇପି ରୋଡ୍‌

ଆନନ୍ଦପୁର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦର ୧୩ ନଂ. ଓ ୧୪ ନଂ. ଓ୍ବାର୍ଡକୁ ସଂଲଗ୍ନ ଭିଆଇପି ରୋଡ୍‌ ଧୂଳିମୟ ହୋଇପଡ଼ିଛି। ଯାନବାହନ ଯାତାୟାତ ସମୟରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ଭାରିଯାନ ଯାତାୟାତ ସମୟରେ ସମ୍ପୃକ୍ତ ରାସ୍ତାଟିରେ ଧୂଳି ଓ…

ଗଛରୁ ମିଳିଲା ଝୁଲନ୍ତା ମୃତଦେହ

ଲହୁଣୀପଡା,୧୪।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ-୧୪୩ ନମ୍ବର ଜାତୀୟ ରାଜପଥର ଠିଆବେର୍ଣ୍ଣା ଛକର ବାମ ପଟ ଜଙ୍ଗଲରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଲହୁଣୀପଡା ପୋଲିସ ମୃତଦେହକୁ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରି ବଣାଇ ଡାକ୍ତରଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?