ଆମ ଜିଲା ଖବର

ଭିତରକନିକାକୁ ଚାରିଆଡୁ ବିପଦ

କେନ୍ଦ୍ରାପଡ଼ା ଅଫିସ, ୨୩ା୧୨:ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟପ୍ରାଣୀ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ ଅବଗତ। ଏହାକୁ ଜାତୀୟ ଉଦ୍ୟାନ ଓ ରାମସାର ସାଇଟ ପରି ଆନ୍ତର୍ଜାତୀୟ ମାନ୍ୟତା ମିଳିଛି। ବିଶ୍ୱ ଐତିହ୍ୟ…

୫୦୪ ଗୋରୁ ଲମ୍ଫି ରୋଗରେ ଆକ୍ରାନ୍ତ

ସାକ୍ଷୀଗୋପାଳ,୨୩।୧୨ (ସ୍ବ.ପ୍ର./ଡି.ଏନ୍‌.ଏ.): ଦେଶର କେତୋଟି ସ୍ଥାନରେ ଗୋରୁଙ୍କୁ ଲମ୍ଫି ରୋଗ ହୋଇଥିବାବେଳେ ଏବେ ତାହା ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଡେଇଁଲାଣି। ଏହି ଲମ୍ଫି ରୋଗ ଦ୍ୱାରା ଗୋରୁଙ୍କ ମୃତ୍ୟୁ ହେଉଥିବାରୁ ସେମାନଙ୍କ ସୁରକ୍ଷା ପାଇଁ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟିକାକରଣ…

ଟିଏମ୍‌ସି କେନ୍ଦ୍ରର ଜିନିଷ ସବୁ ଗାଏବ

ପଟ୍ଟାମୁଣ୍ଡାଇ, ୨୩ା୧୨(ସ୍ବ.ପ୍ର.):ସମଗ୍ର ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଚାଇନାରେ ବଢୁଥିବା କରୋନା ଓମିକ୍ରନର ସବ୍‌ ଭାରିଆଣ୍ଟ ବିଏଫ୍‌. ୭ ମାମଲା କାୟା ବିସ୍ତାର କରିବା ପରେ ଭୟର ବାତାବରଣ ଦେଖାଦେଇଛି। ଓଡ଼ିଶାରେ ଓମିକ୍ରନର ସବ୍‌ ଭାରିଆଣ୍ଟ ବିଏଫ୍‌. ୭…

ଅଭିଯୋଗ ଶୁଣାଣି ଦିନ ପଠାଯାଉଛି ଚିଠି

ନାଉଗଁା,୨୩ା୧୨(ସ୍ବ.ପ୍ର.):ନାଉଗଁା ବ୍ଲକ ସିଡିପିଓଙ୍କ କାର୍ଯ୍ୟାଳୟରେ ବିଚିତ୍ର ଚିତ୍ର ଦେଖିବାକୁ ମିଳିଛି। ଜନ ସୂଚନା ଅଧିକାର ତଥ୍ୟ ବଳରେ କୋରୁଅ ପଞ୍ଚାୟତର କେତେକ ତଥ୍ୟ ମଗା ଯାଇଥିଲା। ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମ୍ପୂର୍ଣ୍ଣ ତଥ୍ୟ ସିଡିପିଓଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳି ପାରି ନ…

ସଜେଇ ହେଉଛି ତାଳବଣିଆ ପଡ଼ିଆ

ପୁରୀ ଅଫିସ,୨୩ା୧୨: ଚଳିତ ମାସ ୨୬ ତାରିଖରେ ବିଜୁ ଜନତା ଦଳ (ବିଜେଡି) ୨୫ ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ୨୦୨୪ରେ ସାଧାରଣ ନିର୍ବାଚନ ଥିବାରୁ ବିଜେଡି ତା’ର ରୌପ୍ୟ ଜୟନ୍ତୀ ଉତ୍ସବ ପୁରୀରେ ଆୟୋଜନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ…

ଶ୍ରୀମନ୍ଦିରରେ ହୋଇପାରୁନି ସ୍ବତନ୍ତ୍ର ର଼୍ୟାମ୍ପ

ପୁରୀ ଅଫିସ,୨୩ା୧୨: ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାରେ ହଇରାଣ ହେଉଛନ୍ତି। ତେଣୁ ସେମାନଙ୍କ ନିମନ୍ତେ ସ୍ବତନ୍ତ୍ର ର଼୍ୟାମ୍ପ ବ୍ୟବସ୍ଥା କରାଯିବାକୁ ସାଧାରଣରେ ଦାବି ହେବା ପରେ ଉତ୍ତରଦ୍ୱାର ନିକଟରେ ଏହି ବ୍ୟବସ୍ଥା କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଅବକାରୀ ବିଭାଗକୁ ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ବଚ୍ଛତା, ସମୟାନୁବର୍ତ୍ତିତା, ଅନ୍‌ଲାଇନ ସେବା ତଥା ‘ଇ-ଅବକାରୀ’ ନୀତି ପାଇଁ ରାଜ୍ୟ ଅବକାରୀ ବିଭାଗକୁ ସମ୍ମାନଜନକ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ନିମନ୍ତେ ଚୟନ କରାଯାଇଛି। ୨୦୨୩ ଜାନୁୟାରୀ ୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିବେ…

ସାକ୍ଷୀଙ୍କ ଆତ୍ମହତ୍ୟା ନେଇ ଉଦ୍‌ବେଗ ପ୍ରକାଶ କଲେ କୋର୍ଟ

କଟକ ଅଫିସ, ୨୩ା୧୨:ହାତୀମୃତ୍ୟୁକୁ ଅତ୍ୟନ୍ତ ସମ୍ବେଦନଶୀଳ ଭାବେ ଗ୍ରହଣ କରିଛନ୍ତି ହାଇକୋର୍ଟ। ଗୁରୁବାର ଶୁଣାଣି ବେଳେ ହାଇକୋର୍ଟ ଶିମିଳିପାଳ ହାତୀ ମୃତ୍ୟୁ ମାମଲାରେ ଜଣେ ସାକ୍ଷୀ ଆତ୍ମହତ୍ୟା କରିବା ଘଟଣାରେ ଉଦ୍‌ବେଗ ପ୍ରକାଶ କରିବା ସହ କେଉଁ ପରିସ୍ଥିତିରେ ସେ ଆତ୍ମହତ୍ୟା…

ସମସ୍ତଙ୍କ ଜାମିନ ଆବେଦନ ଖାରଜ

ସମ୍ବଲପୁର,୨୩ା୧୨(ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ ତାରିଖ ଆନ୍ଦୋଳନ ସମୟରେ କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିମାନଙ୍କୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଏହି ଘଟଣାରେ ପୋଲିସ ମୋଟ ୩୮ଜଣଙ୍କୁ ଗିରଫ କରି କୋର୍ଟ…

ଦାଦନ ଖଟିବାକୁ ଗଲେ ନଗଡ଼ାବାସୀ

ଯାଜପୁର ଅଫିସ/କାଳିଆପାଣି, ୨୩ା୧୨(ଡି.ଏନ.ଏ.):ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ଶିଶୁ ମୃତ୍ୟୁ ଘଟଣା କାହାକୁ ଅଛପା ନାହିଁ। ୨୦୧୬ ଜୁଲାଇରେ ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା…

ପୋଲିସ କାର୍ଯ୍ୟାଳୟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୨ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲା ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ କୁମାରୀ ହେମଲା। ଛତିଶଗଡ଼ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ଘରକୁ ଫେରିଆସ ଅଭିଯାନ’ରେ ଅନୁପ୍ରାଣିତ ହୋଇ ସେ…

ମୋବିଲ ରିଫାଇନାରି କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ

ଧର୍ମଶାଳା,୨୨ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ହରିଦାସପୁରର ରାମ୍‌କୋ ସିମେଣ୍ଟ୍‌ କାରଖାନା ନିକଟ ରେଳ ଲାଇନ ପାର୍ଶ୍ୱରେ ଥିବା ତାପସ ମହାନ୍ତିଙ୍କ ଗଜାନନ ପେଟ୍ରୋ କେମିକାଲ କାରଖାନାରେ ଗୁରୁବାର ସନ୍ଧ୍ୟାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କାରଖାନାର ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?