ଆମ ଜିଲା ଖବର

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର ସମାଧାନ ହେଉଛନ୍ତି। ଅ୍ଯଯପଟେ ମିଲର୍ସଙ୍କ ଗୋଦାମ ଗତବର୍ଷର ଧାନ, ଚାଉଲରେ ଭର୍ତ୍ତି ରହିଛିି।…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ ପାଟଣା ଅଗ୍ନିଶମବାହିନୀ ପୋଖରୀରେ ପହଞ୍ଚି ଖୋଜାଖୋଜି କରିବା ପରେ ମୃତଦେହ ଉଦ୍ଧାର କରିଛନ୍ତି।…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ ହୋଇଛି। ଉକ୍ତ ମହୋତ୍ସବ ଅବସରରେ ଶୈବପୀଠ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫) ଏବଂ ତାଙ୍କ ଘର ବଡ଼ଗଡ଼ ଥାନା ଅନ୍ତର୍ଗତ ବଖରକଟା ଗ୍ରାମ ବୋଲି ଜଣାପଡ଼ିଛି।…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ ୬ ଲକ୍ଷରୁ ଅଧିକ ଏହି ପ୍ରଜାତିର କଇଁଛ ଅଣ୍ଡାଦାନ ପାଇଁ ଆସିଥିଲେ। ମାତ୍ର…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ ରାଜପଥରେ ଥିବା ଗୌରୀ ଫିଲିଂ ଷ୍ଟେଶନରେ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖିବାକୁ ମିଳିଥିଲା।…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ ଶୁକ୍ରବାର ବନ ବିଭାଗ ସେମାନଙ୍କୁ ଧରିଛି। ସେମାନେ ହେଲେ ତନ୍ତିଆପାଳ ସାମୁଦ୍ରିକ ଥାନା…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା ବରଗଡ଼ ଜିଲାର ୭୦୧୫ ଚାଷୀଙ୍କ ଧାନ ବିକ୍ରି ଟୋକନକୁ BLOCKED କରି ଦିଆଯାଇଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼ ନିକଟସ୍ଥ ଗଡଖାଇରେ ହରିଣଟି କୌଣସି କାରଣବଶତଃ ପଡ଼ିଯାଇଥିଲା ଏବଂ ଆଉ ଉଠିପାରୁ ନଥିଲା।…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ ଟେଙ୍ଗନାବସା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ସହକାରୀ ଶିକ୍ଷକ ସନ୍ଦୀପ କୁମାର ପାଲ ନିଜ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ ଊର୍ଦ୍ଧ୍ୱ ପରିବାରରେ ୪ ଶହ ଲୋକ ବାସ କରନ୍ତି। ଗୋଟିଏ ୱାର୍ଡ ବିଶିଷ୍ଟ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ ଦଶରୁ ଅଧିକ ଗୋରୁ ବୋଝେଇ ହୋଇଥିଲା। କୌଣସି ସୂତ୍ରରୁ ଗ୍ରାମର କେତେକ ଯୁବକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?