ପାଣି କମୁଛି, ବିପଦ ଟଳିନି
କେନ୍ଦ୍ରାପଡ଼ା ଅଫିସ,୧୯ା୮: କେନ୍ଦ୍ରାପଡ଼ା ଜିଲା ମହାନଦୀ ସିଷ୍ଟମରେ ଥିବା ନଦୀଗୁଡ଼ିକରେ ବନ୍ୟା ଜଳସ୍ତର କମୁଛି। ହେଲେ ନଦୀରେ ଜଳସ୍ତରର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀବନ୍ଧରେ ଘଳିଆ ଯୋଗୁ ବନ୍ୟାଜଳ ଗ୍ରାମକୁ ପଶିବା ନେଇ ନିକଟସ୍ଥ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ…
ଉପବାସରେ ହରିଶ ମହାପୁରୁଷପଡ଼ାର ୧୫ ପରିବାର
ମହାକାଳପଡ଼ା,୧୯ା୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀରେ ପ୍ରବାହିତ ହେଉଛି ବନ୍ୟାଜଳ। ଏହି ବନ୍ୟାଜଳ ପ୍ରଭାବରେ ବ୍ଲକର ମହାନଦୀ ଶାଖା ଗୁପ୍ତଗିରି ନଦୀପାର୍ଶ୍ୱ ପେଟଛଲା ପଞ୍ଚାୟତ ପଲ୍ଲୀଗଡ଼ ଗାଁ ନିକଟ ହରିଶ ମହାପୁରୁଷପଡ଼ାର ୧୫ ପରିବାରକୁ ଚାରିପାର୍ଶ୍ୱରୁ ଘେରି ରହିଛି ୪…
ଥଇଥାନ କେନ୍ଦ୍ରରେ ବୃଦ୍ଧାଙ୍କୁ ମିଳୁନି ସକାଳ ଖାଦ୍ୟ
ମହାକାଳପଡ଼ା,୧୯ା୮(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ମହାନଦୀ, ଲୁଣା ଓ ପାଇକା ନଦୀରେ ପ୍ରଖର ବନ୍ୟାଜଳ ପ୍ରବାହିତ ହେଉଥିଲେ ମଧ୍ୟ ଗୁରୁବାର ସକାଳଠାରୁ ଦୁଇ ଫୁଟ ଜଳସ୍ତର ହ୍ରାସ ପାଇଛି। ସେହିପରି ବ୍ଲକର ବରକନ୍ଧା ପଞ୍ଚାୟତର ସ୍ଥାନୀୟ ଗୋଖାଖଟି ଗ୍ରାମର ୫୦ରୁ…
ପୁଣି ଗୋଳିଆ ପାଣି ଯୋଗାଣ
ଯାଜପୁର ରୋଡ,୧୯ା୮(ଡି.ଏନ.ଏ.): ଯାଜପୁର ଜିଲାର ଖାଲି ଗ୍ରାମାଞ୍ଚଳ ନୁହେଁ ସହରାଞ୍ଚଳରେ ବି ପାନୀୟ ଜଳ ସମସ୍ୟା ଲାଗି ରହିଛି। ବିଶେଷକରି କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରବାସୀଙ୍କୁ ନିୟମିତ ଭାବେ ଗୋଳିଆ ପାଣି ଯୋଗାଣ ହେଉଛି। ଜଳଯୋଗାଣ ଦାୟିତ୍ୱରେ…
କମୁଛି ବନ୍ୟାପାଣି, ବଢୁଛି ଦୁର୍ଦ୍ଦଶା
ଯାଜପୁର ଅଫିସ/ଝୁମ୍ପୁରୀ (ଡି.ଏନ.ଏ.),୧୯ା୮: ବୈତରଣୀ ନଦୀର ଜଳ ପତ୍ତନ ହ୍ରାସ ହେବା ପରେ ଯାଜପୁର ଜିଲା ଦଶରଥପୁର ବ୍ଲକରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ଏହାସହ ଜଳସମ୍ପଦ ବିଭାଗ ପକ୍ଷରୁ କାଣୀ ନଦୀର ବ୍ରହ୍ମଚାରୀପାଟଣା ଗ୍ରାମଠାରେ ସୃଷ୍ଟି ହୋଇଥିବା ଘାଇର ମରାମତି…
ଭିତରକାଠ ଦର୍ଶନରୁ ଭକ୍ତ ବଞ୍ଚିତ
ପୁରୀ ଅଫିସ,୧୯।୮:ଶ୍ରୀମନ୍ଦିରରେ ଭକ୍ତଙ୍କୁ ଭିତରକାଠ ଦର୍ଶନ ମିଳିପାରୁନାହିଁ। ଦୂରଦୂରାନ୍ତରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ସବୁ ସମୟରେ ଭିତରକାଠ ଦର୍ଶନ ପାଉନାହାନ୍ତି। ଫଳରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ସାଧାରଣତଃ ବାହାରକାଠରୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସ୍ପଷ୍ଟ ଭାବେ ଦେଖିବା ସମ୍ଭବପର ହୋଇ…
ଭାଇ ମୁହଁରେ ମୁଖାଗ୍ନି ଦେଲେ ଭଉଣୀ
କଟକ ଅଫିସ,୧୯ା୮:ପୋଲିସ ଓ ଡାକ୍ତରଙ୍କ ମଣିଷପଣିଆ ପାଇଁ କର୍କଟ ରୋଗରେ ମୃତ୍ୟୁ ଘଟିଥିବା ଭାଇ ମୁହଁରେ ମୁଖାଗ୍ନି ଦେଇଛନ୍ତି ଭଉଣୀ। ଗୁରୁବାର କଟକ ଖାନ୍ନଗର ସ୍ବର୍ଗଧାମଠାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ଝାରସୁଗୁଡା ଜିଲା ବେଲପାହାଡ ଅଞ୍ଚଳର ଫଗୁଲାଲ ମାଝି(୨୫) କର୍କଟ…
ବନ୍ୟାପାଣିରେ ପହଁରି ଅଟ୍ରି ଗଲେ ବିଧାୟକ
ଖୋର୍ଦ୍ଧା ଅଫିସ,୧୯ା୮:ମହାନଦୀର ଜଳସ୍ତର ବଢ଼ିବା ଯୋଗୁ ଏହାର ଶାଖା ନଦୀ ରଣନଦୀରେ ବନ୍ୟାଜଳ ପ୍ରଭାବିତ ହେଉଛି। ଫଳରେ ଖୋର୍ଦ୍ଧା ଜିଲା ଅଟ୍ରି ସ୍ଥିତ ଉଷ୍ଣ ପ୍ରସ୍ରବଣରେ ୫ରୁ ୬ ଫୁଟର ବନ୍ୟାପାଣି ଲହଡି ମାରୁଛି। ଉଷ୍ମ ପ୍ରସ୍ରବଣ ସମ୍ପୂର୍ଣ୍ଣ ଭାବେ ବୁଡି…
ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ
ପୁରୀ ଅଫିସ, ୧୮ା୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲେ। ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ…
ଝିଅକୁ ସାଙ୍ଗରେ ଆଣିବାକୁ ଯାଇ ମା’ ହଟହଟା
ନୀଳଗିରି, ୧୯।୮(ସ୍ବ.ପ୍ର):ସ୍ବାମୀଙ୍କ ପାଖରେ ରହୁଥିବା ବଡ଼ଝିଅକୁ ସାଙ୍ଗରେ ଆଣିବାକୁ ଉଦ୍ୟମ କରି ଜଣେ ମହିଳା, ତାଙ୍କ ବାପା, ଭଉଣୀ ଓ ଭାଇଙ୍କୁ ହଟହଟା ହେବାକୁ ପଡ଼ିଛି। ଝିଅକୁ ସାଙ୍ଗରେ ନେଇ ଯାଉଥିବା ସମ୍ପର୍କରେ ପରିବାର ଏବଂ ସମ୍ପର୍କୀୟ ଲୋକେ ଜାଣିପାରି ସେମାନଙ୍କୁ…
ରୋଗଣା ମା’ଙ୍କୁ ନଦୀକୂଳରେ ଛାଡ଼ିଲେ ପୁଅ
ସୋନପୁର,୧୯।୮(ନି.ପ୍ର.):ସମାଜରୁ କୁସଂସ୍କାର ଏବେ ବି ଦୂର ହୋଇନି। ରୋଗ ଭଲ ନ ହେଲେ ଗ୍ରାମାଞ୍ଚଳରେ ଜାତିଭାଇଙ୍କ ସାମାଜିକ ବାସନ୍ଦର ଭୟ ରହୁଛି। ଏଭଳି ବାସନ୍ଦ ଭୟରେ ଜଣେ ରୋଗଣା ବୃଦ୍ଧାଙ୍କୁ ମହାନଦୀ କୂଳ ଶ୍ମଶାନରେ ଏକୁଟିଆ ରହିବାକୁ ପଡ଼ିଥିଲା। ଘଟଣାଟି ପ୍ରଚାରିତ…
କଟକରେ ଡେଙ୍ଗୁ ମୃତ୍ୟୁ ଅଭିଯୋଗ
କଟକ ଅଫିସ,୧୯/୮: କଟକ ମହାନଗର ନିଗମ ଅନ୍ତର୍ଗତ ଓ୍ବାର୍ଡ ନଂ. ୨୬ ଭଗତପୁର ଅଞ୍ଚଳର ଡେଙ୍ଗୁରେ ଆକ୍ରାନ୍ତ ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ଦୀପକ ମୁଦୁଲି (୩୬)। ପରିବାର ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଗତ…
Archives


