କୋଣାର୍କ ସୂର୍ଯ୍ୟମନ୍ଦିରରେ ହେବ ଜି-୨୦ ବୈଠକ
କୋଣାର୍କ,୨୧।୧୨(ଡି.ଏନ୍.ଏ.): ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଆୟୋଜନ ହେବାକୁ ଯାଉଛି ଜି-୨୦ର ଶିଖର ବୈଠକ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଏକ କେନ୍ଦ୍ରୀୟ ପ୍ରତିନିଧି ଦଳ କୋଣାର୍କ ଆସି ସୂର୍ଯ୍ୟମନ୍ଦିର ଓ ବ୍ୟାଖ୍ୟାନ କେନ୍ଦ୍ର ଅନୁଧ୍ୟାନ କରିଥିଲେ। କେନ୍ଦ୍ର…
ଗାଡ଼ି ଲୋନ୍ ପରିଶୋଧ ପାଇଁ ଅପହରଣ
ନୟାଗଡ଼ ଅଫିସ/ ଓଡ଼ଗଁା, ୨୧ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ଅପହରଣ ଘଟଣାର କିଛି ଗୁମର ଖୋଲିଛି। କୁରାଳ ଗଁାର ସୁନୀଲ କୁମାର ପାଣିଗ୍ରାହୀ(୧୮)ଙ୍କ ସମେତ ୨ ଭାଇ…
ଅଚଳାବସ୍ଥା ଜାରି, ୨୨ ଶୁଣାଣି ପରେ ପରିବର୍ତ୍ତନ ଆଶା
ସମ୍ବଲପୁର,୨୧ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ରେ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଥିଲା। ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ପରେ ସ୍ଥିତି ଅଣାୟତ୍ତ ହୋଇପଡିଥିଲା। ସୁପ୍ରିମକୋର୍ଟ ଏଥିରେ…
ମୃତ୍ୟୁ ସମୟ, ପୋଲିସ ତଥ୍ୟରେ ତାଳମେଳ ନାହିଁ
ବୀରେନ୍ଦ୍ର ଝାଙ୍କର ବଲାଙ୍ଗୀର ଅଫିସ, ୨୧ା୧୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ଉପକାରାଗାରରେ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲିସ ପକ୍ଷରୁ ଦିଆଯାଇଥିବା ତଥ୍ୟରେ ତାଳମେଳ ରହୁନାହିଁ। ମଙ୍ଗଳବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମମିତା…
ବର୍ଷାଙ୍କ ସାକ୍ଷ୍ୟଗ୍ରହଣ, ଓଡ଼ିଆରେ ଉତ୍ତର ଦେଲେ
କଟକ ଅଫିସ, ୨୧ା୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ମଙ୍ଗଳବାର ପରିବାର ଅଦାଲତରେ ହୋଇଛି। ବର୍ଷା ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନର ଉତ୍ତର ଓଡ଼ିଆରେ ଦେଇଛନ୍ତି। ତେବେ…
କଣ୍ଟାବାଞ୍ଚି ସବ୍ଜେଲ୍ ଓ୍ବାର୍ଡର ଅକ୍ଷୟ ମହାନ୍ତି ନିଲମ୍ବିତ
ବଲାଙ୍ଗୀର ଅଫିସ,୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି। ଏହାପରେ ଜେଲ୍ ଡିଆଇଜି ଅନୁସୟା ଜେନା ମଙ୍ଗଳବାର କଣ୍ଟାବାଞ୍ଜି ସବ୍ଜେଲରେ ପହଞ୍ଚି ଛାନଭିନ ଆରମ୍ଭ…
ଆତ୍ମସମର୍ପଣ କଲେ ୯୦୭ ମାଓବାଦୀ, ସମର୍ଥକ
ମାଲକାନଗିରି/ଚିତ୍ରକୋଣ୍ଡା, ୨୦ା୧୨ (ଡି.ଏନ୍.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ପଣସପୁଟ ପଞ୍ଚାୟତ ଘନବେଡା ବିଏସ୍ଏଫ୍ କ୍ୟାମ୍ପରେ ମଙ୍ଗଳବାର ୯୦୭ ଜଣ ମାଓବାଦୀ ଓ ମାଓବାଦୀ ସମର୍ଥକ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୪୬୭ ଜଣ ମାଓବାଦୀ ସମର୍ଥକ ରହିଥିବା ଜଣାପଡିଛି। ଅବଶିଷ୍ଟ…
ଗୋବିନ୍ଦ ସାହୁଙ୍କୁ ମାରି ଦିଆଯାଇଛି: ବିଧାୟକ
ଜୟପୁର, ୨୦ା୧୨ (ନି.ପ୍ର.)- ବହୁଚର୍ଚ୍ଚିତ ବଲଙ୍ଗୀର ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି । କଣ୍ଟାବାଞ୍ଜି ଜେଲରେ ବନ୍ଦୀ ଥିବା ଗୋବିନ୍ଦ ଏକ ଗଛରେ ଗାମୁଛା ବେକରେ ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣା…
ନାବାଳିକା ବଳାତ୍କାରୀକୁ ୨୩ ବର୍ଷ ସଶ୍ରମ କାରାଦଣ୍ଡ
କେନ୍ଦୁଝର,୨୦।୧୨ (ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ ତଥା ସ୍ପେଶାଲ ଜଜ (ପୋକ୍ସୋ) କୋର୍ଟ ବିଚାରପତି ଡକ୍ଟର ଅନୀଲ କୁମାର ଦତ୍ତ ମଙ୍ଗଳବାର ଜଣେ ୧୩ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଏଥିରେ ଅଭିଯୁକ୍ତ ସୋନୁ ମହାକୁଡ(୩୧)ଙ୍କୁ ବିଭିନ୍ନ…
ଇବ ନଦୀରେ ଖସିପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର
ସୁନ୍ଦରଗଡ,୨୦।୧୨(ଡି.ଏନ.ଏ.): ସେଲଫି ନେବା ବେଳେ ଇବ ନଦୀରେ ଖସିପଡିଥିବା ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର କରାଯାଇଛି। ଅଗ୍ନିଶମ ବିଭାଗ,ଓଡ୍ରାଫ ଟିମ୍ ଦୀର୍ଘ ସମୟ ପରେ ନିଖୋଜ ରାଉରକେଲା ସେକ୍ଟର-୧୫ର ସୋମେଶ ମଲ୍ଲିକ(୨୫)ଙ୍କ ମୃତଦେହକୁ ଉଦ୍ଧାର କରିଛନ୍ତି। ସୋମେଶ ଗତ ରବିବାର ରାଉରକେଲାରୁ…
ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ: ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ
ପଟ୍ଟାଙ୍ଗି,୨୦।୧୨(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଅମ୍ପାବାଲି ପଞ୍ଚାୟତ ସ୍ଥିତ ଇଡିକଲ କମ୍ପାନୀର କାର୍ଯ୍ୟରତ ଡେପୁଟି ମ୍ୟାନେଜର ଗୟା ସାନ୍ତରାଙ୍କ ବିରୋଧରେ ଆୟ ବହୁର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗକୁ ନେଇ ଚଢାଉ ଜାରି ରହିଛି। କଟକରୁ ଆସିଥିବା ଦୁଇଟି ଭିଜିଲାନ୍ସ…
ରାୟଗଡ଼ା ଜିଲାରେ ଖୋଲିଲା ଧାନମଣ୍ଡି
ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର.),୨୦ା୧୨: ରାୟଗଡ଼ା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲିଛି। ସ୍ଥାନୀୟ ଆର୍ଏମ୍ସି ବଜାର ପ୍ରାଙ୍ଗଣରେ ପୂଜାର୍ଚ୍ଚନା କରି ମଣ୍ଡିର ଶୁଭାରମ୍ଭ କରାଯାଇଛି। ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ…

