ଆମ ଜିଲା ଖବର

ଖରିଫ ଧାନ ଫସଲ ଖାଇଗଲେ ଚକଡ଼ା ପୋକ

ଡେଲାଙ୍ଗ,୧୧ା୧୧(ଡି.ଏନ୍‌.ଏ.): ଫସଲରେ ଚକଡା ପୋକ ଯୋଗୁ ଏବେ ଚାଷୀ ମୁଣ୍ଡରେ ଚଡ଼କ ପଡିଛି। ପରିବାର ପ୍ରତିପୋଷଣ କରିବା ପାଇଁ ଧାର କରଜ କରି ଧାନ ଫସଲ କରିଥିବା ଚାଷୀ ଏବେ ଚକଡା ପୋକ ଯୋଗୁ ହିନସ୍ତା ଭୋଗୁଛନ୍ତି। ଧାନ ଫସଲକୁ ରୋଗ…

ବିଲରେ ବିଦେଶାଗତ ପକ୍ଷୀ

ନିରାକାରପୁର,୧୧ା୧୧(ଡି.ଏନ୍‌.ଏ.): ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଖାଦ୍ୟ ଅନ୍ବେଷଣରେ ପକ୍ଷୀମାନେ ଖୋର୍ଦ୍ଧା ଜିଲା ଡିଆ ଏବଂ ଏହାର ଆଖପାଖ ପଞ୍ଚାୟତ ଅଞ୍ଚଳର ବିଲ ଗହିରରେ ବୁଲୁଥିବା ଦେଖିବାକୁ ମିଳିଛି। ପକ୍ଷୀଙ୍କୁ ଦେଖିବା ପାଇଁ…

ପୁଣି ଦବିଲା ଲୁଣା ନଦୀବନ୍ଧ, ୭ ଗାଁରେ ଆତଙ୍କ

ଡେରାବିଶ,୧୧ା୧୧(ସ୍ବ.ପ୍ର.): ଲୁଣା-ଚିତ୍ରୋପତ୍ଳା ଦ୍ୱିପାଞ୍ଚଳରେ ଥିବା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଜଳପୋକ ପଞ୍ଚାୟତ ପକ୍ଷୋଟଠାରେ ଗତ ଶୁକ୍ରବାର ରାତିରେ ଲୁଣା ନଦୀବନ୍ଧର ଦକ୍ଷିଣ ପାର୍ଶ୍ୱରେ ୪୦ ଫୁଟ ନଦୀବନ୍ଧ ଦବି ଯାଇଥିଲା। ଗୁରୁବାର ଏହି ନଦୀବନ୍ଧ ଆହୁରି ୨ ଫୁଟ ଦବି ଯିବାରୁ…

ସ୍ଥାନାନ୍ତର ହେଲା ପାଣିକୋଇଲି ଟୋଲ୍‌ ପ୍ଲାଜା

ଯାଜପୁର ଅଫିସ,୧୧ା୧୧: ଏନଏଚ୍‌ଏଆଇ (ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ) ଓ ଜିଲା ପ୍ରଶାସନ ମଧ୍ୟରେ ଆଲୋଚନା ପରେ ଯାଜପୁର ଜିଲା ଦେଇ ଯାଇଥିବା ୧୬ନଂ.ଜାତୀୟ ରାଜପଥର ପାଣିକୋଇଲି ଟୋଲ ପ୍ଲାଜା ସ୍ଥାନାନ୍ତର ହୋଇଛି। ବୁଧବାର ପୂର୍ବାହ୍ନ ୮ଟାରୁ ଭଦ୍ରକ-ଯାଜପୁର ସୀମାନ୍ତ…

ଗ୍ରୀନ୍‌, ୟେଲୋକୁ ଟପି ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୧୧ା୧୧: କେନ୍ଦ୍ରାପଡ଼ା ଜିଲାରେ ଦିନକୁଦିନ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି। ବାୟୁ ଗୁଣବତ୍ତା ସୂଚୀର ୨୨୫କୁ ଛୁଇଁ ଏକ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଏହି ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା ବେଳେ…

ମାଟିଆଗୁଣ୍ଡି ପୋକ ଆତଙ୍କ

ଯାଜପୁର ଅଫିସ,୧୧ା୧୧: ଲଗାତର ବନ୍ୟା ଓ ମରୁଡ଼ି ଜିଲାର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ଏହାସହ ଚଳିତବର୍ଷ ଧାନ ଅମଳ ଆରମ୍ଭ ହେବା ବେଳକୁ ଯାଜପୁର ଜିଲାର କୋରେଇ ବ୍ଲକ ୩ ପଞ୍ଚାୟତର ପ୍ରାୟ ୫ ଖଣ୍ଡ ଗାଁରେ ମାଟିଆଗୁଣ୍ଡି ପୋକ…

ଝାରତରଭାକୁ ପରୀକ୍ଷାମୂଳକ ଭାବେ ରେଳ ଚାଲିଲା

ସୋନପୁର/ତରଭା,୧୧।୧୧(ନି.ପ୍ର./ଡି.ଏନ.ଏ.): ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଅନ୍ତର୍ଗତ ବିଛୁପାଲିରୁ ଝାରତରଭା ଷ୍ଟେଶନ ମଧ୍ୟରେ ୧୦ କିଲୋମିଟର ନୂଆ ରେଳ ଲାଇନର ଗୁରୁବାର ସିଆର୍‌ଏସ୍‌ ଯାଞ୍ଚ ହୋଇଛି। ଦକ୍ଷିଣ ପୂର୍ବ ସର୍କଲର ରେଳ ନିରାପତ୍ତା ଆୟୁକ୍ତ(ସିଆର୍‌ଏସ୍‌) ଏ.ଏମ୍‌.ଚୌଧୁରୀ ଅପରାହ୍ନରେ ସମ୍ବଲପୁର ରେଳ ମଣ୍ଡଳ ଅନ୍ତର୍ଗତ ବିଛୁପାଲି-ଝାରତରଭା…

ବନ କର୍ମଚାରୀଙ୍କ ମାଡ଼ରେ ଡ୍ରାଇଭର ଲହୁଲୁହାଣ

ନୂଆଗାଁ,୧୧।୧୧(ଡି.ଏନ.ଏ.):ନୟାଗଡ଼ ବନଖଣ୍ଡ ମହିପୁର ବନ କର୍ମଚାରୀଙ୍କ ମାଡ଼ରେ ଜଣେ ଡ୍ରାଇଭର ଲହୁଲୁହାଣ ହୋଇଛନ୍ତି। ମଙ୍ଗଳବାର ରାତିରେ ଏହି ଘଟଣା ଘଟିଛି। ନୟାଗଡ଼ ଜିଲା ନୂଆଗାଁ ବ୍ଲକ୍‌ ସିଙ୍ଗାରପଲି ପଞ୍ଚାୟତ ଶୁଣ୍ଢିଝୋଲା ନୂଆସାହିର ଅମୂଲ୍ୟ ବେହେରା ଓ ତାଙ୍କ ସ୍ତ୍ରୀ ମିତା ବେହେରାଙ୍କ…

ସମୁଦ୍ର କୂଳରୁ ପୁଣି ମୃତ ଡଲ୍‌ଫିନ ଠାବ

ପାରାଦୀପ,୧୧।୧୧(ସ୍ବ.ପ୍ର.):ପାରାଦୀପ ସମୁଦ୍ର କୂଳରୁ ଗୁରୁବାର ପୁଣି ଏକ ମୃତ ଡଲ୍‌ଫିନ ମାଛ ମିଳିଛି। କୁଜଙ୍ଗ ବନାଞ୍ଚଳ ବିଭାଗ ପକ୍ଷରୁ ତାକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ବୋଲି ରେଞ୍ଜ ଅଫିସର ରଞ୍ଜନ ମିଶ୍ର କହିଛନ୍ତି। ଏହାର ଲମ୍ବ ୩ ଫୁଟ ୫ ଇଞ୍ଚ…

ଦମ୍ପତିଙ୍କୁ ଅଖାଦ୍ୟ ଖୁଆଇବା ଉଦ୍ୟମ

ପୁରୁଷୋତ୍ତମପୁର,୧୧ା୧୧ (ଡି.ଏନ.ଏ.):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ ଜିନୂଆପଲ୍ଲୀ ଗ୍ରାମରେ ବୁଧବାର ରାତିରେ ଗୁଣି ଗାରେଡି ସନ୍ଦେହର ଜଣଙ୍କ ଘରେ ପଶି କେତେଜଣ ଲୋକ ସ୍ବାମୀ ସ୍ତ୍ରୀଙ୍କୁ ଆକ୍ରମଣ କରିିବା ସହ ତାଙ୍କ ଦାନ୍ତଭାଙ୍ଗି ଅଖାଦ୍ୟ ଖୁଆଇବାକୁ ଉଦ୍ୟମ କରିଥିଲେ।…

ଆଜି ତାଳଚେର, ପାଲଲହଡ଼ାରେ ବନ୍ଦ ପାଳନ

ତାଳଚେର, ୧୧ା୧୧ (ନି.ପ୍ର.):ପୂର୍ବ ନିଷ୍ପତ୍ତି ମୁତାବକ ଅନୁଗୋଳ ଜିଲା ତାଳଚେର ଓକିଲ ସଂଘ ପକ୍ଷରୁ ୧୧ ତାରିଖରେ ୧୨ ଘଣ୍ଟିଆ ତାଳଚେର ଓ ପାଲଲହଡ଼ା ବନ୍ଦ ଆନ୍ଦୋଳନ କରାଯିବ। ଗୁରୁବାର ଓକିଲ ସଂଘ ସଭାପତି ସନ୍ତୋଷ କୁମାର ସାହୁ ଏହି ସୂଚନା…

କଂସ ହେବେ ହୃଷୀକେଶ

ବରଗଡ଼ ଅଫିସ୍‌,୧୧।୧୧:ବରଗଡ଼ ଧନୁଯାତ୍ରା ମହୋତ୍ସବ କଳାକାର ଚୟନ ପ୍ରକ୍ରିୟାର ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ରାତି ପ୍ରାୟ ୧୧ଟାରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ଫଳାଫଳ ଘୋଷଣା କରିଛନ୍ତି। ହୃଷୀକେଶ ଭୋଇ କଂସ ଚରିତ୍ର ପାଇଁ ମନୋନିତ ହୋଇଛନ୍ତି। ସେ ଏହାପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?