ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ
ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ ବରଗଡ଼ ବ୍ଲକ ଧାଙ୍ଗେର ଗ୍ରାମରେ ରହିଥିବା ପାନୀୟଜଳ ଯୋଗାଣ ପ୍ରକଳ୍ପ ଦୀର୍ଘ ମାସ…
ହଠାତ୍ ଚଳନ୍ତା କାର୍ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…
ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ ଜଳିଉଠିଥିଲା। ସୌଭାଗ୍ୟବଶତଃ, ନିଆଁ ବ୍ୟାପିବା ପୂର୍ବରୁ ଗାଡ଼ିରେ ଥିବା ଯାତ୍ରୀମାନେ…
୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…
ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍ସା ଓ ମାରପିଟ ଏବଂ ପରେ ଥାନାରେ ମାରପିଟ ଭଳି ଘଟଣା ଘଟିଛି। ଶୁକ୍ରବାର…
ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ
ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ କଡ଼ରେ ସ୍ଲରି ପାଇପ ବିଛାଇବା କାମ ଚାଲିଛି । ତେବେ ଘଷିପୁରା ଥାନା…
ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…
ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ ଭାଜପା କର୍ମୀ ବିଧାୟକଙ୍କୁ ବିରୋଧ କରି ସ୍ଲୋଗାନ୍ ଦେବା ସହ ତାଙ୍କ ଗାଡ଼ିକୁ…
ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….
ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି ଜଣକ ହେଲେ ପାର୍ଥ ମୁଗ୍ରୀ (୪୦)। ପରିବାର ଲୋକେ ଥାନାରେ ଅଭିେଯାଗ କରିବା…
ପେଣ୍ଟ ପକେଟ୍ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..
ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ। ଦୁର୍ଭାଗ୍ୟବଶତଃ ଶୁକ୍ରବାର ସକାଳ ପ୍ରାୟ ୮ଟା ସମୟରେ ସେ କାର୍ଯ୍ୟକ୍ଷେତ୍ର ଥାନା ଛକରେ…
ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ
ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍ ବର୍ଷାପବନ ଯୋଗୁ ଟୁରି ଭେଜିଗୁଡା ଗ୍ରାମର ପଟାଦେଈ ମାଝୀ, ଲାଲୁ ମାଝୀ, ଜଗଦୀଶ ମାଝୀ,…
ଥୁଆମୂଳ ରାମପୁରରେ ଜନ ଭାଗୀଦାରି ଅଭିଯାନ
ଥୁଆମୂଳ ରାମପୁର, ୨୧ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଭାରତ ସରକାରଙ୍କ ଜନଜାତି ମନ୍ତ୍ରଣାଳୟ ପକ୍ଷରୁ ‘ଜନ ଭାଗୀଦାରି: ସବ୍ସେ ଦୂର, ସବ୍ସେ ପହେଲେ’ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଭିଯାନର ମୂଳ ଉଦ୍ଦେଶ୍ୟ…
ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର
ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ ପରୀକ୍ଷାଫଳରେ ମଧ୍ୟ ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ କ୍ରୀଷ୍ଣା ବିକାଶ ଗ୍ରୁପ୍ ଅଧିନ…
ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ
ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ ବେଧଡକ ବାଲି ଚୋରା ଚାଲାଣ କରାଯାଉଥିବା ଜଣାପଡିବା ପରେ ବ୍ରହ୍ମପୁର ଖଣି ବିଭାଗ…
ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର
ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯ ଭରି ସୁନା ଓ ୧୪ ଭରି ଓଜନର ରୂପା ଅଳଙ୍କାର ଚୋରି ହୋଇଥିବା…

