ଆମ ଜିଲା ଖବର

ସ୍ତ୍ରୀଙ୍କ ତଣ୍ଟି ଚିପି ବିଲରେ ଫିଙ୍ଗିଦେଲେ

ଦିଗପହଣ୍ଡି,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଜିଉରା ଗ୍ରାମରେ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା ପରେ ସ୍ବାମୀ ବିଲରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ମୃତା ମହିଳା ହେଲେ ଜୟନ୍ତୀ ସାହୁ। ପୋଲିସ ରବିବାର ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ହଦଗଡ଼ ଅଭୟାରଣ୍ୟ ନିକଟରୁ ବେଆଇନ ଖନନ ପ୍ରସଙ୍ଗ: ଏନ୍‌ଜିଟିରେ ଦାଖଲ ହେଲା ତଦନ୍ତ ରିପୋର୍ଟ

କେନ୍ଦୁଝର,୧୮ା୧୨ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅନ୍ତର୍ଗତ କଣ୍ଟିଆପାଳ ମୌଜାରେ ବେଆଇନ ପଥର କ୍ୱାରୀକୁ ନେଇ ଏନ୍‌ଜିଟିରେ ତଦନ୍ତ ରିପୋର୍ଟ ଦାଖଲ ହୋଇଛି। ଇକୋ ସେନସିଟିଭ ଜୋନର ଚୂଡ଼ାନ୍ତ ବିଜ୍ଞପ୍ତି ନ ଆସିଲା ପର୍ଯ୍ୟନ୍ତ ଉକ୍ତ ଏରିଆରେ ଖଣି ଖନନ…

ପରୀକ୍ଷା ଚାଲିଥିବା ବେଳେ ଅସୁସ୍ଥ ହୋଇ ଛାତ୍ରୀଙ୍କ ମୃତ୍ୟୁ

କୋଲନରା,୧୭ା୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ବଡ଼ଖିଲାପଦର ଆଶ୍ରମ ବିଦ୍ୟାଳୟରେ ପରୀକ୍ଷା ଚାଲିଥିବାବେଳେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ପରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ପିଙ୍କି ହିକ୍‌କା(୧୩)। ସୂଚନା ଅନୁଯାୟୀ, ପିଙ୍କିଙ୍କ…

ନାବାଳିକା ବଳାତ୍କାର: ଅଭିଯୁକ୍ତଙ୍କ ସହ ଧରାପଡ଼ିଲେ ୨ ସହଯୋଗୀ

ପାଟଣାଗଡ଼,୧୮ା୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଝୁଲେନବର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତ ପାଟଣାଗଡ ବଡପଡାର ରାଜା ମାଝି ଏବଂ ସହଯୋଗ କରିଥିବା ବିକାଶ…

ଲମ୍ପି ସଂକ୍ରମଣ ରୋକିବାକୁ ଟିକାକରଣ

ଆରଡ଼ି,୧୮।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଆରଡ଼ି, ସୁନ୍ଦରପୁର, ନାନ୍ଦପୁର ଏବଂ ଓଳଗ ୪ ପଞ୍ଚାୟତରେ ଗୋରୁଙ୍କୁ ଲମ୍ପି ସଂକ୍ରମଣ ବଢ଼ି ଚାଲିଛି। ଏ ସଂକ୍ରାନ୍ତରେ ଗତ ୧୦ ତାରିଖରେ ‘ବଢ଼ି ଚାଲିଛି ଲମ୍ପି ସଂକ୍ରମଣ’ ଶୀର୍ଷକ ଖବର ଧରିତ୍ରୀରେ…

ଲଭର୍ସ ପଏଣ୍ଟରେ ବୁଡ଼ି ଯାଇଥିଲେ ୨ ପର୍ଯ୍ୟଟକ, ଉଦ୍ଧାର କଲେ ଗ୍ରାମବାସୀ

ଦାରିଙ୍ଗବାଡି, ୧୮।୧୨(ଡି.ଏନ.ଏ): ଓଡ଼ିଶାର କଶ୍ମୀରୀ ଦାରିଙ୍ଗବାଡିରେ ଲଭର୍ସ ପଏଣ୍ଟ ଡଡୁବାଡ଼ା ନଦୀରେ ପୁରୀରୁ ଆସିଥିବା ଦୁଇ ପର୍ଯ୍ୟଟକ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକ ନଦୀରୁ ୨ଜଣଙ୍କୁ ଉଦ୍ଧାର କରିଥିଲେ। ସୂଚନା ମୁତାବକ, ରବିବାର ଥିବାରୁ ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ରହିଥିବା…

ଧାନବିଲ ପୋଡ଼ି ବାୟୁକୁ କରୁଛି ପ୍ରଦୂଷଣ

କେନ୍ଦୁଝର,୧୮ା୧୨(ସ୍ବ.ପ୍ର.): ଚାଷ କାମ ସରିଲା। ଧାନ ଫସଲ ଅମଳ ସରିଲା। ଏବେ ବିଲ ଖାଁ ଖାଁ ହୋଇପଡ଼ିଛି। କିନ୍ତୁ ବିଲରେ ଜମା ହୋଇଥିବା ଧାନ ଗଛର ମୂଳ, ଧାନ ଅମଳ ପରେ ରହିଯାଉଥିବା କୁଟାକୁ ସଠିକ୍‌ ଭାବରେ ପରିଚାଳନା କରାଯାଇ ପାରୁ…

ଆଲୋକିତ ହେଲା ପଦ୍ମଶ୍ରୀଙ୍କ ଘର

କେନ୍ଦୁଝର,୧୮ା୧୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ତଳବୈତରଣୀ ଗ୍ରାମରେ ରହୁଥିବା ପଦ୍ମଶ୍ରୀ ଦୈତାରୀ ନାଏକଙ୍କ ଘର ଆଲୋକିତ ହେଲା। ଦୀର୍ଘ ଏକ ମାସ ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ଅନ୍ଧାରରେ ରାତି କାଟୁଥିଲେ ଦୈତାରୀଙ୍କ ପରିବାର। ଏହାକୁ ନେଇ ଧରିତ୍ରୀରେ ଶନିବାର ‘ଅନ୍ଧାରରେ ପଦ୍ମଶ୍ରୀଙ୍କ…

ମିଳିଛି ଗ୍ରୀନ୍‌ ସିଗ୍‌ନାଲ: ପୂରଣ ହେବ ଦୀର୍ଘଦିନର ସ୍ବପ୍ନ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବାସୀଙ୍କ ଦୀର୍ଘଦିନର ସ୍ବପ୍ନ ପୁରଣ ହେବାକୁ ଯାଉଛି। ସହରର ମୁଖ୍ୟରାସ୍ତାରେ ଷ୍ଟ୍ରିଟଲାଇଟ ଲଗାଇବା, ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ, ପୁରୁଷୋତ୍ତମପୁର-ବ୍ରହ୍ମପୁର ରାସ୍ତାର କାଳୀ ମନ୍ଦିର ଛକଠାରୁ ପାଣ୍ଡିଆ ଛକ ମଧ୍ୟରେ ଥିବା ବିଭିନ୍ନ ସାହି ବସ୍ତି ରାସ୍ତା ସଂକୀର୍ଣ୍ଣ…

କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀଙ୍କୁ ହାଇକୋର୍ଟଙ୍କ ଛାଟ: ବୈଠକ କରାଇ ନ ଦେବାରୁ ମାମଲା ରୁଜୁ

ବେଗୁନିଆପଡ଼ା,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି କାଉନସିଲ ସାଧାରଣ ବୈଠକ କରାଇ ନ ଦେବା ନେଇ ଷଡ଼ଯନ୍ତ୍ର କରିଥିଲେ ନିର୍ବାହୀ ଅଧିକାରିଣୀ। ମ୍ୟୁନିସିପାଲିଟି ଆଇନ ଓ ନିୟମର ଧଜିଆ ଉଡ଼ାଇ ଅଯଥା ହସ୍ତକ୍ଷେପ କରିଥିଲେ ଏବଂ ବୈଠକକୁ ବିଧାୟକ, ଏମ୍‌ପିଙ୍କୁ ଉପସ୍ଥିତ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଇନଫର୍ମର ସନ୍ଦେହରେ ଠିକାଦାରଙ୍କୁ ମାରିଲେ ମାଓବାଦୀ

ଫୁଲବାଣୀ ଅଫିସ/କୋଟଗଡ, ୧୮ା୧୨: ବିଗତ ଦିନରେ ପୋଲିସ ମାଓବାଦୀଙ୍କୁ ମାରିବା ଏବଂ ଦୁଇ ଜଣ ଆତ୍ମସମର୍ପିତ ମାଓବାଦୀଙ୍କୁ ବିବାହ ବନ୍ଧନରେ ବାନ୍ଧିବା ଘଟଣାକୁ ସହଜରେ ନେଇ ପାରି ନାହାନ୍ତି ମାଓବାଦୀ । ରବିବାର ସ୍ପଷ୍ଟ ଦିବା ଲୋକରେ ଜଣେ ଠିକାଦାର/ବଢ଼େଇଙ୍କୁ ସର୍ବ…

ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଛତ୍ରପୁର,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ରିକ୍କାପଲ୍ଲୀ ଆବାସିକ ବିଦ୍ୟାଳୟରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ୍ୟୁ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା ଅଧୀନ ତରେଇପାଟପୁର ଗ୍ରାମ କୈଳାଶ ଚନ୍ଦ୍ର ବେହେରା ଝିଅ ରୋଜା ବେହେରା(୧୫) ରୋଜା ଦଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?