ଆମ ଜିଲା ଖବର

ପିଏମ୍‌ଏଓ୍ବାଇ-ଜି ହିତାଧିକାରୀ ଚୟନରେ ଦୁର୍ନୀତି

ସୋନପୁର,୯।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଚରଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇ-ଜି)ରେ ଦୁର୍ନୀତି ହୋଇଛି। ଫୁଲମୁଠି ଗ୍ରାମରେ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଦୁର୍ନୀତି ହୋଇଥିବା ତଦନ୍ତ ରିପୋର୍ଟରୁ ଜଣାପଡିଛି। ଏହି ଦୁର୍ନୀତିରେ ସରକାରୀ କର୍ମଚାରୀ ସାମିଲ ଅଛନ୍ତି।…

ପାଣିଟାଙ୍କିରେ ମାଛଚାଷ

ବୈପାରିଗୁଡା,୯।୧୧ (ଡି.ଏନ୍‌.ଏ): ଚାଷୀଙ୍କ ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା ରହିଛି ା ମାତ୍ର ସେସବୁ ଦୁର୍ଗମ ଆଦିବାସୀ ଅଞ୍ଚଳରେ ପହଞ୍ଚତ୍ପାରୁନି। ମାଛଚାଷ ହେଉଛି ଏହାର ଏକ ଉଦାହରଣ। ସେମାନଙ୍କ ପାଖରେ ପୋଖରୀ ନାହିଁ କି ସମ୍ବଳ ନାହିଁ ା ମାତ୍ର…

ଅଚଳ ଟ୍ରାଫିକ୍‌ ସିଗ୍‌ନାଲ, ସିସିଟିଭି

ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ସହର ଏକ ବ୍ୟବସାୟିକ ପେଣ୍ଠସ୍ଥଳୀ ରୂପେ ପରିଚିତ। ଦିନକୁ ଦିନ ଜନସଂଖ୍ୟା ବଢ଼ୁଛି। ହେଲେ ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆସୁନାହିଁ। ସହରରେ ଟ୍ରାଫିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ନାଁକୁ ମାତ୍ର ଲାଗିଛି ଟ୍ରାଫିକ୍‌…

ହେତୁବାଦୀ-ହିନ୍ଦୁବାଦୀଙ୍କ ସଂଘର୍ଷ ନେଇ ରାଜନୀତି

ବ୍ରହ୍ମପୁର ଅଫିସ,୯।୧୧: ଚନ୍ଦ୍ରଗ୍ରହଣ ସମୟରେ ବ୍ରହ୍ମପୁର ବିଚ୍‌ ରାସ୍ତାରେ ହେତୁବାଦୀଙ୍କ ସାମୂହିକ ଆମିଷ ଭୋଜନ ଓ ଏହାକୁ ହିନ୍ଦୁବାଦୀ ଗୋଷ୍ଠୀ ତଥା ସନାତନ ଧର୍ମୀଙ୍କ ବିରୋଧରୁ ଘଟିଥିବା ହିଂସାକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ନେତା କାହ୍ନୁ ଚରଣ ପତି…

ଅଲୋଡ଼ା ହୋଇଛି ୨ ଭେଣ୍ଡିଂ ଜୋନ୍‌

ବ୍ରହ୍ମପୁର ଅଫିସ,୯।୧୧:ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ପକ୍ଷରୁ ବହୁ ଉନ୍ନୟନମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଯାହାଦ୍ୱାରା ସହରବାସୀ ଅନେକ କ୍ଷେତ୍ରରେ ଉପକୃତ ହୋଇପାରୁଛନ୍ତି। କିନ୍ତୁ ବିଏମ୍‌ସି ଦ୍ୱାରା ନିର୍ମାଣ କରାଯାଇଥିବା ଅନେକ ପ୍ରକଳ୍ପ ବର୍ତ୍ତମାନ ଅଲୋଡ଼ା ହୋଇ ରହିଛି। ବର୍ତ୍ତମାନ କୋର୍ଟପେଟା ମର୍ଦ୍ଦରାଜ…

ସହର ମୁଖ୍ୟ ରାସ୍ତାରେ ଅବାଧ ପାର୍କିଂ ଲାଗି ସମସ୍ୟା

ପାରଳାଖେମୁଣ୍ଡି,୯।୧୧(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ରାମସାଗର ରାସ୍ତାରେ ଅବାଧ ପାର୍କିଂ ଯୋଗୁ ସମସ୍ୟା ସୃଷ୍ଟି ହୋଇଛି। ଦିନରେ ସହର ମଧ୍ୟକୁ ଭାରିଜାନବାହାନ ପ୍ରବେଶ ପାଇଁ ସମୟ ନିର୍ଦ୍ଧଷ୍ଟ ରହିଛି । ସକାଳ ୮ରୁ ମଧ୍ୟାହ୍ନ ୧ଟା ଏବଂ ଅପରାହ୍ନ ୩ରୁ…

ଅତିଥିଙ୍କୁ ମିଳେନି ଆତିଥ୍ୟ

ବଅଁରପାଳ, ୯।୧୧: ଘରକୁ ଅତିଥି ଆସିଲେ ଅତ୍ୟନ୍ତ ଆନନ୍ଦର ସହ ଆତିଥ୍ୟ ପ୍ରଦାନ କରାଯାଏ। ଏହା ଆମ ପରମ୍ପରା ଓ ଚଳଣି। ହେଲେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର ତୁଳସୀପାଳ ଓ ଗଡ଼ସନ୍ତ୍ରୀ ଗ୍ରାମରେ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ବେଳେ…

‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’

ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ରାଜ୍ୟ ମହିଳା ସଭାନେତ୍ରୀ ବନ୍ଦିତା…

କିଡିଗାଁରେ ବଣୁଆ ହାତୀ ଆତଙ୍କ, ଧାନ ଫସଲ ନଷ୍ଟ

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମରେ ବଣୁଆ ହାତୀର ଉପଦ୍ରବ। ଗାଁ ନିକଟରେ ଥିବା ପାହାଡ଼ରେ ଦୁଇଟି ହାତୀ ରହିଛନ୍ତି। ଦୁଇଟି ବଣୁଆ ହାତୀ କିଡିଗାଁ ଗ୍ରାମର ନିକଟସ୍ଥ ପାହାଡକୁ ଆସି ରାତିରେ ଖାଦ୍ୟ ସଂଗ୍ରହ ପାଇଁ…

‘ଉତ୍ସାହ ବଢ଼ାଇଛି ଜାତୀୟସ୍ତରର ଟୁର୍ନାମେଣ୍ଟ’

ତାଳଚେର/ଅନୁଗୋଳ ଅଫିସ, ୯।୧୧: ଢେଙ୍କାନାଳ ଷ୍ଟାଡିୟମରେ ଗତ ୩ ତାରିଖରେ ଉଦ୍‌ଘାଟିତ ହୋଇଥିବା ବାଜି ରାଉତ କପ୍‌ ଜାତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବ୍ଲାକ ଡାଇମଣ୍ଡ ଷ୍ଟାଡିୟମରେ ଖେଳାଯାଇଥିବା ବେଳେ ହଜାର…

ଡ୍ରାଇଭର ସଂଘର ଦାବିପତ୍ର

ପୋଲସରା/ଗଞ୍ଜାମ/ସୋରଡ଼ା/ରମ୍ଭା,୯।୧୧(ଡି.ଏନ.ଏ.):ପୋଲସରା ଡ୍ରାଇଭର ସଂଘ ପକ୍ଷରୁ ସରକାରଙ୍କ ଉଦ୍ଦେଶ୍ୟରେ ୯ ଦଫା ଦାବି ସମ୍ବଳିତ ପତ୍ର ପ୍ରଦାନ କରାଯାଇଛି। ରାଜ୍ୟର ୩୦ ଜିଲାରେ କାର୍ଯ୍ୟରତ ଥିବା ସମସ୍ତ ଡ୍ରାଇଭର ଗତ ଏକବର୍ଷ ଧରି ବିଭିନ୍ନ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଦ୍ୱାରସ୍ଥ ହେଉଥିଲେ…

ମନ୍ଥର ଗତିରେ ପାନୀୟ ଜଳ ପ୍ରକଳ୍ପ କାମ

ଭଞ୍ଜନଗର,୯।୧୧(ଡି.ଏନ.ଏ): ଭଞ୍ଜନଗର ବିଜୁ ପଟ୍ଟନାୟକ ପାର୍କ ରାସ୍ତାରେ ୨ କୋଟି ୩୮ଲକ୍ଷ ଟଙ୍କା ବ୍ୟୟରେ ୪୦ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏକ ଜଳ ବିଶୋଧନାଗାର ନିର୍ମାଣ ଚାଲିଛି । ଏହି କାମ ଗତ ଜୁଲାଇ ସୁଦ୍ଧା ସାରିବା ଲକ୍ଷ୍ୟ ଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?