ଆମ ଜିଲା ଖବର

‘କ୍ଷତିଗ୍ରସ୍ତ ଧାନଚାଷ ଦେଖିଲେ, ଚାଷୀଙ୍କୁ ସଚେତନ କଲେ’

ଜଳେଶ୍ୱର, ୯।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱରର ବିଭିନ୍ନ ଅଞ୍ଚଳରେ ଚକଡାପୋକ ବ୍ୟାପିବାରେ ଲାଗିଛି ା ଏ ସମ୍ପର୍କରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ମଙ୍ଗଳବାର ଜିଲା କେଭିକେ (କୃଷି ବିଜ୍ଞାନ କେନ୍ଦ୍ର)ର ବୈଜ୍ଞାନିକ ଜଳେଶ୍ୱର ଅଞ୍ଚଳର ବିଭିନ୍ନ ପଞ୍ଚାୟତ ବୁଲି ପରିସ୍ଥିତି…

୧୫ କି.ମି. ଦୂରରେ ନୂତନ ଆର୍‌ଆଇ ଅଫିସ

ଖଇରା, ୯।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନରେ କିଛିମାସ ତଳେ ୩ଟି ନୂତନ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପ୍ରତିଷ୍ଠା କରାଯାଇଛି। ହେଲେ କିଛି ଗ୍ରାମବାସୀ ଯାତାୟାତ ସୁବିଧାକୁ ଅଣଦେଖା କରି ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଥିବାରୁ ସାରଡାଙ୍ଗ ଓ ବଡନୂଆଗାଁ…

ଜୀବନ ବଞ୍ଚାଇଛି ଝରଣା ପାଣି

ବାରିପଦା ଅଫିସ,୯।୧୧: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଭାଲକି ପଞ୍ଚାୟତର ଆମ୍ବଡାଳୀ ମହାଲୀ ସାହି ଓ ନୂଆସାହି ଗ୍ରାମବାସୀ ଜଳ କଷ୍ଟ ଭୋଗୁଛନ୍ତି ା ଦୀର୍ଘ ଦୁଇ କି.ମି. ଦୂର ବିଲ ଝରଣାରୁ ମହିଳାମାନେ ପାଣି ସଂଗ୍ରହ କରୁଛନ୍ତି। ପ୍ରତି ଘରକୁ…

ଝିଅ ନ ମିଳିଲେ ଆତ୍ମହତ୍ୟା କରିବାକୁ ମା’ବାପାଙ୍କ ଚେତାବନୀ

ଆଳି,୯ା୧୧ (ଡି.ଏନ. ଏ. ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଜଣେ ଯୁବକ ମାସେ ହେବ ଅପହରଣ କରି ନେଇଛନ୍ତି। ଏହି ଘଟଣାକୁ କେନ୍ଦ୍ରକରି ନାବାଳିକାଙ୍କ ପରିବାର ପକ୍ଷରୁ ଯୁବକଙ୍କ ଘର ଉପରେ ଅତର୍କିତ ଆକ୍ରମଣ କରିବା…

ଖାଦ୍ୟ ଅନୁଧ୍ୟାନ କଲେ ସ୍ବାସ୍ଥ୍ୟ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ, ୯ା୧୧: ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର ଘାଟଠାରେ ମଙ୍ଗଳବାର ବୋଇତ ବନ୍ଦାଣ ଉତ୍ସବ ପାଳିତ ହୋଇଯାଇଛି। ଏନେଇ ସେଠାରେ ଗୁପଚୁପ ସାଙ୍ଗକୁ ଉଠା ଜଳଖିଆ ଦୋକାନ ଦେଖିବାକୁ ମିଳିଥିଲା। ସେସବୁ ଖାଦ୍ୟ କିପରି ରହିଛି ତାହା ଅନୁଧ୍ୟାନ ପାଇଁ…

ଜମିଜମା ସମସ୍ୟା ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ବାଧକ

ଜଗତ୍‌ସିଂହପୁର ଅଫିସ, ୯ା୧୧: ଜଗତ୍‌ସିଂହପୁର ଜିଲାରେ ପିଲାମାନଙ୍କ ପାଇଁ ଉତ୍ତମ ଭିତ୍ତିଭୂମି ଅର୍ଥାତ୍‌ ସବୁଠି ଅଙ୍ଗନୱାଡି କେନ୍ଦ୍ର ବିଲ୍ଡିଂ ନିର୍ମାଣ କରିବାରେ ସରକାର ବିଫଳ ହେଉଛନ୍ତି। ଜିଲାରେ ୨୮୯ କେନ୍ଦ୍ରରେ ବିଲ୍ଡିଂ ନିର୍ମାଣାଧୀଥିବା ବେଳେ ୪୮୦ଟି ପାଇଁ ସ୍ଥାନ ଚିହ୍ନଟ ହୋଇପାରୁନାହିଁ।…

କ୍ଷେତକୁ ମିଳୁନି ପାଣି, ବାହାରିପାରୁନି ଧାନ ଥୋଡ଼

ମହାକାଳପଡ଼ା, ୯ା୧୧(ଡି.ଏନ.ଏ.): ଚାଷର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଚାଷୀମାନଙ୍କ ପାଖରେ ଏହିସବୁ ଯୋଜନା କିଭଳି କାର୍ଯ୍ୟକାରୀ ହେଉଛି ତାହାକୁ ନେଇ ଉଠିଛି ବଡ଼ ପ୍ରଶ୍ନ। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…

ଆର୍‌ପିଏଫ୍‌ କନ୍‌ଷ୍ଟେବଳଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌ ଯାତ୍ରୀଙ୍କ ଜୀବନ ବଞ୍ଚିଲା

ଯାଜପୁର ଅଫିସ,୯ା୧୧: ଯାଜପୁର-କେନ୍ଦୁଝର ରୋଡ ରେଳ ଷ୍ଟେଶନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟ୍‌ ସମୟରେ ଜଣେ ଯାତ୍ରୀ ଧଉଳି ଏକ୍ସପ୍ରେସକୁ ଚଢୁଥିବା ସମୟରେ ହଠାତ୍‌ ଖସି ପଡ଼ିଥିଲେ ା ମାତ୍ର କିଛି ମିନିଟ୍‌ ବିଳମ୍ବ ହୋଇଥିଲେ ସମ୍ପୃକ୍ତ ଯାତ୍ରୀ…

ଘରକୁ ଫେରିଲେ ହବିଷିଆଳି

ପୁରୀ ଅଫିସ, ୯।୧୧: ଗୋଟିଏ ମାସ କାର୍ତ୍ତିକ ବ୍ରତର ହବିଷ ସାରିବା ପରେ ସୋମବାର ନିଜ ନିଜ ଘରକୁ ଫେରିଛନ୍ତି ହବିଷିଆଳିମାନେ। ପୂର୍ବାହ୍ନରେ ଜିଲାପାଳ ସମର୍ଥ ବର୍ମା ଓ ଏସ୍‌ପି ଡ. କନୱର ବିଶାଲ ସିଂ ବୃନ୍ଦାବତୀ ନିବାସରେ ପହଞ୍ଚତ୍ ଏକ…

ରାମଚଣ୍ଡୀ ପୀଠରେ ପର୍ଯ୍ୟଟକଙ୍କୁ ଶୋଷଣ

କୋଣାର୍କ,୯।୧୧(ଡି.ଏନ୍‌.ଏ.): ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ପୀଠରେ ବେଆଇନ ପାର୍କିଂ ଫି ଆଦାୟ ନେଇ ସେବାୟତ ସଂଘ ଅଭିଯୋଗ କରିଛି। ପୂର୍ବରୁ ଏପରି କରୁଥିବାବେଳେ ପର୍ଯ୍ୟଟନ ଅଧିକାରୀଙ୍କ ବାରଣର କିଛି ଦିନ ପରେ ପୁନର୍ବାର ଫି ଆଦାୟ ହୋଉଥିବା ଅଭିଯୋଗ ହୋଇଛି। ସୂଚନା…

ରେଞ୍ଜରଙ୍କ ଗାଡ଼ି ଧକ୍କାରେ ଓ୍ବାଚରଙ୍କ ମୃତ୍ୟୁ

ଅନୁଗୋଳ ଅଫିସ, ୯ା୧୧: ଅନୁଗୋଳ ଜିଲା ସାତକୋଶିଆ ବନଖଣ୍ଡର ପମ୍ପାସର ରେଞ୍ଜରେ ପାଟ୍ରୋଲିଂ କରୁଥିବାବେଳେ ଦୁର୍ଘଟଣାରେ ଜଣେ ଓ୍ବାଚରଙ୍କ ମୃତ୍ୟୁ ହୋଇଛି। ମୃତ ଓ୍ବାଚର ହେଉଛନ୍ତି ପୁରୁଣାକୋଟ ଗୋପାଳପୁର ଗାଁର ସମ୍ବିତ ଦାସ (୨୪)। ସୋମବାର ବିଳମ୍ବିତ ରାତିରେ ଟିକରପଡ଼ା ରେଞ୍ଜର…

ଭିତିରି ବୁଝାମଣା ଉଦ୍ୟମ

ଯାଜପୁର ଅଫିସ,୯ା୧୧: ଯାଜପୁର ଜିଲା ଧର୍ମଶାଳା ତହସିଲ ପ୍ରଶାସନର ଅନୁମୋଦନ ଠାରୁ ଢେର ଗୁଣ ଅଧିକ କଳାପଥର ଲୁଟ୍‌ ଏବଂ ଜରିମାନା ଆଦାୟ ମାମଲା ଏବେ ସବୁଠି ଚର୍ଚ୍ଚାର ବିଷୟ ହୋଇଛି। ବିଶେଷକରି ଲୁଟ୍‌ ପରିମାଣର ମାପଚୁପ ପାଇଁ ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?