ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର
ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ ପରୀକ୍ଷାଫଳରେ ମଧ୍ୟ ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ କ୍ରୀଷ୍ଣା ବିକାଶ ଗ୍ରୁପ୍ ଅଧିନ…
ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ
ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ ବେଧଡକ ବାଲି ଚୋରା ଚାଲାଣ କରାଯାଉଥିବା ଜଣାପଡିବା ପରେ ବ୍ରହ୍ମପୁର ଖଣି ବିଭାଗ…
ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର
ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯ ଭରି ସୁନା ଓ ୧୪ ଭରି ଓଜନର ରୂପା ଅଳଙ୍କାର ଚୋରି ହୋଇଥିବା…
ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ
ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି କ୍ୟାମ୍ପ କୋର୍ଟରେ କମିଶନ ସଦସ୍ୟ ଚିତ୍ତରଞ୍ଜନ…
‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’
ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର ଏକ ବିଶାଳ ମହିଳା ସମାବେଶ ଓ ନାରୀ ଅଧିକାର ଅଭିଯାନ ଆୟୋଜିତ ହୋଇଛି।…
ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ
ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ ଶୁକ୍ରବାର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏହି ମିଶ୍ରଣ ପର୍ବରେ ବ୍ଲକ…
ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…
ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର ନାୟକ (୬୨)ଙ୍କ ମୃତଦେହ ନିକଟସ୍ଥ ପଥରକୁଣ୍ଡି ଜଙ୍ଗଲରୁ ଉଦ୍ଧାର କରାଯାଇଛି। ମୃତକଙ୍କ ପୁଅ…
ଆନ୍ତଃ ଜିଲା ପେନ୍ସନ ଅଦାଲତ ଉଦ୍ଘାଟିତ ୬୯୨ ପେନ୍ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି
କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍ସନ ଅଦାଲତ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା ସମସ୍ୟାର ତ୍ୱରିତ ସମାଧାନ ଉଦ୍ଦେଶ୍ୟରେ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲାର ଅବସରପ୍ରାପ୍ତ…
କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର
ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର କିରିକୁଟି ପଞ୍ଚାୟତର ମୁଣ୍ଡନାଜୁ ନିକଟରେ ବଡ଼…
ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…
ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ କାର୍ଯ୍ୟାଳୟ ମୁଖ୍ୟ ରାସ୍ତା ପାର୍ଶ୍ୱ ଏକ ଗାଈଗୋଠ ଉପରେ ବଜ୍ରପାତ ପଡିଥିଲା। ଫଳରେ…
ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…
କଟକ,୨୨।୫: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଏହି ପରୀକ୍ଷା ଜୁନ୍…
ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ
ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ ମହାବିଦ୍ୟାଳୟଠାରେ ଆୟୋଜିତ ହୋଇଛି। ଏଥିରେ ଜିଲା ଆଇନ ସେବା ପ୍ରାଧିକରଣର ସଚିବ ବ୍ୟୋମକେଶ…

