ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀ କହିଥିଲେ, ଏବେ ଧାମନଗର ଦାୟିତ୍ୱ ନିଅନ୍ତୁ: ସୂର୍ଯ୍ୟବଂଶୀ

ଭଦ୍ରକ ଅଫିସ/ଧାମନଗର,୮।୧୧(ସ୍ବ.ପ୍ର./ଡି.ଏନ୍‌.ଏ.):ଉପନିର୍ବାଚନ ପାଇଁ ଭର୍ଚ୍ଚୁଆଲ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧାମନଗର ଦାୟିତ୍ୱ ନେବେ ବୋଲି କହିଥିଲେ। ସେ ତାଙ୍କ ପ୍ରତିଶ୍ରୁତି ରକ୍ଷା କରି ଧାମନଗର ଦାୟିତ୍ୱ ନିଅନ୍ତୁ। ତାଙ୍କ ଦଳର ପ୍ରାର୍ଥୀ ହାରିଯାଇଥିଲେ ବି ଧାମନଗର ତାଙ୍କର, ସେ…

ତୀର ମାରି ଗର୍ଭଣୀ ହାତୀକୁ ମାରିଦେଲେ

କେନ୍ଦୁଝର/ତେଲକୋଇ, ୮ା୧୧(ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ତାଳପଦା ସେକ୍ସନ ତାଳପଦା ବିଟ୍‌ ଅଧୀନ କୁଳିଆପାଳ ନିକଟ କଳାପାଟ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ ହାତୀ ଓ ଶାବକର ଗଳିତ ମୃତଦେହ ଠାବ କରିଛି। ମା’ ହାତୀକୁ ତୀର ବିଦ୍ଧ…

ମହିଳା ଭକ୍ତଙ୍କୁ ଜେଟିପିଙ୍କ ଦୁର୍ବ୍ୟବହାର

ପୁରୀ ଅଫିସ, ୮ା୧୧:ଶ୍ରୀମନ୍ଦିରରେ ସୋମବାର ଜଣେ ହବିଷିଆଳିଙ୍କୁ ପୋଲିସ କର୍ମଚାରୀ ମାଡ ମାରିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଜଣେ ବୃଦ୍ଧାଙ୍କୁ ଶ୍ରୀମନ୍ଦିର ପୋଲିସ (ଜେଟିପି) ଦୁର୍ବ୍ୟବହାର କରିବା ସହ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଏନେଇ ବୃଦ୍ଧାଙ୍କ ଝିଅ ସମ୍ପୃକ୍ତ…

ଅନ୍ତହୀନ ସୀମାନ୍ତ ଦୁଃଖ

ବାରିପଦା ଅଫିସ,୮ା୧୧:ସୀମାନ୍ତ ଲୋକଙ୍କୁ ରାଜ୍ୟର ବିକାଶ ପଥରେ ସାମିଲ କରିବାକୁ ବିଭିନ୍ନ ଯୋଜନା କରାଯାଉଥିବା ସରକାର କହୁଛନ୍ତି। ହେଲେ ବାସ୍ତବରେ ଚିତ୍ର କିନ୍ତୁ ଭିନ୍ନ। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ଗ୍ରାମପୁଞ୍ଜ ହେଉ ବା ମୟୂରଭଞ୍ଜ ଜିଲା ଝାଡ଼ଖଣ୍ଡ ସୀମାନ୍ତ…

ରେଲ୍‌ୱେ ସାଇଡିଂ ମ୍ୟାନେଜରଙ୍କୁ ହତ୍ୟା

ଟେନ୍‌ସା/ଲହୁଣୀପଡ଼ା,୭।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ବରସୁଆଁ ରେଲ୍‌ୱେ ସାଇଡିଂଠାରେ ଏକ ଘରୋଇ ଖଣି କମ୍ପାନୀରେ କାମ କରୁଥିବା ମୋତିରାମ ପାଲ(୫୯)ଙ୍କୁ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବରପାଇ ସୋମବାର ସକାଳେ ଲହୁଣୀପଡ଼ା ଥାନା ଓ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ମୋରଡା,୭ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଜଣେ ଯୁବକ ବଳାତ୍କାର କରିଥିବା ଓ ନାବାଳିକା ଜଣକ ୫ ମାସର ଅନ୍ତଃସ୍ବତ୍ତା ହେବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ. ୩୧୦/୨୨)…

ମା’ଙ୍କୁ ଡାହାଣୀ କହିି ପୁଅକୁ ଆକ୍ରମଣ

ସାରସକଣା,୭ା୧୧(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ସାନଚାଟରା ଗ୍ରାମରେ ମା’ଙ୍କୁ ଡାହାଣୀ ସନ୍ଦେହ କରି ପୁଅଙ୍କୁ ଭୁଜାଲି ମାଡ଼ କରାଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଆହତ ଯୁବକ ଜଣକ ହେଲେ ଶ୍ରବଣ ମହାନ୍ତ। ତାଙ୍କ ଭାଇ ସମୀର ମହାନ୍ତ…

ଧାନ କ୍ଷେତରେ ନିଆଁ ଲଗାଇଲେ ଚାଷୀ

କୋକସରା,୭।୧୧(ଡି.ଏନ.ଏ.): ଧାନ ଫସଲରେ ଚକଡ଼ା ରୋଗ ଲାଗି ସବୁ ନଷ୍ଟ ହୋଇଯାଇଛି। ଏହି ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ଜଣେ ଚାଷୀ ନିଜ ଫସଲରେ ନିଆଁ ଲଗେଇ ଦେଇଥିବା ଜଣାପଡ଼ିଛି। ସୋମବାର ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା…

ଛତ୍ରଭଙ୍ଗ ଦେଲେ ମାଓବାଦୀ, ବିଭିନ୍ନ ସାମଗ୍ରୀ ଜବତ

ଭବାନୀପାଟଣା,୭।୧୧(ସ୍ବ.ପ୍ର.): କଳାହାଣ୍ଡି ଓ କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅନ୍ତର୍ଗତ ପାଙ୍ଗାବାଜୁ ସଂରକ୍ଷିତ ଜଙ୍ଗଲରେ ଡିଭିଏଫ୍‌ ଓ ଏସ୍‌ଓଜି ପକ୍ଷରୁ ମିଳିତ କୋମ୍ବିଂ ଅପରେଶନ କରାଯାଇଛି। ଏହି ସମୟରେ ଯବାନଙ୍କୁ ଦେଖି ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ। ବର୍ତ୍ତମାନ ସୁଦ୍ଧା…

ଜାମକାନୀ ଖଣି ବିସ୍ଥାପିତଙ୍କୁ ସମର୍ଥନ କଲେ ବିଧାୟିକା

ସୁନ୍ଦରଗଡ,୭।୧୧(ଡି.ଏନ୍‌.ଏ.): ବେଦାନ୍ତକୁ ମିଳିଥିବା ଜାମକାନୀ କୋଇଲା ଖଣି ଭୂମିପୂଜନ ଆରମ୍ଭ ଦିନଠାରୁ ବିସ୍ଥାପିତଙ୍କ ଧାରଣା ବର୍ତ୍ତମାନ ପର୍ଯ୍ୟନ୍ତ ଜାରି ରହିଛି। ବିସ୍ଥାପିତମାନେ ସମ୍ପୂର୍ଣ୍ଣ କ୍ଷତିପୂରଣ ଦାବିରେ ଜିଦ୍‌ରେ ଅଟଳ ରହିଥିବା ବେଳେ ପୋଲିସ ସହାୟତାରେ ଖଣି ଖୋଳା କାର୍ଯ୍ୟ ଆରମ୍ଭ ହୋଇଛି।…

ତୁୁଲିଙ୍ଗା କୋଇଲା ଖଣି ବିସ୍ଥାପିତଙ୍କ ଆନ୍ଦୋଳନ ପୁଣି ତେଜିଲା

ସୁନ୍ଦରଗଡ,୭।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦ୍‌ଭାବନା ଭବନଠାରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ହୋଇଛି। ଶୁଣାଣି ସମୟରେ ଏନ୍‌ଟିପିସି ତୁୁଲିଙ୍ଗା କୋଇଲା ଖଣି ବିସ୍ଥାପିତ ମହିଳାମାନେ କ୍ଷତିପୂରଣ ଓ ନିଯୁକ୍ତି ଦାବିରେ ପ୍ରକୋଷ୍ଠ ଆଗରେ ଧାରଣାରେ ବସିଥିଲେ। ଉକ୍ତ ଖଣି ଯୋଗୁ ବିସ୍ଥାପିତ ପରିବାରଙ୍କୁ…

ପୋଲିସ ହାତରେ ଲୁଟେରା ଗ୍ୟାଙ୍ଗ

ଭବାନୀପାଟଣା,୭।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ଏକ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଗ୍ୟାଙ୍ଗର ୨ଜଣଙ୍କୁ ସୋମବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ବାବୁପଡ଼ାର ପ୍ରେମାନନ୍ଦ ବେହେରା ଓ ଅନ୍ୟଜଣେ ଚାରଭାଟି ଗ୍ରାମର ଯଶୋବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?