ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଆଦିବାସୀ
ଜମନକିରା,୭ା୧୧(ଡି.ଏନ.ଏ.): ପ୍ରଶାସନର ପ୍ରତିଶ୍ରୁତି ପାଇବା ପରେ ସୋମବାର ଜମନକିରା ବ୍ଲକ ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ କରାଯାଇଥିବା ରାସ୍ତାରୋକୋ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି। ସୂଚନା ଅନୁସାରେ, ବ୍ଲକର ଡିମିରିମୁଣ୍ଡା ଛକ ରାସ୍ତାପାର୍ଶ୍ୱରେ କେତେକ ଆଦିବାସୀ ପରିବାର ଜମି ଅଧିଗ୍ରହଣ କରିଥିଲେ। ଆଦିବାସୀଙ୍କ କହିବା…
ମହିଳା ଭକ୍ତଙ୍କୁ ମାଡ ମରା ଘଟଣାରେ କାର୍ଯ୍ୟାନୁଷ୍ଠାନ: ହାବିଲଦାର ନିଲମ୍ବିତ
ପୁରୀ ଅଫିସ,୭।୧୧: ଶ୍ରୀମନ୍ଦିର ପରିସରରେ ମହିଳା ଭକ୍ତଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସମ୍ପୃକ୍ତ ସୁରକ୍ଷାକର୍ମୀ ତଥା ହାବିଲଦାର ପ୍ରଶାନ୍ତଙ୍କୁ ପୁରୀ ଏସ୍ପି କେ ବିଶାଲ ସିଂହ ନିଲମ୍ବିତ କରିଛନ୍ତି। ଅପରପକ୍ଷେ ମହିଳାଙ୍କ ଚିକିତ୍ସା ସଦର ହସ୍ପିଟାଲରେ କରାଯାଉଛି। ପ୍ରକାଶ ଯେ,…
ସମୁଦ୍ରରେ ବୁଡ଼ିଗଲେ ୩, ଜଣେ ମୃତ
ଗଞ୍ଜାମ,୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ରକୁ ଗାଧେଇବାକୁ ଯାଇଥିବା ବେଳେ ପାଣିରେ ବୁଡି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହୂମ୍ମା ଅଞ୍ଚଳର ରବୀନ୍ଦ୍ର ସ୍ବାଇଁଙ୍କ ପୁଅ ଗାୟତ୍ରୀ ଶ୍ରୀ ଜଗନ୍ନାଥ (୧୫)। ମିଳିଥିବା…
ଫସଲବୀମା ପ୍ରଦାନରେ ଅବହେଳା, ଆଗକୁ ଚାଷୀଙ୍କ ଆନ୍ଦୋଳନ ଜୋରଦାର୍
ସାକ୍ଷୀଗୋପାଳ,୭।୧୧(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଫସଲବୀମା କ୍ଷତିପୂରଣ ପ୍ରଦାନରେ ଅବହେଳା ଅଭିଯୋଗ କରି ସତ୍ୟବାଦୀ ବ୍ଲକର ଶୁକଳ ଓ ଆଳିଶ ପଞ୍ଚାୟତର ଶତାଧିକ ଚାଷୀ ଆନ୍ଦୋଳନ ଡାକରା ଦେଇଛନ୍ତି। ନୂଆ ଜଗନ୍ନାଥ ସଡ଼କ ପାଶର୍ବ ମହାବୀର ମନ୍ଦିରରେ ସୋମବାର ଏକ ପ୍ରତିବାଦ ସଭାରେ ଚାଷୀ…
ମାର୍ଗଶୀରର ପ୍ରଥମ ଗୁରୁବାରରେ ପାଳନ ହେବ ମାଣ୍ଡିଆ ଦିବସ
ଦାରିଙ୍ଗବାଡ଼ି,୭।୧୧(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମାଣ୍ଡିଆ ଦିବସ ପାଳନ କରାଯିବ। ଆସନ୍ତା ମାର୍ଗଶୀର ପ୍ରଥମ ଗୁରୁବାର ରାଜ୍ୟରେ ମାଣ୍ଡିଆ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ଆସନ୍ତା ଗୁରୁବାର ମାଣ୍ଡିଆ ଦିବସ ଦାରିଙ୍ଗବାଡ଼ିର ପଥପ୍ରାନ୍ତ ସେବାକେନ୍ଦ୍ର…
ପୂର୍ବ ଶତ୍ରୁତାରୁ ମହିଳାଙ୍କୁ ମରାଣାତ୍ମକ ଆକ୍ରମଣ
ଗଞ୍ଜାମ,୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଗ୍ରାମର ଜେ. କାପିଆମ୍ମା ପାତ୍ରଙ୍କୁ ଉକ୍ତ ଗ୍ରାମର କିଛି ବ୍ୟକ୍ତି ସଂଘବଦ୍ଧ ଆକ୍ରମଣ କରିଛନ୍ତି। କାପିଆମ୍ମା ଓ…
ପଥର ଖଣି ଲିଜ୍ ବନ୍ଦ ଦାବି
କେନ୍ଦୁଝର,୭ା୧୧(ସ୍ବ.ପ୍ର.): ବାଂଶପାଳ ବ୍ଲକ ଟଣ ପଞ୍ଚାୟତର ବେଣିଡିହି ଗ୍ରାମରେ ପଥର କ୍ୱାରୀ ଲିଜ୍ ଓ କ୍ରସର ବସାଇବାକୁ ଆଦିବାସୀମାନେ ବିରୋଧ କରି ସୋମବାର ଜିଲାପାଳ ଆଶିଷ ଠାକରେଙ୍କୁ ଲିଖିତ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଗ୍ରାମରେ ୩୭୫ ଆଦିବାସୀ ପରିବାର ବସବାସ…
ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି: ତଳ କୋର୍ଟର ଦଣ୍ଡାଦେଶକୁ ହାଇକୋର୍ଟରେ ସ୍ଥଗିତାଦେଶ
ଝାରସୁଗୁଡ଼ା ଅଫିସ,୭।୧୧: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲି ଦାଶ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତଳ କୋର୍ଟର ସମସ୍ତ ଦଣ୍ଡାଦେଶ ଉପରେ ଛତିଶଗଡ଼ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି।…
ବ୍ୟାଙ୍କ ସମ୍ମୁଖରୁ ୫ ଲକ୍ଷ ନେଇଯିବାକୁ ବସିଥିଲେ …
ବଲାଙ୍ଗୀର ଅଫିସ,୭।୧୧: ବଲାଙ୍ଗୀର ଜିଲା ପାଟଣାଗଡ଼ ସହର ରାମଜୀ ଛକ ବ୍ୟାଙ୍କ ସମ୍ମୁଖରୁ ସୋମବାର ଲୁଟ୍ ହୋଇଛି। ଜଣେ ବ୍ୟକ୍ତିଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟିନେଇ ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ବେଳେ ଉଭୟଙ୍କୁ ବଲାଙ୍ଗୀର ସଦର ଥାନା ସମ୍ମୁଖରେ…
ଗଛରେ ପିଟିହେଲା କାର୍: କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ସୁନୀତି ମୁଣ୍ଡ ଗୁରୁତର
ଭବାନୀପାଟଣା,୭।୧୧(ସ୍ବ.ପ୍ର.): କାର୍ ଦୁର୍ଘଟଣାରେ ଭୁବନେଶ୍ୱର ଭାଜପା ମେୟର ପ୍ରାର୍ଥୀ ତଥା କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ଡ. ସୁନୀତି ମୁଣ୍ଡ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୁନୀତିଙ୍କ ମୁହଁ ଏବଂ ଗୋଡ଼ରେ ଗଭୀର…
ଆସନ୍ତାକାଲି ବନ୍ଦ ରହିବ ମା’ ତାରିଣୀଙ୍କ ମନ୍ଦିର
ଘଟଗାଁ,୭ା୧୧(ଡି.ଏନ୍.ଏ.): ଆସନ୍ତା ୮ ତାରିଖ ମଙ୍ଗଳବାର ଘଟଗାଁସ୍ଥିତ ମା’ ତାରିଣୀଙ୍କ ମନ୍ଦିର ବନ୍ଦ ରହିବ। ଏହିଦିନ ଚନ୍ଦ୍ର ଗ୍ରହଣ ଯୋଗୁ ମା’ଙ୍କ ନୀତିକାନ୍ତି ବନ୍ଦ ରହିବା ନେଇ ମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ରାତି ୩ରୁ ୫ମଧ୍ୟରେ ମା’ଙ୍କ ସମସ୍ତ…
ଛୁଟିରେ ଥାଇ ଦରମା ଆସୁଛି
ନବରଙ୍ଗପୁର,୭।୧୧(ବି.ପ୍ର.):ନିୟମ ଏଠି ବାଟବଣା। ବିନା ଦରଖାସ୍ତରେ ୬ ମାସ ଛୁଟିରେ ରହିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନବରଙ୍ଗପୁର ଜିଲାରେ ଦରମା ମିଳିଯାଉଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରୁ ଆରମ୍ଭ କରି ଜିଲା ଶିକ୍ଷା ବିଭାଗର କେତେଜଣ କର୍ମଚାରୀ ଏଥିରେ ସାମିଲ ଥିବା ଅଭିଯୋଗ…

