ଆମ ଜିଲା ଖବର

ଶ୍ରୀଶଙ୍କରାନନ୍ଦ ମଠର ବିକାଶକୁ ଗୁରୁତ୍ୱ

ପୁରୀ ଅଫିସ, ୭ା୧୧:ଶ୍ରୀଶଙ୍କରାନନ୍ଦ ମଠ ଐତିହ୍ୟ ପୁସ୍ତକର ଉନ୍ମୋଚନ ଉତ୍ସବ ରବିବାର ମଠ ପରିସରରେ ଟ୍ରଷ୍ଟବୋର୍ଡ଼ ସଭାପତି ଦୁର୍ଗାପ୍ରସାଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଅତିଥି ଭାବେ ଯୋଗଦେଇ କହିଥିଲେ, ଦୃଶ୍ୟମାନ ଶ୍ରୀମନ୍ଦିରର…

ଶିକାରୀ ଫାଶରେ କଲରାପତରିଆ ମୃତ

ବଇଣ୍ଡା,୭ା୧୧(ଡି.ଏନ.ଏ.):ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ରେଞ୍ଜ୍‌ ଫୁଲଝରି ଜଙ୍ଗଲରୁ ରବିବାର ଏକ କଲରାପତରିଆ ବାଘର ଗଳିତ ମୃତଦେହକୁ ବାମୁର ବନ କର୍ମଚାରୀ ଜବତ କରିଛନ୍ତି। ଶିକାରୀମାନେ ଚମଡ଼ା ବିକ୍ରି କରିବା ଲାଗି ଶୁଖାଇଥିବାବେଳେ ଏହାକୁ ଜବତ କରାଯାଇଛି। ଏହି ଘଟଣାରେ…

ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ପଦ୍ମପୁର,୭।୧୧(ଡି.ଏନ.ଏ.):ଢେଙ୍କାନାଳ ଜେଲରେ ବିଚାରାଧୀନ ବନ୍ଦୀ ଥିବା ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବ୍ରାହ୍ମଣୀଗଁା ପଞ୍ଚାୟତର ନିରଞ୍ଜନ ପାଣିଙ୍କ ମୃତ୍ୟୁ ନେଇ ରବିବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସମେତ ସ୍ଥାନୀୟ ଲୋକେ ଭଦ୍ରକ-ବାସୁଦେବପୁରର ଚନ୍ଦିଆ ଛକଠାରେ…

ପିଆର୍‌ଏମ୍‌ ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର

ବାରିପଦା ଅଫିସ,୭ା୧୧:ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲେ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌) ଚକ୍ଷୁ ବିଭାଗ ଛାତରୁ ରବିବାର ପ୍ଲାଷ୍ଟର ଖସିଛି। ସେଠାରେ ଚିକିତ୍ସାଧିନ ରୋଗୀ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ମେଡିକାଲ କର୍ତ୍ତୃପକ୍ଷ ସେମାନଙ୍କୁ ଅନ୍ୟ…

ରେଳଧାରଣାରୁ ମିଳିଲା ମହିଳା ବୀମା ଏଜେଣ୍ଟଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୭ା୧୧:ବଲାଙ୍ଗୀର ରେଳ ଷ୍ଟେଶନ ନିକଟ ଖୁଜେନପାଲି ରେଳଧାରଣାରୁ ରବିବାର ସକାଳେ ଜଣେ ଯୁବତୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ମୃତା ବଲାଙ୍ଗୀର ସହରର ଜଣାଶୁଣା ଜୀବନ ବୀମା ଏଜେଣ୍ଟ ତଥା ତାଲପାଲିପଡା ନିବାସୀ ସାରିକା ସାଏ (୩୮) ବୋଲି…

କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ରାୟଗଡ଼ା ଅଫିସ,୬।୧୧: ରାୟଗଡ଼ା ରେଳଷ୍ଟେଶନଠାରେ ରବିବାର ଏକ କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟିଛି। ବିଶାଖାପାଟଣାରୁ ରାୟଗଡ଼ା ଆସି ଷ୍ଟେଶନରେ ଛିଡା ହୋଇଥିବା ବେଳେ ହଠାତ୍‌ ବଗିରେ ନିଆଁ ଲାଗିଯାଇଥିଲା। ଏନେଇ ଷ୍ଟେଶନ କର୍ତ୍ତୃପକ୍ଷ ଦମକଳ ବାହିନୀକୁ ଖବର ଦେଇଥିଲେ। ଖବରପାଇ…

ଧାମନଗରବାସୀଙ୍କ ସ୍ନେହ, ଶ୍ରଦ୍ଧାର ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଫଳାଫଳ ଘୋଷଣା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପ୍ରତିକ୍ରିୟାରେ ଏହା ଧାମନଗରବାସୀଙ୍କ ବିଜୟ ସହ ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପ୍ରତି ସେଠାକାର ଜନସାଧାରଣଙ୍କ ସ୍ନେହ ଏବଂ ଶ୍ରଦ୍ଧାର…

ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ: ୩ ଗୁରୁତର

ଦିଗପହଣ୍ଡି,୬।୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ରୋଡ୍‌ସ୍ଥିତ ସନ୍ଥ ନିରାକାରୀ ସତ୍‌ସଙ୍ଗ ନିକଟରେ ରବିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଦିଗପହଣ୍ଡି ସାହାଣୀ ସାହିର ୩ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ସୀମା ଦାସ, ଶିବ ଦାସ…

‘ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ବିକାଶ ବାଧାପ୍ରାପ୍ତ’

ବ୍ରହ୍ମପୁର ଅଫିସ,୬ା୧୧: ମୁଖ୍ୟମନ୍ତ୍ରୀଙ୍କ ଜିଲା ଗଞ୍ଜାମରେ ବିକାଶ ବାଧାପ୍ରାପ୍ତ ହୋଇଛି। ଫଳରେ ସମସ୍ୟା ବଢ଼ିଚାଲିଛି। ଏହାର ସମାଧାନ ଲାଗି ପଦକ୍ଷେପ ନିଆ ନ ଯିବା ଉଦ୍‌ବେଗର ବିଷୟ ବୋଲି କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁ ପ୍ରତିକ୍ରିୟାରେ…

ପୋଲିସ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ

ପୁରୁଷୋତ୍ତମପୁର,୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ସଭାପତି ଅରୁଣ କୁମାର ପଣ୍ଡାଙ୍କ ପୌରୋହିତ୍ୟରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ସମ୍ମାନିତ…

ଗାଁରେ ପହଞ୍ଚିଲା ଯୁବ ଇଞ୍ଜିନିୟରଙ୍କ ମୃତଦେହ

କେନ୍ଦୁଝର/କଣ୍ଟିପାଳ,୬ା୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ କଣ୍ଟିପାଳ ମଠସାହି ଗ୍ରାମର ଯୁବ ଇଞ୍ଜିନିୟର ଜଗଦୀପ ରାଉତଙ୍କ ମୃତଦେହ ରବିବାର ଗାଁରେ ପହଞ୍ଚିଥିଲା। ଗାଁରେ ମୃତଦେହ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ ପରିକ୍ରମା କରି ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଏନେଇ ଗାଁରେ…

ଧାମନଗର ପରାଜୟ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଉପନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?