ଡୋକ୍ରା ହସ୍ତଶିଳ୍ପରେ ଜନଜାତି ସଂସ୍କୃତିର କଥା
ରାୟଗଡ଼ା(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆଙ୍କ କଳା, ସଂସ୍କୃତି, ପରମ୍ପରା ଏବଂ ଜୀବନଶୈଳୀ ନିଆରା। ସ୍ବତନ୍ତ୍ର ବେଶଭୂଷା ଏବଂ ଅଳଙ୍କାର ପାଇଁ ଡଙ୍ଗରିଆମାନେ ରାଜ୍ୟ, ଦେଶ ଏବଂ ବିଦେଶରେ ପରିଚିତ। ଉକ୍ତ ଅଳଙ୍କାର…
ଗ୍ରାମ ସମସ୍ୟା ନେଇ ଏକାଠି ହେଲେ ଗ୍ରାମବାସୀ
ପଟ୍ଟାଙ୍ଗି,୫ା୧୧(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ରାଲେଗଡା ପଞ୍ଚାୟତର ମାଡାୱାଲସା ଗ୍ରାମବାସୀ ସେମାନଙ୍କ ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଏକାଠି ହୋଇଛନ୍ତି। ଉକ୍ତ ଗ୍ରାମରେ ୨୨ ପରିବାର ବସବାସ କରୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ସେହିପରି କିଛି ଉନ୍ନୟନମୂଳକ କାର୍ଯ୍ୟ…
ଜାତିସଂଘର ୧୭ ଲକ୍ଷ୍ୟ ହାସଲକୁ ଗୁରୁତ୍ୱ
ଢେଙ୍କାନାଳ ଅଫିସ, ୫।୧୧: ଓଡ଼ିଶାର ଦୀର୍ଘସ୍ଥାୟୀ ବିକାଶ ପାଇଁ ୨୦୩୦ ସୁଦ୍ଧା ଜାତିସଂଘ ଦ୍ୱାରା ନିର୍ଦ୍ଧାରିତ ୧୭ ଲକ୍ଷ୍ୟ ହାସଲ ନିମନ୍ତେ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏହାକୁ ଜିଲାସ୍ତରରେ କିଭଳି ହାସଲ କରାଯାଇପାରିବ, ସେ ନେଇ ଦୁଇଦିନିଆ ଜିଲାସ୍ତରୀୟ କର୍ମଶାଳା…
୨୬ ବର୍ଷ ପରେ ଜାତୀୟସ୍ତରୀୟ ମ୍ୟାଚ
ଅନୁଗୋଳ ଅଫିସ, ୫ା୧୧: ଦୀର୍ଘ ୨୬ ବର୍ଷ ପରେ ଅନୁଗୋଳ ଦେଖିଛି ଜାତୀୟସ୍ତରୀୟ ମ୍ୟାଚ। ସହରର କଦମ ପଡ଼ିଆରେ ବାଜି ରାଉତ କପ୍ ଜାତୀୟ ଫୁଟ୍ବଲ ଟୁର୍ନାମେଣ୍ଟର ୩ କ୍ୱାର୍ଟର ଫାଇନାଲ ମ୍ୟାଚ ଦେଖିବାକୁ ଶୁକ୍ରବାର ଖେଳପ୍ରେମୀଙ୍କ ପ୍ରବଳ ଭିଡ଼ ଲାଗିଥିଲା।…
ସାଂସ୍କୃତିକ କାର୍ଯ୍ୟକ୍ରମ ମୁଖ୍ୟ ଆକର୍ଷଣ
ବଇଣ୍ଡା, ୫ା୧୧ (ଡି.ଏନ.ଏ.): ପରମ୍ପରା ଅନୁଯାୟୀ ପଞ୍ଚକରୁ ଆରମ୍ଭ ହୋଇଛି ପୂଜା। ମଣ୍ଡପରେ ବିରାଜମାନ କରିଛନ୍ତି ପ୍ରଭୁ କାର୍ତ୍ତିକେଶ୍ୱର। ଏହାକୁ ନେଇ ଉତ୍ସବମୁଖର ହୋଇପଡ଼ିଛି ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ଅଞ୍ଚଳ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏଠାରେ ପୂଜା…
୬୩ ବର୍ଷ ପୁରୁଣା କଲେଜର ନାହିଁ ସ୍ଥାୟୀ ପଟ୍ଟା
ଢେଙ୍କାନାଳ ଅଫିସ, ୫।୧୧: ରାଜ୍ୟର ଅନ୍ୟତମ ପୁରାତନ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ୧୯୫୯ରେ ପ୍ରତିଷ୍ଠିତ ଏହି ଶିକ୍ଷାନୁଷ୍ଠାନକୁ ୨୦୦୩ରେ ସ୍ବୟଂଶାସିତ ମାନ୍ୟତା ମିଳିଛି। ବିଡ଼ମ୍ବନାର ବିଷୟ କଲେଜର ନିଜସ୍ବ ସ୍ଥାୟୀ ପଟ୍ଟା ଅଦ୍ୟାବଧି ହୋଇପାରିନାହିଁ, ଯାହାକୁ…
କାର୍ଯ୍ୟାନୁଷ୍ଠାନ ଦାବିରେ ଅସ୍ଥାୟୀ ବନ କର୍ମଚାରୀଙ୍କ ଧାରଣା
ଦିଗପହଣ୍ଡି,୫।୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ଜଣେ ଅସ୍ଥାୟୀ ପାରା ବନ କର୍ମଚାରୀ କୃଷ୍ଣଚନ୍ଦ୍ର ଜେନାଙ୍କୁ ଜଣେ ଫରେଷ୍ଟ ଗାର୍ଡଙ୍କ ସ୍ବାମୀ ମୀନକେତନ ଶବର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଶୁକ୍ରବାର ସମସ୍ତ ପାରା ବନ…
ଫଳାଫଳକୁ ନେଇ ଚାଲିଛି ଅଙ୍କକଷା
ଭଦ୍ରକ ଅଫିସ,୫ା୧୧: ଧାମନଗର ଉପନିର୍ବାଚନ ଗୁରୁବାର ଶେଷ ହୋଇଥିବା ବେଳେ ଫଳାଫଳକୁ ନେଇ ୩ ପ୍ରମୁଖ ଦଳ ପକ୍ଷରୁ ଚାଲିଛି ଅଙ୍କକଷା। ୫ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇଥିବା ବେଳେ ହାର୍ଜିତ୍କୁ ନେଇ ସବୁ ଦଳର ନେତା ଅଡୁଆରେ ପଡ଼ିଯାଇଛନ୍ତି।…
ବିଲୁଆ ଆକ୍ରମଣରେ ୩୦ରୁ ଊର୍ଦ୍ଧ୍ୱ ଆହତ
ପୋଲସରା,୫ା୧୧(ଡି.ଏନ.ଏ.): ଗତ କିଛି ଦିନ ହେଲା ପୋଲସରା ବ୍ଲକରେ ବିଲୁଆଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ବିଲୁଆ ଆକ୍ରମଣରେ ୩୦ରୁ ଊଦ୍ଧର୍ବ ଲୋକ ଆହତ ହୋଇଛନ୍ତି। ବ୍ଲକର ନିମିନା ଗ୍ରାମର ପଞ୍ଚୁ ଗୌଡ଼, ତନୁ ବେହେରା, ବଘାଡି ଗ୍ରାମର ବାସନ୍ତୀ ମହାପାତ୍ର,…
ଭାରତ ଯୋଡ଼ୋ ଯାତ୍ରାରେ ଗଣ୍ଡଗୋଳ
ଚଣ୍ଡିଖୋଲ,୫ା୧୧(ଡି.ଏନ୍.ଏ.): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ସାରାଦେଶରେ ଭାରତ ଯୋଡ଼ୋ ଯାତ୍ରା ଚାଲିଛି। ଓଡ଼ିଶାରେ ଏହିଯାତ୍ରାର ୫ମଦିନରେ ଶୁକ୍ରବାର ଯାଜପୁର ଜିଲାର ପ୍ରବେଶଦ୍ୱାର ଛତିଆଠାରେ ପଦଯାତ୍ରା ପହଞ୍ଚତ୍ଛି। ଏଠାରେ ବଡ଼ଚଣା କଂଗ୍ରେସ ତରଫରୁ ପଦଯାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି।…
ଉଚ୍ଛେଦ ହେବ ମର୍ଦ୍ଦରାଜ ଭେଣ୍ଡିଂ ଜୋନ
ବ୍ରହ୍ମପୁର ଅଫିସ,୫।୧୧: ବ୍ରହ୍ମପୁର ମହାନଗର ନିଗମ (ବିଏମସି) ପକ୍ଷରୁ କୋର୍ଟପେଟାସ୍ଥିତ ମର୍ଦ୍ଦରାଜ ଭେଣ୍ଡିଂ ଜୋନ ଉଚ୍ଛେଦ କରାଯିବ। ବ୍ୟବସାୟୀଙ୍କୁ କମାପଲ୍ଲୀ ଓଭର ବ୍ରିଜ ନିକଟରେ ବ୍ୟବସାୟ କରିବାକୁ ପଡ଼ିବ। ଶୁକ୍ରବାର ବହୁ ଭେଣ୍ଡିଂ ଜୋନ ବ୍ୟବସାୟୀ ବିଏମସି କମିଶନର ଜେ.ସୋନାଲଙ୍କ ନିକଟରେ…
ଘରୋଇକରଣ ହେଲା ପରିମଳ ବ୍ୟବସ୍ଥା
ଭଞ୍ଜନଗର,୫।୧୧(ଡି.ଏନ.ଏ): ରାଜ୍ୟର ସମସ୍ତ ଏନ୍ଏସିର ପରିମଳ ବ୍ୟବସ୍ଥା ତଦାରଖ ପାଇଁ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି ା ହେଲେ ଭଞ୍ଜନଗର ଏନ୍ଏସରେ ସଫେଇ କର୍ମଚାରୀମାନଙ୍କ ବିରୋଧ ଯୋଗୁ ଘରୋଇକରଣ ହୋଇପାରି ନ ଥିଲା। ଇତିମଧ୍ୟରେ ଏଠାରେ ମଧ୍ୟ ପରିମଳ ବ୍ୟବସ୍ଥା ତଦାରଖ…

