Odisha Elections 2024

ଆମ ଜିଲା ଖବର

୩୦ ୟୁନିଟ୍‌ ରକ୍ତ ସଂଗୃହୀତ

କେନ୍ଦୁଝର, ୨୦ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ୍‌ ସମୟରେ ବ୍ଲଡ ବ୍ୟାଙ୍କରେ ରକ୍ତ ଅଭାବ ସମୟରେ ବିଜେଡି ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଦୈନନ୍ଦିନ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ କରାଯାଇ ରକ୍ତ ସଂଗ୍ରହ କରାଯାଉଛି। ଏହିକ୍ରମରେ ସୋମବାର ଜିଲା ମୁଖ୍ୟାଳୟର ରୋଟାରୀ ଭବନ ପରିସରରେ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ...

କାନ୍ଥରେ ସଚେତନତା ବାର୍ତ୍ତା ଲେଖୁଛନ୍ତି ଚିତ୍ରଶିଳ୍ପୀ

କୋମନା,୨୦।୪(ଡି.ଏନ.ଏ.)-ମହାମାରୀ କରୋନାର ମୁକାବିଲା ପାଇଁ ସମସ୍ତେ ଗୋଟିଏ ଗୋଟିଏ ଯୋଦ୍ଧା ରୂପେ ଛିଡା ହୋଇଛନ୍ତି। କିଛି ଯୋଦ୍ଧା ଭୋକିଲାଙ୍କୁ ଖାଦ୍ୟ ଦେଉଛନ୍ତି ତ ଆଉ କିଛି ଯୋଦ୍ଧା ବିଭିନ୍ନ ମାଧ୍ୟମରେ ଲୋକଙ୍କୁ କରୋନାରୁ ରକ୍ଷା ପାଇବାକୁ ସଚେତନ କରୁଛନ୍ତି। ଏଭଳି...

ବଲାଙ୍ଗୀର ପୌରପାଳିକା ବୁଲା ଗୋରୁଙ୍କୁ ଖାଇବାକୁ ଦେଉନି

ବଲାଙ୍ଗୀର, ୨୦ା୪-ଲକ୍‌ଡାଉନ ଅବଧିକୁ ପ୍ରାୟ ମାସେ ପୂରିବାକୁ ବସିଲାଣି। ବଲାଙ୍ଗୀର ସହରରେ ବୁଲା ଗାଈଗୋରୁ ଭୋକିଲା ଅବସ୍ଥାରେ ବୁଲୁଛନ୍ତି। ରାଜ୍ୟ ସରକାର ବୁଲା ଗାଈଗୋରୁ, କୁକୁରଙ୍କୁ ଖାଦ୍ୟ ଯୋଗାଇବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ବଲାଙ୍ଗୀର ମ୍ୟୁନିସିପାଲଟିରେ ଏହାକୁ ପାଳନ କରାଯାଉନାହିଁ।...

ଯାଯାବରଙ୍କୁ ସହଯୋଗର ହାତ ବଢ଼ାଇଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ରେଳଷ୍ଟେଶନ ନିକଟ ଏକ ପଡ଼ିଆରେ ଉତ୍ତର ପ୍ରଦେଶ ରାଜ୍ୟର ୬୦ରୁ ଊର୍ଦ୍ଧ୍ୱ ଯାଯାବର ପରିବାର ଫସି ରହିଛନ୍ତି । ନିଜ ପିଲାଛୁଆଙ୍କ ସହିତ ସେମାନେ ଅସହାୟ ଅବସ୍ଥାରେ ରହିଛନ୍ତି । ଏହି ଖବର ପାଇବା ପରେ...

କିନ୍ନର, ଅସହାୟଙ୍କୁ ଯୋଗାଇଲେ ଆହାର

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ପାଣିଛତ୍ରଠାରେ ସୋମବାର ଗରିବ, ଅସହାୟ ତଥା କିନ୍ନରଙ୍କ ପାଇଁ ଅନ୍ନ ଭୋଜନର ବ୍ୟବସ୍ଥା କରାଯାଇଥିଲା। ଅନ୍ନଭୋଜନ କାର୍ଯ୍ୟକ୍ରମକୁ ଅଞ୍ଚଳର ଅସହାୟ ଲୋକେ ଆସି ରନ୍ଧା ଖାଦ୍ୟ ଖାଇଥିଲେ। ସାମାଜିକ କର୍ମୀ ପରୀକ୍ଷିତ ଛତର ଏହି ଭୋଜନର...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା

କେନ୍ଦୁଝର, ୨୦।୪(ସ୍ବ.ପ୍ର.)-ସରକାରୀ ମୋଟର କର୍ମଚାରୀ ସଂଘ କେନ୍ଦୁଝର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଦିନ ଜିଲାପାଳଙ୍କ ଜରିଆରେ ଏହି ସହାୟତା ରାଶିର ଚେକ୍‌ ଦିଆଯାଇଛି। ଜିଲାରେ କାର୍ଯ୍ୟରତ ସମସ୍ତ ମୋଟର କର୍ମଚାରୀଙ୍କ...

ଭିଡ଼ିଓ କନଫେରେନ୍ସିଂରେ ବରଗଡ଼ କୋଭିଡ୍‌-୧୯ ହସ୍‌ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ହୋଇଥିବା କୋଭିଡ୍‌-୧୯ ହସପିଟାଲକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି କୋଭିଡ୍‌-୧୯ ହସପିଟାଲଟି ୨୦୦ ଶଯ୍ୟା...

ଖରାରେ ସର୍ବତ ବାଣ୍ଟିଲେ ସ୍ବେଚ୍ଛାସେବୀ

କେନ୍ଦୁଝର, ୨୦।୪(ସ୍ବ.ପ୍ର.)-କେନ୍ଦୁଝରରେ କୋରନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏହାସହିତ ପ୍ରବଳ ଖରା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛନ୍ତି। ତାପମାତ୍ରା ପାଖାପାଖି ୩୯ ଡିଗ୍ରୀ ରହୁଥିବାରୁ ବହୁତ ଗରମ ଅନୁଭୂତ ହେଉଛି। ଏଥିପାଇଁ ଅନେକ ସ୍ବେଚ୍ଛାକୃତ...

ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬ ଜଣଙ୍କ ମଧ୍ୟରୁ ୫ ଜଣ ଯାଜପୁର ଜିଲାର ବୋଲି ଜିଲାପାଳ ରଞ୍ଜନ ଦାସ...

ତାଲା ପଡ଼ିଛି ସେଲୁନ, ପରିବାର ପୋଷଣ ଚିନ୍ତାରେ ଦୋକାନୀ

ଲାଠୋର, ୨୦।୪ ((ଡି.ଏନ.ଏ.): ସାରା ଦେଶରେ ଲକଡାଉନ ଘୋଷଣା ଜାରି ରହିଛି। ଏଣୁ ଗରିବ ପରିବାର ନିଜର ଜୀବିକା ହରାଇ ଘରେ ବସିଛନ୍ତି। ପରିବାର ପୋଷିବାକୁ ସମସ୍ତେ ଚିନ୍ତାରେ। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋରରେ ସେଲୁନ କରି ଜୀବିକା...

କଣ୍ଟାବାଞ୍ଜିରେ ସ୍ଥିତି ଅନୁଧ୍ୟାନ କଲେ ବଲାଙ୍ଗୀର ଏସ୍‌ପି

କଣ୍ଟାବାଞ୍ଜି, ୨୦।୪(ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଦେଶକୁ ଲକ୍‌ ଡାଉନ ରଖା ଯାଇଛି। ହେଲେ ଏହା ଠିକ୍‌ ଠାକ୍‌ ଭାବେ ପାଳନ ହେଉଛି କି ନାହିଁ ତାହା ପରଖିବା ପାଇଁ ବଲାଙ୍ଗୀର ଏସପି ସନ୍ଦୀପ ମାଡକର କଣ୍ଟାବାଞ୍ଜି...

ଦଣ୍ଡାଧାର ଡ୍ୟାମରେ ବୁଡ଼ି ସହକାରୀ ମତ୍ସ୍ୟ ଅଧିକାରୀ ମୃତ

କାମାକ୍ଷାନଗର,୨୦ା୪- ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ଦଣ୍ଡାଧାର ଡ୍ୟାମରେ ବୁଡ଼ି କଙ୍କଡାହାଡ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଧନଞ୍ଜୟ ହେମ୍ବ୍ରମ(୫୯)ଙ୍କ ମୃତ୍ୟୁ ଘଟିଛି । କଙ୍କଡାହାଡ ପୋଲିସ ସୋମବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରି ନଂ. ୫/୨୦ରେ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri