ଆମ ଜିଲା ଖବର

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ମୋଶା ମାଝୀ ଦୀର୍ଘ ଦିନରୁ ଗଞ୍ଜେଇ କାରବାର ସହିତ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ ନେଇଛନ୍ତି। ଡ .ପୁରୋହିତ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନିକଟରେ ଥିବା ଡୁରା ରାମ ନାରାୟଣ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ ଅଟୋରେ ଥିବା ଯାତ୍ରୀ ଓ ଚାଳକ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ପ୍ରକାଶ ଯେ,…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ ଧାରଣ କରିଛି। ସାହିରେ ଦୀର୍ଘ ୪ ବର୍ଷ ତଳେ ଏକ ସୋଲାର ପାଣି…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼ ଆସିଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ପ୍ରସାଦ ତ୍ରିପାଠୀଙ୍କ ଜିଲୁଣ୍ଡାସ୍ଥିତ ଘରେ ଭିଜିଲାନ୍ସ…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ ପର୍ଯ୍ୟନ୍ତ ମାଟି ତଳେ ଥିବା ପାଇପ୍ ଲାଇନ୍ ଫାଟିଯିବାରୁ ବିପୁଳ ପରିମାଣର ତେଲ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ ଉଗ୍ର ରୂପ ନେଇଛି। ଆଗକୁ ଏହା ଅଧିକ ଭୟଙ୍କର ହେବା ଆଶଙ୍କାରେ ପ୍ରଧାନମନ୍ତ୍ରୀ…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ କରିଛନ୍ତି। ବିଶାଖାପାଟଣା – ନୂଆଦିଲ୍ଲୀ ନୂଆ ଟ୍ରେନର ବଲାଙ୍ଗୀର ଷ୍ଟେଶନରେ ରହଣି ନଥିବା…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି। କଞ୍ଚାମାଲ ଯୋଗାଣ ଅଭାବରୁ ଇଫ୍‌କୋରେ ସାର ଉତ୍ପାଦନ ବାଧାପ୍ରାପ୍ତ ହୋଇଛି।…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି, ତାହା କାହାରି ହାତରେ ନାହିଁ। ଏପରିକି ପିକ୍‌ ହିଟ୍‌ ସମୟରେ ବିଦ୍ୟୁତ ଚାହିଦା…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ ପୂର୍ବରୁ ବାତିଲ ହୋଇଯାଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ସନ୍ଦେହ…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ ସମିତି (LAMPCS)ର ପରିଚାଳନା ନିଦ୍ଦେଶକ ତାରିଣୀ ପ୍ରସାଦ ତ୍ରିପାଠୀଙ୍କୁ ଗିରଫ କରିଛି। ତ୍ରିପାଠୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?