ଆମ ଜିଲା ଖବର

ଅପହରଣ ନୁହେଁ ଦୁର୍ଘଟଣା: କୂଅରେ ଖସିପଡ଼ିଥିଲା କାର୍‌, ୪ ମୃତ

ଉମରକୋଟ,୧୨ା୧୨(ସ୍ବ.ପ୍ର.): ଛତିଶଗଡ଼ର କାଙ୍କେରରୁ ଭୋଜିଖାଇ ଫେରୁଥିବା ୪ ଜଣଙ୍କୁ ଶନିବାର ରାତିରେ ଅପହରଣ କରାଯାଇଥିବା ସନ୍ଦେହ ଭୁଲ୍‌ ପ୍ରମାଣିତ ହୋଇଛି। ଅପହରଣ ନୁହେଁ ଏହା ଏକ ଦୁର୍ଘଟଣା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ୩୦ ନମ୍ବର ଜାତୀୟ ରାଜପଥରେ କାର୍‌ ଦୁର୍ଘଟଣାଗ୍ରସ୍ତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଅଭିଯୋଗ ଆଣିଲେ ବାପା

ଭଣ୍ଡାରିପୋଖରୀ,୧୨।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ଼ ଫାଣ୍ଡି ଅଧୀନ ବିରିଡ଼ି ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅପହୃତା ଛାତ୍ରୀଙ୍କ ବାପାଙ୍କ ଅଭିଯୋଗ ଅନୁଯାୟୀ, ଝିଅ ରବିବାର ଅପରାହ୍ନ ୪ଟାରେ ସାତଶୋଳା ଗ୍ରାମକୁ…

ନୂଆପଡ଼ାକୁ ମିଳିଲା ‘ରାଜସ୍ବ ଗ୍ରାମ୍ୟ ମାନ୍ୟତା’

କୋକସରା,୧୨।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନରେ ଥିବା ଟେମରା ପଞ୍ଚାୟତର ନୂଆପଡା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମ୍ୟର ମାନ୍ୟତା ମିଳିିଛି। ଗ୍ରାମବାସୀ ଦୀର୍ଘ ବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇବା ପାଇଁ ଦାବି କରିଆସୁଥିଲେ। ତେବେ ସବୁ…

ଓକିଲ ସଂଘର ସତ୍ୟାଗ୍ରହ

ସୁନ୍ଦରଗଡ,୧୨।୧୨(ଡି.ଏନ୍‌.ଏ.): ଜାତୀୟ ଓ ରାଜ୍ୟ ଆଇନଜୀବୀ ପରିଷଦର ମନମୁଖୀ କାର୍ଯ୍ୟର ପ୍ରତିବାଦ ଓ ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ପୁଣି ତେଜିଛି। ସୋମବାର ଏନେଇ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ କୋର୍ଟ ସମ୍ମୁଖରେ ସତ୍ୟାଗ୍ରହ…

ଭିନ୍ନ ମାମଲାରେ ୭ଜଣଙ୍କୁ ବାନ୍ଧିଲା ଅବକାରୀ

ବ୍ରହ୍ମପୁର ଅଫିସ,୧୨।୧୨: ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଲଗାତାର ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରାଯାଉଛି। ରବିବାର ରାତିରେ ଅବକାରୀ ଗୁଇନ୍ଦା ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତଙ୍କ ନେତୃତ୍ୱରେ ଏକ ଟିମ୍‌ ଗୋପାଳପୁର ଜଙ୍କଶନ ନିକଟରେ ବସକୁ ଅପେକ୍ଷା କରିଥିବା ୪ଜଣଙ୍କ ଠାରୁ…

ପରୀକ୍ଷାଫଳକୁ ନେଇ ଛାତ୍ରୀ ଅଶାନ୍ତି: ପ୍ରତିବାଦରେ ରାସ୍ତାରୋକୋ ଆନ୍ଦୋଳନ

କେନ୍ଦୁଝର,୧୨।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ପରୀକ୍ଷାଫଳକୁ ନେଇ ଛାତ୍ରୀ ଅଶାନ୍ତି ଦେଖାଦେଇଛି। ଏହାର ପ୍ରତିବାଦରେ ସୋମବାର ଛାତ୍ରୀମାନେ କଲେଜ ଗେଟ୍‌ ଏବଂ କଲେଜ ସମ୍ମୁଖ ରାସ୍ତା ଅବରୋଧକରି ଆନ୍ଦୋଳନ କରିଥିଲେ। ଛାତ୍ରୀମାନଙ୍କ ଆଭିଯୋଗ ଅନୁସାରେ, ଯୁକ୍ତ ୩ ତୃତୀୟ ବର୍ଷର…

ହାତୀ ମୃତ୍ୟୁକୁ ନେଇ ସ୍ବତନ୍ତ୍ର ଟିମ୍‌ର ତଦନ୍ତ: ସିବିଆଇ ତଦନ୍ତ ଦାବିକଲା ଭଞ୍ଜସେନା

ବାରିପଦା ଅଫିସ,୧୨।୧୨: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନରେ ଦନ୍ତାହାତୀର ଶିକାର ଓ ପ୍ରମାଣ ନଷ୍ଟ ଘଟଣାରେ ସୋମବାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି। ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ କାର୍ଯ୍ୟାଳୟ ଭୁବନେଶ୍ୱରରୁ ଏକ ସ୍ବତନ୍ତ୍ର ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।…

ବନ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, କାରଣ ଅସ୍ପଷ୍ଟ

ବାରିପଦା ଅଫିସ,୧୨।୧୨: ବାରିପଦା ହାତୀ ଶିକାର ଘଟଣାକୁ ନେଇ ତିନି ଜଣ ବନ କର୍ମଚାରୀ ନିଲମ୍ବିତ ହେବା ଘଟଣା ପରେ ପୁଣି ଚର୍ଚ୍ଚା ଘେରକୁ ଆସିଛି ଶିମିଳିପାଳ। ଉକ୍ତ ଜେନାବିଲ ରେଞ୍ଜର ଜଣେ ବନ କର୍ମଚାରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ…

ଶିକାରୀ ଗୁଳିରେ ଶିକାରୀ ମୃତ

ଜମନକିରା,୧୨।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପାଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢାବହାଲ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜନ୍ତୁ ଶିକାର କରିବାକୁ ଯାଇ ଶିକାରୀ ଗୁଳିରେ ଶିକାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଚିଣ୍ଡା ଥାନା ଶିରିଡ଼ି ଗ୍ରାମର…

ପିଲାଙ୍କ କଳିରୁ ଗୋଷ୍ଠୀ ସଂଘର୍ଷ: ୮ ଆହତ

ରାୟଗଡ଼ା,୧୨ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଜେକେପୁରଠାରେ ଘଟିଛି ଗୋଷ୍ଠୀ ସଂଘର୍ଷ। ଏହି ସଂଘର୍ଷରେ ୮ ଜଣ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ନ୍ୟାୟ ଦାବି…

କାଉନସିଲର ବୈଠକ ବାତିଲ ନେଇ ଅସନ୍ତୋଷ

ଗଞ୍ଜାମ,୧୨ା୧୨(ଡି.ଏନ୍‌.ଏ.): ସୋମବାର ଗଞ୍ଜାମ ଏନ୍‌ଏସି କାଉନସିଲର ବୈଠକ ହେବା ନେଇ ପୂର୍ବରୁ ସ୍ଥିର ହୋଇଥିଲା। ତାହା ହଠାତ୍‌ ବାତିଲ ହୋଇ ଯାଇଥିଲା। ଯାହାକୁ ନେଇ କାଉନସିଲରମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏନେଇ ବିଧାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର୍‌ମାନଙ୍କୁ ଅବଗତ କରାଯାଇଥିଲା।…

ପୋଲିସ-ଓକିଲ ମୁହାଁମୁହିଁ

ଦେବଗଡ଼,୧୨ା୧୨(ଡି.ଏନ୍‌.ଏ.): ଓକିଲଙ୍କ ବିରୋଧରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପ୍ରତ୍ୟାହାର ଦାବିରେ ଦେବଗଡ଼ ଜିଲା ନ୍ୟାୟାଳୟ ସମ୍ମୁଖରେ ସୋମବାର ଜିଲା ଓକିଲ ସଂଘ ପକ୍ଷରୁ ପ୍ରତିବାଦ କରାଯାଇଥିଲା। ଜିଲା ଓକିଲ ସଂଘ ସଭାପତି ସଚିକାନ୍ତ ଦାଶଙ୍କ ନେତୃତ୍ୱରେ ଆଇନଜୀବୀମାନେ ପ୍ରତିବାଦ କରିଥିଲେ। ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?