ଆମ ଜିଲା ଖବର

ଧାନରେ ଜଗନ୍ନାଥଙ୍କ ପ୍ରତିକୃତି କଲେ ଚନ୍ଦନ

ବୋଲଗଡ଼,୪ା୧୧(ଡି.ଏନ୍‌.ଏ.): ଧାନରେ ଶ୍ରୀଜଗନ୍ନାଥଙ୍କ ପ୍ରତିକୃତି କରି ଚର୍ଚ୍ଚାକୁ ଆସିଛନ୍ତି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଧୀନ ମର୍ଦ୍ଦାବାଡି ଗ୍ରାମର ଚନ୍ଦନ ପଶ୍ଚିମକବାଟ। ସେ ପରମାନନ୍ଦ ମହାବିଦ୍ୟାଳୟର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ର ହୋଇଥିବା ବେଳେ ଯେକୌଣସି ଚିତ୍ରକୁ ଦେଖି ଅବିକଳ…

ସୌନ୍ଦର୍ଯ୍ୟକରଣ ହେବ କଟକ ରିଂବନ୍ଧ ରାସ୍ତା

କଟକ ଅଫିସ,୪ା୧୧: କଟକ ମହାନଗର ନିଗମ (ସିଏମ୍‌ସି) ତତ୍ତ୍ବାବଧାନରେ ସହରର ରିଂବନ୍ଧ ରାସ୍ତା ସୌନ୍ଦର୍ଯ୍ୟକରଣ କରାଯିବ। ଏଥିପାଇଁ ମେୟର ସୁବାସ ସିଂ ଓ ସିଏମ୍‌ସି କମିଶନର ନିଖିଲ ପୱନ କଲ୍ୟାଣ ଗୁରୁବାର ରିଂ ବନ୍ଧ ରାସ୍ତାର ସ୍ଥିତି ଅନୁଧ୍ୟାନ କରିଥିଲେ। ପ୍ରାଥମିକ…

ବାଲିଯାତ୍ରାରେ ଓର୍‌ମାସର କଟକିଆ ବ୍ରାଣ୍ଡ୍‌

କଟକ ଅଫିସ,୪ା୧୧: ବାଲିଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠଛି ତଳ ଓ ଉପର ପଡିଆ। ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି। ବ୍ୟବସାୟୀମାନେ ଦୋଳି ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। କରୋନା ମହାମାରୀ ଯୋଗୁ ୨ବର୍ଷ ଧରି ବାଲିଯାତ୍ରା ବନ୍ଦ ରହିଥିବାବେଳେ ଚଳିତବର୍ଷ…

ନ୍ୟାୟ ଅପେକ୍ଷାରେ ଦୃଷ୍ଟିହୀନ ଦମ୍ପତି

ବୋଲଗଡ଼,୪ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ତଥା ବେଗୁନିଆ ଥାନା ଅଧୀନ କଡ଼ବ ଗ୍ରାମ ତଳସାହିର ଦୃଷ୍ଟିବାଧିତ ବାଲୁଙ୍କେଶ୍ବର ପାଇକରାୟ (୫୨) ପୈତୃକ ସମ୍ପତ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି। ଏନେଇ ସ୍ଥାନୀୟ ପ୍ରଶାସନ ଠାରୁ ଜିଲା ପ୍ରଶାସନ, ରାଜସ୍ବ ବିଭାଗ, ଗୃହ…

ଓଲଟିଲା ଯାତ୍ରୀବାହୀ ବସ୍‌: ୧୨ ଆହତ, ୨ ଗୁରୁତର

ଖୋର୍ଦ୍ଧା ଅଫିସ,୪ା୧୧: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ଶୁକ୍ରବାର ଭୋର୍‌ରୁ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ ବସ୍‌ଟି ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା…

ବ୍ଲକ କଲୋନୀରୁ ମୂଲ୍ୟବାନ ଶିଶୁକାଠ ଗାଏବ

ପଟ୍ଟାମୁଣ୍ଡାଇ, ୪ା୧୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଲୋନୀ ଶିଶୁଉଦ୍ୟାନ ମଧ୍ୟରୁ ୧୬ ଦିନ ତଳେ ବେଆଇନ ଭାବେ ୫ଟି ମୂଲ୍ୟବାନ ବଡ ଶିଶୁ ଗଛ କଟାଯାଇଥିଲା। ଗଛ କାଠଗଡ ସବୁ ଉଦ୍ୟାନ ମଧ୍ୟରେ ପଡି ରହିଥିଲା। ବୁଧବାରଠାରୁ ଏହି ଗଛ କାଠଗଡ…

ପାୱାରଟିଲର କେନ୍ଦ୍ରାପଡ଼ାରୁ ଯାଉଛି କୋଲକାତା

କେନ୍ଦ୍ରାପଡ଼ା ଅଫିସ, ୪ା୧୧:କେନ୍ଦ୍ରାପଡ଼ାର ଅର୍ଥନୀତି କୃଷିଭିତ୍ତିକ। ଜିଲା କୃଷିର ଉନ୍ନତି ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୃଷି ସାଜ ସରଞ୍ଜାମ କ୍ରୟଦରରେ ରିହାତି ଦେଉଛନ୍ତି। ଏହି ରିହାତି ଅର୍ଥ ଚାଷୀଙ୍କ କୃଷି ବିକାଶରେ ସହଯୋଗ କରିବ ବୋଲି ସରକାର ଲକ୍ଷ୍ୟ…

କେନ୍ଦ୍ରାପଡ଼ା କେନାଲର ଦାନପୁର ଲକ୍‌ ପୋଲ ବିପଦସଙ୍କୁଳ

ଡେରାବିଶ, ୪ା୧୧(ସ୍ବ.ପ୍ର.):ବ୍ରିଟିସ୍‌ ସରକାର ଅମଳରୁ ନୌବାଣିଜ୍ୟ କାରବାର ଓ ଜଳସେଚନ ସୁବିଧା ପାଇଁ ଡେରାବିଶ ବ୍ଲକ ଅଧୀନ ଦାନପୁରଠାରେ କେନ୍ଦ୍ରାପଡ଼ା ମୁଖ୍ୟ କେନାଲରେ ଲକ୍‌ ପୋଲ ନିର୍ମିତ ହୋଇଥିଲା। ଏହା ମଧ୍ୟରେ ୭୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ନୌବାଣିଜ୍ୟ କାରବାର…

ମରାମତି ସତ୍ତ୍ୱେ ପାଠପଢ଼ା ନେଇ ଅନିଶ୍ଚିତତା

ରଘୁନାଥପୁର,୪ା୧୧(ଡି.ଏନ୍‌.ଏ.):ରଘୁନାଥପୁର ବ୍ଲକ ରାଢଙ୍ଗ ଉଚ୍ଚ ବିଦ୍ୟାଳୟର ୩ ଶ୍ରେଣୀଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ଗତ ୫ ବର୍ଷ ତଳୁ ଉକ୍ତ ଗୃହରେ ଶିକ୍ଷାଦାନ ବନ୍ଦ ରହିଛି। ଗୋଟିଏ ଛାତ ତଳେ ଥିବା ଉକ୍ତ ଶ୍ରେୀଣୀଗୃହଗୁଡ଼ିକରୁ ଗୋଟିଏ ବଖରା ମରାମତି ସତ୍ତ୍ୱେ ଉକ୍ତ…

ବଢୁଛି ଡେଙ୍ଗୁ ରୋଗୀ ସଂଖ୍ୟା, ଲୋକେ ଭୟଭୀତ

ଜଗତ୍‌ସିଂହପୁର ଅଫିସ, ୪ା୧୧:ଜଗତସିଂହପୁର ଜିଲାରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢୁଛି। ଗତ ଜାନୁୟାରୀରୁ ଏପର୍ଯନ୍ତ ଏହି ସଂଖ୍ୟା ବଢି ୩୦୫ରେ ପହଞ୍ଚତ୍ଲାଣି । ଲୋକେ ସଚେତନ ନ ହେଲେ ପରିସ୍ଥିତି ବିଗିଡିବା ଆଶଙ୍କା ରହିଛି। ବିଶେଷକରି ପରିବେଶ ପରିଷ୍କାର ପରିଚ୍ଛନ୍ନ ରଖିବା…

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

ପୁରୀ ଅଫିସ,୪ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶୁକ୍ରବାରଠାରୁ ଶ୍ରୀକ୍ଷେତ୍ର ସମେତ ଶ୍ରୀମନ୍ଦିରରେ ପଞ୍ଚକ ନୀତି ଆରମ୍ଭ ହେବ। ପଞ୍ଚକର ପ୍ରଥମ ଦିନ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ବା ଠିଆକିଆ ବେଶ ଅନୁଷ୍ଠିତ ହେବ। ଅବକାଶ…

ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡାନ ଆଜି

ଝାରସୁଗୁଡ଼ା ଅଫିସ,୪।୧୧: ଝାରସୁଗୁଡ଼ା ଭିଏସ୍‌ଏସ୍‌ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?