ଦଳୀୟ ପୋଷ୍ଟର ଲାଗିଥିବା ଗାଡ଼ିରେ ଭୋଟ ଦେବାକୁ ଆସିଲେ ଅବନ୍ତୀ
ଭଦ୍ରକ ଅଫିସ,୪।୧୧:ବିଜେଡି ପ୍ରାର୍ଥିନୀ ଅବନ୍ତୀ ଦାସ ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଦେବାକୁ କଁାପଡ଼ା ମତଦାନ କେନ୍ଦ୍ରକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ସହ ବିଜେଡିର ଶଙ୍ଖ ଚିହ୍ନ ପୋଷ୍ଟର ଲାଗିଥିବା ଗାଡ଼ିରେ ସେ ବୁଥ୍କୁ ଆସିଥିବାରୁ ବିବାଦ ଦେଖାଦେଇଛି।…
ରାୟଗଡ଼ାରେ ପ୍ରାଚୀନ ଗୁମ୍ଫା, ପଥରର ସନ୍ଧାନ
ରାୟଗଡ଼ା ଅଫିସ,୪ା୧୧: ରାୟଗଡ଼ା ସହର ନିକଟବର୍ତ୍ତୀ ଅଞ୍ଚଳରେ ପ୍ରାଚୀନ ସଭ୍ୟତାର ସନ୍ଧାନ ମିଳିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗର ପିଏଚ୍.ଡି. ଛାତ୍ର ଲୋକେଶ ଦୁର୍ଗା ଏବଂ ସ୍ବାଧୀନ ଭାବେ ଗବେଷଣା କରୁଥିବା ତାଙ୍କର ୨ ସହଯୋଗୀ ଦମୟନ୍ତୀ ବାଗ ଏବଂ ପ୍ରତାପ…
ଧଳାସୁନାରେ କୀଟ
ବଲାଙ୍ଗୀର ଅଫିସ, ୪ା୧୧:ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଦୀର୍ଘବର୍ଷ ହେଲା ଚାଷୀ ଉତ୍ସାହିତ ହୋଇ ଅର୍ଥକରୀ କପାଚାଷ କରୁଛନ୍ତି। ଧଳାସୁନାର ଅଞ୍ଚଳ ଭାବେ ପରିଚିତ ଏହି ଇଲାକାର ଅନୁକୂଳ ଜଳବାୟୁ ଏବଂ ଭୂମିରୂପ କପାକୁ ସୁହାଉଛି। ଏଠାକାର ଉତ୍କୃଷ୍ଟ…
ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ
ଝାରସୁଗୁଡ଼ା ଅଫିସ,୩ା୧୧: ବହୁଚର୍ଚ୍ଚିତ କଳ୍ପନା ଦାସ ଓ ତାଙ୍କ ଝିଅ ବବ୍ଲି ଦାସ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଓକିଲ ସର୍ମତ ସିଂହ ମାରହାସ ଏହି ସୂଚନା ଦେଇଛନ୍ତି…
ପଟ୍ଟାଙ୍ଗୀରେ ମାଓବାଦୀ ପୋଷ୍ଟର
ପଟ୍ଟାଙ୍ଗୀ,୩ା୧୧(ଡି.ଏନ.ଏ.): ଆନ୍ଧ୍ର ସୀମାନ୍ତ କୋରାପୁଟ ଜିଲା ପଟ୍ଟାଙ୍ଗୀ ଅଞ୍ଚଳରେ ଗୁରୁବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ମାଓବାଦୀ ବ୍ୟାନର ଲାଗିବା ଅଞ୍ଚଳର ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ମିଳିଥିବା ସୂଚନା ମୁତାବକ, ଏହି…
ନିଜକୁ ଗୁଳିକରି ଜୀବନ ହାରିଲେ ଯବାନ
ମାଲକାନଗିରି,୩।୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଗୁରୁବାର ଜଣେ ଯବାନ ନିଜ ରାଇଫଲରୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୋହକାମେଟା ପୋଲିସ ଷ୍ଟେସନରେ କାର୍ଯ୍ୟରତ ହେଡ କନଷ୍ଟେବଳ ଅରୁଣ ଉଇକେ। ସେ ଧମତାରୀ ଜିଲାର ସିହାୱା…
୨୫ରୁ ଜିଲାରେ ଧାନ ସଂଗ୍ରହ ଆରମ୍ଭ
ସମ୍ବଲପୁର,୩ା୧୧(ବ୍ୟୁରୋ): ସମ୍ବଲପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ରବି ଧାନ ସଂଗ୍ରହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅନନ୍ୟା ଦାସ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାର କୁଚିଣ୍ଡା ଓ ରେଢାଖୋଲ ଉପଖଣ୍ଡରେ ଡିସେମ୍ବର ମାସରେ ପର୍ଯ୍ୟାୟକ୍ରମେ ଧାନ କ୍ରୟକେନ୍ଦ୍ର…
୪ରୁ ଝାରସୁଗୁଡ଼ା ଦେଇ ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡ଼ାନ
ଝାରସୁଗୁଡ଼ା ଅଫିସ,୩ା୧୧- ଝାରସୁଗୁଡ଼ା ଭିଏସ୍ଏସ୍ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…
ଗାଧୋଇବାକୁ ଆସି କେନାଲରେ ଭାସିଗଲେ ଯୁବକ
କୋକସରା,୩।୧୧(ଡି.ଏନ୍.ଏ.): ଗାଧୋଇବାକୁ ଆସି ଜଣେ ଯୁବକ ଇନ୍ଦ୍ରାବତୀ ବାମ କେନାଲରେ ଭାସି ଗୁରୁବାର ନିଖୋଜ ହୋଇଯାଇଥିବା ଜଣାପଡିଛି। ଦମକଳ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହଲ ପଞ୍ଚାୟତ ନୂଆପଡ଼ା ଗ୍ରାମର ଦେବେନ୍ଦ୍ର ବାଗ(୨୫)…
ଆଜବେଷ୍ଟସ ଭାଙ୍ଗି ଲକ୍ଷାଧିକ ଟଙ୍କାର ଦାମୀ ମୋବାଇଲ, ନଗଦ ଟଙ୍କା ଲୁଟ୍
କୋକସରା,୩।୧୧(ଡି.ଏନ୍.ଏ.): କୋକସରା ବସ୍ଷ୍ଟାଣ୍ଡରେ ଥିବା ମହାପାତ୍ର ଫେନ୍ସି ଦୋକାନ ଆଜବେଷ୍ଟସ ଭାଙ୍ଗି ବୁଧବାର ବିଳମ୍ବିତ ରାତିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସହ ନଗଦ ଟଙ୍କା ଲୁଟି ନେଇଛନ୍ତି। ଏହି ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।…
ବାଇକ୍ ସହ ବାଇକ୍ ମୁହାଁମୁହିଁ ଧକ୍କା : ୨ ଗୁରୁତର
ଦିଗପହଣ୍ଡି,୩।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟ ରାସ୍ତାରେ ଥିବା ପଦ୍ମନାଭପୁର ବନ୍ଧ ନିକଟରେ ଗୁରୁବାର ବାଇକ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସେମାନେ ହେଲେ ପେଣ୍ଡୁରାବାଡି ଗ୍ରାମର ଅଞ୍ଚଳ ପଣ୍ଡା…
ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଲେ ପ୍ରଧାନଶିକ୍ଷକ, ଉତ୍ତ୍ୟକ୍ତ ହୋଇ ସ୍କୁଲ ଘେରିଲେ ଗ୍ରାମବାସୀ
କୋରୁକୋଣ୍ଡା,୩।୧୧(ଡି.ଏନ.ଏ): ପ୍ରଧାନଶିକ୍ଷକଙ୍କ ମାଡରେ ଛାତ୍ରୀଛାତ୍ର ଆହତ। ଉତ୍ତ୍ୟକ୍ତ ହୋଇ ବିଦ୍ୟାଳୟ ଘେରିଲେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମଟାପାଲ୍ଲୀ ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ…

