ଆମ ଜିଲା ଖବର

ଶ୍ରମିକ ବଦଳରେ ମେଶିନ

ବଇଣ୍ଡା, ୨।୧୧(ଡି.ଏନ୍‌.ଏ.): ଗ୍ରାମାଞ୍ଚଳର ଶ୍ରମଜୀବୀଙ୍କୁ କର୍ମ ନିୟୋଜନ ଯୋଗାଇ ଦେବାକୁ କେନ୍ଦ୍ର ସରକାର ଆରମ୍ଭ କରିଛନ୍ତି ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)। ସଡ଼କ, ଚାରାରୋପଣ, ପୋଖରୀ ଖନନ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଲାଗି ଏହି…

କଟରଙ୍ଗ ବିସ୍ଥାପିତଙ୍କ ଆମରଣ ଅନଶନ

ଅନୁଗୋଳ ଅଫିସ, ୨।୧୧: ବିସ୍ଥାପନ ପ୍ୟାକେଜରୁ ବଞ୍ଚତ୍ତ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର କଟରଙ୍ଗ ଗ୍ରାମବାସୀଙ୍କ ମଧ୍ୟରେ ଥିବା ପୁଞ୍ଜୀଭୂତ ଅସନ୍ତୋଷ ଉଗ୍ର ରୂପ ନେଇଛି। ଏହାର ପ୍ରତିବାଦରେ ୨୯ ବିସ୍ଥାପିତ ପରିବାର ସାତକୋଶିଆ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଆମରଣ…

ଗୋପାଳପୁର ରାଜନୀତିରେ ବଢୁଛି ଉଷ୍ମତା

ଗୋପାଳପୁର,୨।୧୧(ଡି.ଏନ.ଏ.)ଗୋପାଳପୁର ନିର୍ବାଚନ ମଣ୍ଡଳୀକୁ ନେଇ ଗତ କିଛି ଦିନ ହେଲା ରାଜ୍ୟ ରାଜନୀତିରେ ଉଷ୍ଣତା ବଢ଼ିଚାଲିଛି। ବିଜେଡ଼ି ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ.ଗୋପବନ୍ଧୁ ଦାସ ଏହି ନିର୍ବାଚନ ମଣ୍ଡଳୀର ମଙ୍ଗ ଧରିଛନ୍ତି। ଜନସମ୍ପର୍କ ପଦଯାତ୍ରା କରି ରାଜ୍ୟ ସରକାରଙ୍କ ବିଭିନ୍ନ…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଳିଗଲେ ଯୁକ୍ତ ଦୁଇ ଛାତ୍ର

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ,୨।୧୧: କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଜୁଣ ଛକରେ ଥିବା ଏକ କୋଚିଂ ସେଣ୍ଟରରେ ମଙ୍ଗଳବାର ବିଳମ୍ବିତ ରାତିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପିନାଥପୁର ଗ୍ରାମର ଦେବୀ ପ୍ରସାଦ ଦାସ। ସେ…

୧୦ରେ ବିଏମ୍‌ସି ଭାଙ୍ଗିବ ଗିରି ମାର୍କେଟ କୋଠା

ବ୍ରହ୍ମପୁର ଅଫିସ,୨।୧୧: ବ୍ରହ୍ମପୁର ସହରର ବହୁ ପୁରାତନ ୫୦ ବର୍ଷ ପୁରୁଣା ଗିରି ମାର୍କେଟ କୋଠା ଆସନ୍ତା ୧୦ ତାରିଖରେ ଭଙ୍ଗା ଯିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ନିଷ୍ପତ୍ତି ହୋଇଥିବା ବିଏମ୍‌ସି ଡେପୁଟି କମିଶନର ନୀଳମାଧବ ଭୋଇ ସୂଚନା ଦେଇଛନ୍ତି।…

ଋଷିକୁଲ୍ୟାରେ ଆରମ୍ଭ ହେଲା ଅଲିଭ ରିଡ୍‌ଲେ ସୁରକ୍ଷା ଅଭିଯାନ

ଗଞ୍ଜାମ,୨।୧୧(ଡି.ଏନ.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣରେ ପ୍ରତିବର୍ଷ ପରି ଚଳିତ ବର୍ଷ ନଭେମ୍ବର ୧ ତାରିଖରୁ ଅଲିଭ ରିଡଲେ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ପୂର୍ବାହ୍ନରେ ବ୍ରହ୍ମପୁର ଡିଏଫ୍‌ଓ ଅମ୍ଲାନ କୁମାର ନାୟକ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ…

କନ୍ଧମାଳର ୪ ବ୍ଲକ୍‌ରେ ହେବ କଫିଚାଷ

ଫୁଲବାଣୀ ଅଫିସ,୨।୧୧: କନ୍ଧମାଳ ଜିଲାରେ କଫିଚାଷ ପାଇଁ ଅନୁକୂଳ ପରିବେଶ ରହିଛି। ଜିଲାର କେବଳ ଦାରିଙ୍ଗବାଡିରେ କଫିଚାଷ ହେଉଥିଲା। ଏବେ ଅନ୍ୟ ୪ଟି ବ୍ଲକ ଜି.ଉଦୟଗିରି, ରାଇକିଆ, କ.ନୂଆଗାଁ ଏବଂ ଟିକାବାଲିରେ ଏହି ଚାଷ ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।…

ସରିଲା ପ୍ରଚାର: ଦ୍ୱନ୍ଦ୍ୱରେ ପ୍ରାର୍ଥୀ

ଧାମନଗର,୨ା୧୧(ଡି.ଏନ.ଏ.): ଧାମନଗର ଉପନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମଇଦାନରେ ୫ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଥିଲେ ହେଁ ମୁଖ୍ୟତଃ ଧାମନଗର ମଙ୍ଗ ଧରିବା ପାଇଁ ବିଜେଡି ଓ ଭାଜପା ମଧ୍ୟରେ କଡ଼ା ଟକ୍କର ଚାଲିଛି। କିନ୍ତୁ ବିଜେଡି ଟିକେଟରୁ ବଞ୍ଚିତ…

କୃଷକ ପରାମର୍ଶ କେନ୍ଦ୍ର ପାଲଟିଛି ଭୂତକୋଠି

କୁଆମରା,୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ସଦର ମହକୁମା ସାନଖୁଣ୍ଟା ପଞ୍ଚାୟତର ଚତୁର୍ଶିଳା ମୌଜାରେ ୨୦୧୯ରେ କୃଷକଙ୍କ ସ୍ବାର୍ଥ ଲାଗି ନିର୍ମାଣ ହୋଇଥିବା କୃଷକ ପରାମର୍ଶ କେନ୍ଦ୍ର ଏବେ ଭୂତକୋଠି ପାଲଟିଛି। ୪ଲକ୍ଷ ୪୪ହଜାର ଟଙ୍କା ଅଟକଳର କୃଷି ଓ…

ପେଣ୍ଠ ବେଳାଭୂମିରେ ପୁଣି ହେବ ଇକୋ ରିଟ୍ରିଟ୍‌

ରାଜନଗର, ୨ା୧୧(ଡି.ଏନ.ଏ.): ଭିତରକନିକାକୁ କିପରି ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଆସିବେ ସେ ନେଇ ରାଜ୍ୟ ସରକାର ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି। ୨୦୨୦ରେ ପ୍ରଥମଥର ପାଇଁ ଭିତରକନିକାର ନଳିତାପାଟିଆଠାରେ ଇକୋ ରିଟ୍ରିଟ ଅନୁଷ୍ଠିତ ହୋଇଥିଲା। ୮୨ଦିନ ଧରି ଏହି…

ବିଭ୍ରାନ୍ତିକର ତଥ୍ୟ ଦେଇ ଅର୍ଥ ଆଦାୟ

ଖଇରା, ୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ରାଜସ୍ବ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନରେ ପୂର୍ବରୁ ଖଣି ବ୍ୟବହାର କରୁଥିବା ଲିଜଧାରୀଙ୍କୁ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ ପୂର୍ବକ ବେଆଇନ ଅର୍ଥ ଆଦାୟକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି…

ବାହାର ନେତାଙ୍କୁ ଧାମନଗର ନିର୍ବାଚନମଣ୍ଡଳୀ ଛାଡ଼ିବାକୁ ନିର୍ଦ୍ଦେଶ

ଭଦ୍ରକ ଅଫିସ,୨ା୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ ଏରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?