ଆମ ଜିଲା ଖବର

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ ସମିତି (LAMPCS)ର ପରିଚାଳନା ନିଦ୍ଦେଶକ ତାରିଣୀ ପ୍ରସାଦ ତ୍ରିପାଠୀଙ୍କୁ ଗିରଫ କରିଛି। ତ୍ରିପାଠୀଙ୍କ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ ଚୁଆକୁ ଆସି ପାଣି ପିଉଥିବାବେଳେ କୁକୁରମାନଙ୍କ ଆକ୍ରମଣରେ କୁଟରାଟି ରକ୍ତାକ୍ତ ହୋଇଥିଲା। ସ୍ଥାନୀୟ…

ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…

ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ମୌଳିକ ସମସ୍ୟା, ଯେପରିକି ପାନୀୟ ଜଳ, ଗମନାଗମନ ଓ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ ଓ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଶୁକ୍ରବାର ଶୁଭ ଉଦ୍‌ଘାଟନ କରିଛନ୍ତି।…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର ଶୁଭ ଉଦଘାଟନ ହୋଇଯାଇଛି । ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର ଫ୍ୟାନରେ ଫାଶି ଲଗାଇ ଆତ୍ମାହତ୍ୟାର କରିଛନ୍ତି। ସୂଚନା ଅନୁଯାୟୀ ଜିତେନ୍ଦ୍ର ସାହୁ ଦୀର୍ଘ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ସୁଦୂର ସୁରତରେ ରହି କାମ କରୁଥିବା ସମୟରେ ହଠାତ୍‌ ଗୁରୁତର…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା ଅନୁଷ୍ଠିତ: ଏକର ପିଛା ଏତେ କୋଟି ଦାବି କଲେ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନାପଶୀ ଓ ଚେମେଣା ପଞ୍ଚାୟତରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ଗୋଡି ପୋଖରୀ ଗ୍ରାମରେ ଶିବମନ୍ଦିର ପାଖ ପଡ଼ିଆ ଗ୍ରାମସଭା ଅନୁଷ୍ଠିତ ହେଉଛି। ଆୟୋଜିତ ଗ୍ରାମ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି । ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହାତ ହୋଇଛନ୍ତି ।…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଏହି ସମୟରେ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ,ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ,ବିଧାୟକ ପ୍ରତିନିଧି…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ୧୬ନଂ ଜାତୀୟ ରାଜପଥ କୁଆଖିଆ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କୁ ପୋଲିସ ଗିରଫ ପରେ ସର୍ତ୍ତମୂଳକ ଜାମିନରେ ଛାଡ଼ିଛି। ବୁଧବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?