ସ୍ବେଚ୍ଛାସେବୀ ସଂସ୍ଥା ଗୃହରେ ପଢ଼ାଇବାକୁ ମନା କଲେ କର୍ତ୍ତୃପକ୍ଷ
ମହାକାଳପଡ଼ା,୨ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ବଉଳକଣି ପଞ୍ଚାୟତର ଟାଙ୍କୀବେଲାରି (ଖ୍ରୀଷ୍ଟିଆନପଡ଼ା) ଗ୍ରାମ ସ୍ଥିତ ହଗପାଟଣା ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ ଅଧାପନ୍ତରିଆ ହୋଇ ରହିଛି। ବିଦ୍ୟାଳୟ ପିଲାମାନେ ନିକଟ ସେଚ୍ଛାସେବୀ ସଂସ୍ଥା ୟଙ୍ଗ ମେନ୍ ଖ୍ରୀଷ୍ଟିଆନ ଆସୋସିଏଶନ୍…
‘ଅରୁଆ’, ‘ଛାତ’ ଯୋଜନାରେ ବଢ଼ିବ ଭୂତଳ ଜଳ
ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୨ା୧୧: ରାଜ୍ୟର ୧୮ ଜିଲାର ୫୨ ବ୍ଲକରେ ଭୂତଳ ଜଳ ହ୍ରାସ ପରିମାଣ ସର୍ବାଧିକ । ଏଥିରେ ଖୋର୍ଦ୍ଧା, ଯାଜପୁର ଓ ବାଲେଶ୍ୱର ଜିଲା ଆଗରେ ରହିଛି। ଗ୍ରାଉଣ୍ଡ ୱାଟର ରିସୋର୍ସ ଏସେସ୍ମେଣ୍ଟ(ଜିଡବ୍ଲ୍ୟୁଆର୍ଏ)-୨୦୨୦ ରିପୋର୍ଟରେ ଏହା ସ୍ପଷ୍ଟ…
‘ଦୁର୍ନୀତିଗ୍ରସ୍ତଙ୍କୁ ସମର୍ଥନ କରିବା ଉଚିତ ନୁହେଁ’
ଜଗତ୍ସିଂହପୁର ଅଫିସ, ୨ା୧୧: ଦୁର୍ନୀତି ଓ ବିକାଶ ଏକ ସଙ୍ଗରେ ଯାଇପାରିବେ ନାହିଁ। ଦୁର୍ନୀତି ମଣିଷର ସହଜାତ ପ୍ରବୃତ୍ତିରେ ପରିଣତ ହୋଇଛି। ସମାଜ ଓ ପରିବାର ପରୋକ୍ଷରେ ଏଥିପାଇଁ ଦାୟୀ। ଦୁର୍ନୀତିଗ୍ରସ୍ତ ଲୋକଙ୍କୁ ପରିବାର ଓ ସମାଜ ସମର୍ଥନ ବା ପ୍ରୋତ୍ସାହନ…
ଏଥର ବାଲିଯାତ୍ରାରେ ଲାଇଟ୍ ଆଣ୍ଡ୍ ସାଉଣ୍ଡ୍ ଶୋ
କଟକ ଅଫିସ, ୨ା୧୧- ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ପ୍ରଥମଥର ଲେଜର ଲାଇଟ୍ ଶୋ ବ୍ୟବସ୍ଥା କରାଯାଇଛି। ଏଥିରେ ଲାଇଟ୍ ଆଣ୍ଡ୍ ସାଉଣ୍ଡ୍ ବ୍ୟବହାର କରାଯାଇ କଟକର…
ଫଟା ପାଇପ୍ରୁ ପାଣି ନେଉଛନ୍ତି ଗ୍ରାମବାସୀ
କଣାସ,୨।୧୧(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ବର୍ଷାସାରା ପାନୀୟ ଜଳ ସମସ୍ୟା ଲାଗି ରହିଛି। ରାଜ୍ୟ ସରକାରଙ୍କ ପାନୀୟ ଜଳ ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ କେତୋଟି ଗ୍ରାମପଞ୍ଚାୟତରେ ହାତ ଗଣତି ଭାବେ ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ଅନେକ…
ସ୍କୁଲ ରୋଷେଇ ଘରେ ତାଲା ପକାଇଲେ ମହିଳା ଗୋଷ୍ଠୀ
ଗୋପ,୨।୧୧(ଡି.ଏନ୍.ଏ.): ଦୀର୍ଘବର୍ଷ ଧରି ଗୋପ ବ୍ଲକ ଅନ୍ତର୍ଗତ ପୟରା ପଞ୍ଚାୟତର ହେଲାରି ଜମରା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ରଙ୍କ ଲାଗି ମଧ୍ୟାହ୍ନଭୋଜନ ରୋଷେଇ କରୁଥିବା ମହିଳା ଗୋଷ୍ଠୀଙ୍କଠାରୁ ଦାୟିତ୍ୱ ଛଡ଼ାଇ ନେବା ପରେ ମଙ୍ଗଳବାର ଗୋଷ୍ଠୀର ମହିଳାମାନେ ରୋଷେଇ ଘରେ ତାଲା ପକାଇ…
ଆଜି ପବିତ୍ର ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ
ପୁରୀ ଅଫିସ,୨।୧୧: ଆଜି ପବିତ୍ର ଅଁଳା ନବମୀ। ୨ ବର୍ଷ ପରେ ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ। ଲମ୍ବା ଧାଡ଼ିରେ ଯାଇ ଶ୍ରଦ୍ଧାଳୁମାନେ ରାଧାପାଦ ଦର୍ଶନ କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ୨୦…
ବୀମା କ୍ଷତିପୂରଣ ନ ଦେଲେ ଭୋଟ୍ରେ ଜବାବ ଦେବୁ
ପଦ୍ମପୁର,୨।୧୧(ଡି.ଏନ.ଏ.): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଦେଶ ଅମୃତ ମହୋତ୍ସବ ପାଳନ କରୁଛି। ଅଥଚ ଦେଶର ଚାଷୀମାନେ ଆଜି ମଧ୍ୟ ଶୋଷିତ, ଋଣଗ୍ରସ୍ତ ଏବଂ ଅବହେଳିତ ଅବସ୍ଥାରେ ରହିଛନ୍ତି। କୃଷକଙ୍କ ବୃତ୍ତି ଓ ଭବିଷ୍ୟତ ପୁଞ୍ଜିପତିଙ୍କ ହାତରେ ବନ୍ଧା ପଡ଼ିଛି। ସରକାରଙ୍କ…
ସ୍ମାର୍ଟକେମ୍ କମ୍ପାନୀ କାର୍ଯ୍ୟକୁ ବିରୋଧ ଜାରି
ଛତ୍ରପୁର,୨ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଲୀ ଗ୍ରାମ ନିକଟରେ ଟାଟା କମ୍ପାନୀର ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ୍ ଟେକ୍ନୋଲୋଜି ନାମକ ଏକ କାରଖାନା ନିର୍ମାଣକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି। ପ୍ରକଳ୍ପ ସ୍ଥଳରେ ସୋମବାର ଭଳି ମଙ୍ଗଳବାର ମଧ୍ୟ…
ନୂଆପଡ଼ାରେ ବାଘ ଆତଙ୍କ
ନୂଆପଡ଼ା ଅଫିସ,୨।୧୧: ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ନୂଆପଡା ସଦର ବ୍ଲକ କେନ୍ଦୁବାହାରା ପଞ୍ଚାୟତ ଜାମୁରସାଲେଭଟା ଗ୍ରାମରେ ସୋମବାର ରାତିରେ ଦେଓସିଂ ମାଝିଙ୍କ ଏକ ବଳଦକୁ ଗୁହାଳରୁ ଟାଣି ନେଇ କଲରାପତରିଆ ବାଘ…
ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ପରଲୋକ
ବାଲିକୁଦା,୨ା୧୧(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ବ୍ଲକ ଅରିଲୋ ପଞ୍ଚାୟତ ଭଗବାନ ସିଣ୍ଢୋଳ ଗଁାର ବୟୋଜ୍ୟେଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ସୋମବାର ବିଳମ୍ବିତ ରାତିରେ କଟକ ବଡ଼ ଡାକ୍ତରଖାନାରେ ପରଲୋକ ଘଟିଛି। ତାଙ୍କୁ ୧୦୫ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ କାରଣରୁ ଗତ…
ଗେଷ୍ଟ ହାଉସରେ ଦେହବେପାର: ୧୨ ଗିରଫ
ବ୍ରହ୍ମପୁର ଅଫିସ,୨ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ନିକଟ ଟାଟାବେଞ୍ଜ ଛକରେ ଥିବା ତୁଲସୀ ଗେଷ୍ଟ ହାଉସ୍ ରୁମ୍ ନମ୍ବର ୧୪,୧୬ ଓ ୧୭ରେ ଦେହ ବେପାର ହେଉଥିଲା। ଖବର ପାଇ ବ୍ରହ୍ମପୁର ଏସ୍ପି ଡା. ଶ୍ରବଣ ବିବେକ ଏମ୍ଙ୍କ ନେତୃତ୍ୱରେ ସୋମବାର…

