ଆମ ଜିଲା ଖବର

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ପରଲୋକ

ବାଲିକୁଦା,୨ା୧୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅରିଲୋ ପଞ୍ଚାୟତ ଭଗବାନ ସିଣ୍ଢୋଳ ଗଁାର ବୟୋଜ୍ୟେଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ସୋମବାର ବିଳମ୍ବିତ ରାତିରେ କଟକ ବଡ଼ ଡାକ୍ତରଖାନାରେ ପରଲୋକ ଘଟିଛି। ତାଙ୍କୁ ୧୦୫ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ କାରଣରୁ ଗତ…

ଗେଷ୍ଟ ହାଉସରେ ଦେହବେପାର: ୧୨ ଗିରଫ

ବ୍ରହ୍ମପୁର ଅଫିସ,୨ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ନିକଟ ଟାଟାବେଞ୍ଜ ଛକରେ ଥିବା ତୁଲସୀ ଗେଷ୍ଟ ହାଉସ୍‌ ରୁମ୍‌ ନମ୍ବର ୧୪,୧୬ ଓ ୧୭ରେ ଦେହ ବେପାର ହେଉଥିଲା। ଖବର ପାଇ ବ୍ରହ୍ମପୁର ଏସ୍‌ପି ଡା. ଶ୍ରବଣ ବିବେକ ଏମ୍‌ଙ୍କ ନେତୃତ୍ୱରେ ସୋମବାର…

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

କଟକ ଅଫିସ,୨ା୧୧: କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ ଜଣେ ଯୁବକଙ୍କ ଏକତରଫା ପ୍ରେମର କରୁଣ ପରିସ୍ଥିତି ମଙ୍ଗଳବାର ଦେଖିବାକୁ ମିଳିଛି। ସମ୍ପୃକ୍ତ ଯୁବକଙ୍କ ଛୁରାମାଡ଼ରେ ଜଣେ ଇଞ୍ଜିନିୟରିଂ ଛାତ୍ରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ଲାଗି ତାଙ୍କୁ ସ୍ଥାନୀୟ ମହୀଧରପଡ଼ା…

ଡିଭାଇଡର୍‌ରେ ପିଟି ହେଲା ବାଇକ୍‌: ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ ,୧।୧୧: ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବ୍ରହ୍ମପୁର-ହିଞ୍ଜିଳିକାଟୂ ଜାତୀୟ ରାଜପଥ ନଂ ୫୭ ଅନ୍ତର୍ଗତ ମକରଝୋଳ ଗ୍ରାମ ରାସ୍ତା ନିକଟ ଡିଭାଇଡରେ ପିଟି ହେବା ଫଳରେ ମଙ୍ଗଳବାର ସଂଧ୍ୟାରେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗଜପତି ଜିଲା…

ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

କଟକ ଅଫିସ,୧ା୧୧: ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼ କଲେ ଯୁବକ। ଏଥିରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏଭଳି ଘଟଣା କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ…

୧୪ ବର୍ଷ ଜେଲଦଣ୍ଡ ଭୋଗି ଘରକୁ ଫେରିଥିଲେ, ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କୁ କଲେ ହତ୍ୟା

ବେତନଟୀ,୧।୧୧(ସ୍ବ.ପ୍ର.): ସମ୍ପର୍କୀୟକୁ ହତ୍ୟା କରି ଭୋଗିଥିଲେ ୧୪ ବର୍ଷ ଜେଲଦଣ୍ଡ । ଚାରି ମାସ ତଳେ ଘରକୁ ଫେରି ପୁଣି ସ୍ତ୍ରୀଙ୍କୁ ନିର୍ମମ ଭାବେ କରିଛନ୍ତି ହତ୍ୟା। ଏଭଳି ଚାଞ୍ଚଲ୍ୟକାର ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ…

୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବଡ଼ବିଲ, ୧ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅଞ୍ଚଳରେ ଏକ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରୁଗୁଡି ପୋଲିସ ଏନେଇ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରୁଗୁଡି…

ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୧୧-ପାଣି ମୋଟର ଚାଲୁ କରିବାକୁ କହିବାରୁ ଦମ୍ପତିିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଉକ୍ତ ଅଭିଯୋଗକୁ ଆଧାର କରି ବଡବଜାର ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଶାସ୍ତ୍ରୀନଗର ୪ର୍ଥ ଲେନ୍‌ରେ ରହୁଥିବା ନରସିଂହ ଦାସ। ପୋଲିସ ଅଭିଯୁକ୍ତଙ୍କଠାରୁ…

ଗେଷ୍ଟ ହାଉସରେ ଚାଲିଥିଲା ଦେହ ବେପାର ୩ ଯୁବତୀ ଉଦ୍ଧାର, କିଙ୍ଗ୍‌ପିନ୍‌ ସମେତ ୧୨ ଗିରଫ

ବ୍ରହ୍ମପୁର ଅଫିସ,୧ା୧୧-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ନିକଟ ଟାଟାବେଞ୍ଜ ଛକରେ ଥିବା ତୁଲସୀ ଗେଷ୍ଟ ହାଉସ୍‌ ରୁମ୍‌ ନମ୍ବର ୧୪,୧୬ ଓ ୧୭ରେ ଦେହ ବେପାର ହେଉଥିଲା। ଖବର ପାଇ ବ୍ରହ୍ମପୁର ଏସ୍‌ପି ଡା. ଶ୍ରବଣ ବିବେକ ଏମ୍‌ଙ୍କ ନେତୃତ୍ୱରେ ସୋମବାର ରାତିରେ…

ବୋହି ନେବାକୁ ବସିଥିଲେ ମନ୍ଦିରର ହୁଣ୍ଡି

ପାତ୍ରପୁର,୧ା୧୧(ଡି.ଏନ.ଏ): ଜରଡ଼ା ଥାନା ତୁରୁବୁଡି ପଞ୍ଚାୟତ ନୂଆଗଡଠାରେ ଥିବା କୁରେଇଶୁଣିଙ୍କ ହୁଣ୍ଡି ସୋମବାର ରାତିରେ ଚୋରମାନେ ଚୋରି ଉଦ୍ୟମ କରି ବିଫଳ ହୋଇଛନ୍ତି। ମଙ୍ଗଳବାର ପୀଠରୁ ହୁଣ୍ଡି ଚୋରୀ ଉଦ୍ୟମ ନେଇ ଗ୍ରାମବାସୀ ଖାରିଆଗୁଡ଼ା ଫାଣ୍ଡିରେ ଏତଲା ଦେଇଛନ୍ତି। ଗତ ରାତ୍ର…

ବାହାର ନେତାଙ୍କୁ ଧାମନଗର ଛାଡ଼ିବାକୁ ନିର୍ଦ୍ଦେଶ

ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ ଏରିଆ…

ସରିଲା ପ୍ରଚାର: ୩ରେ ଉପନିର୍ବାଚନ

ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ଯୋରଦାର ପ୍ରଚାର ହୋଇଥିଲା। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ ହେଭିଓ୍ବେଟ ଓହ୍ଲାଇଥିଲେ। ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ୬ ତାରିଖରେ ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?