ଆମ ଜିଲା ଖବର

ଫ୍ଲାଏ ଓଭର କାମ ନିମ୍ନମାନର

ବଇଣ୍ଡା,୩୧।୧୦(ଡି.ଏନ.ଏ): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ବ୍ଲକ ବଇଣ୍ଡାଠାରେ ଫ୍ଲାଏ ଓଭର ବ୍ରିଜ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଅଞ୍ଚଳବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ରବିବାର ଫ୍ଲାଏ ଓଭର ବ୍ରିଜ୍‌…

ପର୍ଯ୍ୟଟନର ନୂଆ ସମ୍ଭାବନା ‘ଗଦଗଦି’

ଢେଙ୍କାନାଳ ଅଫିସ, ୩୧।୧୦: ପର୍ଯ୍ୟଟନ ସମ୍ଭାରରେ ଭରପୂର ଢେଙ୍କାନାଳ। ଜିଲାର ପ୍ରାକୃତିକ ଶୋଭାରାଜି ଯେତିକି ମନୋରମ, ସେତିକି ସମୃଦ୍ଧ ଏଠାକାର ପ୍ରାଚୀନ କୀର୍ତ୍ତିରାଜି। କପିଳାସ, ସପ୍ତଶଯ୍ୟା, ମହିମା ଧର୍ମପୀଠ ଯୋରନ୍ଦା, କୁଆଲୋ ଅଷ୍ଟଶମ୍ଭୁ, ସରାଙ୍ଗ ଅନନ୍ତଶୟନ ଭଳି ପର୍ଯ୍ୟଟନସ୍ଥଳୀ ବର୍ଷତମାମ ପର୍ଯ୍ୟଟକଙ୍କୁ…

ଜାତୀୟ ରାଜପଥ ମରଣଯନ୍ତା

ବାଲେଶ୍ୱର ଅଫିସ,୩୧ା୧୦: ଭଦ୍ରକ-ବାଲେଶ୍ୱର ସେକ୍‌ସନ ୧୬ନଂ. ଜାତୀୟ ରାଜପଥରେ ୬ ଥାକିଆ ରାସ୍ତା ପାଇଁ ଏନ୍‌ଏଚ୍‌ଏଆଇ ପକ୍ଷରୁ ରାସ୍ତାର ସମ୍ପ୍ରସାରଣ କାମ ଚାଲିଛି। ଚେନ୍ନାଇଠାରୁ କୋଲକାତାକୁ ସଂଯୋଗ କରୁଥିବା ଏହି ରାଜପଥର ବାଲେଶ୍ୱର ଜିଲା ଏବେ ସବୁଠୁ ବିପଦସଙ୍କୁଳ। ପ୍ରତିଦିନ ଏକାଧିକ…

୧୦ ଦିନରେ ଗଲାଣି ୪ ଜୀବନ

ସୋରଡା,୩୧ା୧୦(ଡି.ଏନ୍‌.ଏ.): ସୋରଡ଼ା ଥାନା ଅଞ୍ଚଳରେ ଦ୍ରୁତ ଗାଡିଚାଳନା ସମସ୍ୟା ସୃଷ୍ଟି କରୁଛି। ନାବାଳକ ତଥା ଅନଭିଜ୍ଞମାନେ ଦ୍ରୁତ ଗତିରେ ବାଇକ୍‌ ଚଲାଉଥିବାରୁ ଦୁର୍ଘଟଣା ବଢ଼ୁଛି। ବିଶେଷକରି ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଠାରୁ ସୋରଡା ଦେଇ ପିପଳପଙ୍କା ପର୍ଯ୍ୟନ୍ତ ଜାତୀୟ ରାଜପଥରେ…

ଗଡ଼ ଦଖଲ ପାଇଁ ପ୍ରଚାର ଲଢ଼େଇ

ଭଦ୍ରକ ଅଫିସ/ଧାମନଗର(ଡି.ଏନ୍‌.ଏ.),୩୧।୧୦: ଧାମନଗର ଉପନିର୍ବାଚନ ଆଉ ମାତ୍ର ୩ଦିନ ରହିଛି। ଆସନ୍ତା ମଙ୍ଗଳବାର ପ୍ରଚାର ଶେଷ ହେଉଥିବାରୁ ସବୁ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଗଡ଼ ଦଖଲ ପାଇଁ ପ୍ରଚାର ଲଢ଼େଇ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ମନ୍‌ କୀ ବାତ୍‌ ବାଣୀ…

ଗୁଜରାଟ ଟ୍ରାଜେଡି ପରେ ଧବଳେଶ୍ୱର ଝୁଲା ପୋଲକୁ ନେଇ ଚିନ୍ତାରେ ପ୍ରଶାସନ

କଟକ ଅଫିସ,୩୧ା୧୦: ଗୁଜରାଟ ଟ୍ରାଜେଡି ପରେ ପ୍ରଶାସନର ଚେତା ପଶିଛି। ଧବଳେଶ୍ୱର ଝୁଲା ପୋଲକୁ ନେଇ ଘାରିଛି ଚିନ୍ତା। ସୋମବାର ଧବଳେଶ୍ୱର ଝୁଲା ପୋଲରେ ଯାତାୟାତ କରୁଥିବା ଯାତ୍ରୀଙ୍କ ସଂଖ୍ୟାକୁ କମ୍‌ କରି ଦିଆଯାଇଥିବା ବେଳେ ମଙ୍ଗଳବାର ଏହି ଝୁଲା ପୋଲ…

ଜୟପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାର ଭୁବନେଶ୍ୱରରୁ କୋରାପୁଟର ଜୟପୁରକୁ ବିମାନ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ହଲାଇ ଏହାର ଶୁଭାରମ୍ଭ କରିଛନ୍ତି। ପ୍ରତିଦିନ ଭୁବନେଶ୍ୱରରୁ ଜୟପୁର ଓ ଜୟପୁରରୁ ବିଶାଖାପାଟଣାକୁ ଚଳାଚଳ କରିବ ଇଣ୍ଡିଆଓୱାନ ବିମାନ। ଏହି ବିମାନରେ ୯ଟି…

ପଟ୍ଟାମୁଣ୍ଡାଇ ବାଇପାସ୍‌ଠାରୁ ମଦନପୁର ରାସ୍ତା ମରଣଯନ୍ତା

ପଟ୍ଟାମୁଣ୍ଡାଇ, ୩୧ା୧୦(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ସବ୍‌ଡିଭିଜନ ଅଧୀନରେ ଥିବା ରାସ୍ତାଗୁଡିକର ନିର୍ମାଣ ଓ ମରାମତି ପାଇଁ ସରକାରଙ୍କ ପକ୍ଷରୁ ଅର୍ଥ ବ୍ୟୟ ହେଉଛି। କିନ୍ତୁ ପଟ୍ଟାମୁଣ୍ଡାଇ ଓ ରାଜନଗରର ଲାଇଫ ଲାଇନ କୁହାଯାଉଥିବା ପଟ୍ଟାମୁଣ୍ଡାଇ ବାଇପାସଠାରୁ ମଦନପୁର ପର୍ଯ୍ୟନ୍ତ ରାସ୍ତା…

ମୌଳିକ ସୁବିଧା ପାଇଁ ବାଧକ ହେଉଛି ସେତୁ

କେନ୍ଦ୍ରାପଡ଼ା ଅଫିସ, ୩୧ା୧୦: କେନ୍ଦ୍ରାପଡ଼ା ଜିଲା ସଦର ମହକୁମାର ୪୮ କିଲୋମିଟର ଦୂରରେ ମହାକାଳପଡା ବ୍ଲକ ବତିଘର ପଞ୍ଚାୟତ ଅବସ୍ଥିତ। ଏହି ପଞ୍ଚାୟତର ମାତ୍ର ୧୦ କିଲୋମିଟର ଦୂରରେ ଜଗତ୍‌ସିଂହପୁର ଜିଲାର ପାରାଦୀପ ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପ୍ରାଚୁର୍ଯ୍ୟ ରହିଥିବା ବେଳେ…

ଜିଲାରେ କାଞ୍ଜିଆହୁଦା ପରିକଳ୍ପନା ଦିଗହରା

ଜଗତସିଂହପୁର ଅଫିସ,୩୧ା୧୦: ମାସେ କି ବର୍ଷେ ନୁହେଁ, କେଉଁ ଆବହମାନ କାଳରୁ କାଞ୍ଜିଆହୁଦାର ପରିକଳ୍ପନା କରାଯାଇଥିଲା। ଷଣ୍ଢ, ଗାଈ, ଛେଳି, ମେଣ୍ଢା ଆଦି ପ୍ରାଣୀଙ୍କ ଯୋଗୁ ଲୋକଙ୍କ ଫସଲହାନିକୁ ରୋକିବା ଏହାର ମୂଳ ଉଦ୍ଦେଶ୍ୟ ଥିଲା। ଏଥିସହ ଏହି ପ୍ରାଣୀଙ୍କ ଯୋଗୁ…

ଆର୍ଥିକ ସଙ୍କଟରେ ପରମହଂସନାଥ ମନ୍ଦିର ପ୍ରଶାସନ

କଟକ ସଦର,୩୧ା୧୦(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅଞ୍ଚଳର ପ୍ରାଚୀନ ଶୈବପୀଠ ପରମହଂସନାଥ ଦେବଙ୍କ ମନ୍ଦିର ପରିଚାଳନା କମିଟି(ଟ୍ରଷ୍ଟ ବୋର୍ଡ) ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଫଳରେ ଠାକୁରଙ୍କ ଦୈନନ୍ଦିନ ନୀତିକାନ୍ତିରେ ସମସ୍ୟା ଉପୁଜିଛି। ଠାକୁରଙ୍କ ଭୂରାଜସ୍ବ ଦିନକୁ ଦିନ ହ୍ରାସ…

ରାସ୍ତା ମଝିରେ ଗର୍ଭବତୀ ୨ ଘଣ୍ଟା ଛଟପଟ

କାଳିଆପାଣି,୩୧ା୧୦(ଡି.ଏନ.ଏ.): କାଳିଆପାଣି ଖଣି ଅଞ୍ଚଳରେ ଟ୍ରାଫିକ ସମସ୍ୟା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଟ୍ରକଗୁଡ଼ିକ ବେଆଇନ ଧାଡ଼ି ଲଗାଇବା ଯୋଗୁ ଏକ ଆମ୍ବୁଲାନ୍ସ ରବିବାର ସକାଳ ୮ରୁ ପୂର୍ବାହ୍ନ ୧୦ଟା ଯାଏ ଫସି ରହିଥିଲା। କାଳିଆପାଣି ଥାନା ପୋଲିସକୁ ଟ୍ରାଫିକ ଜାମ୍‌ ହଟାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?