କଲ୍ୟାଣସିଂହପୁରରେ ଲୋକଙ୍କୁ ସଚେତନ କଲେ ମନ୍ତ୍ରୀ
ରାୟଗଡ଼ା ଅଫିସ,୬।୮: ରାୟଗଡ଼ା ଜିଲା କାଶୀପୁର ବ୍ଲକ ପରେ ପଡ଼ୋଶୀ କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ଓ ବୁଡ଼ାଗୁଡ଼ା ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ବ୍ଲକ ଗସ୍ତକରି ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି।…
ଆଗକୁ ରାଖୀ, ଏବେଠୁ ଦୋକାନରେ ଜମୁଛି ଭିଡ଼
ଉମରକୋଟ, ୮।୬(ସ୍ବ.ପ୍ର.): ହିନ୍ଦୁ ପରମ୍ପରା ଅନୁଯାୟୀ ବାର ମାସରେ ତେର ପର୍ବ ପାଳିତ ହୋଇଥାଏ। ଭାଇଭଉଣୀଙ୍କ ସ୍ନେହ ପ୍ରୀତିର ବନ୍ଧନ ହେଉଛି ରାଖୀ। ଏହାକୁ ଖୁବ୍ ଉତ୍ସାହର ସହ ସବୁ ବର୍ଗର ଲୋକ ପାଳନ୍ତି। ରାଖୀ ପାଇଁ ଏବେ ବଜାର ଚଳଚଞ୍ଚଳ।…
ଚିହ୍ନଟ ହୋଇ ନ ଥିଲେ ଉଚ୍ଛେଦ
ଅନୁଗୋଳ ଅଫିସ,୬।୮: ଜାଗା ମିଶନରେ ଅନୁଗୋଳ ଜିଲାର ବସ୍ତି ବାସିନ୍ଦାଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଜିଲା ପୌର ଉନ୍ନୟନ ଏଜେନ୍ସି (ଡୁଡା)ର ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସମ୍ପର୍କରେ ଏକ ସମୀକ୍ଷା ବୈଠକ ବୁଧବାର ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଚାଷ ଚିନ୍ତାରେ ଚାଷୀ
କାମାକ୍ଷାନଗର, ୬।୮(ଡି.ଏନ୍.ଏ.): ଧାରା ଶ୍ରାବଣରେ ଉଭାନ ହୋଇଯାଇଛି ବର୍ଷା। ଧାନତଳି ରୋଇବା ଯୋଗ୍ୟ ହୋଇଯାଇଥିଲେ ମଧ୍ୟ ବିଲରେ ପାଣି ନ ଥିବାରୁ କାମ ଆଗଉନି। ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ୧୦ ପଞ୍ଚାୟତର ଚାଷୀ। ବର୍ଷାଭାବରୁ…
ପାଟଣାଗଡ଼ ଜୁଏଲେରି ଦୋକାନରୁ ଡକାୟତି
ବଲାଙ୍ଗୀର ଅଫିସ,୬ା୮: ପାଟଣାଗଡ ମେନରୋଡଠାରେ ଥିବା ଅମୃତ କଳସ ଜୁଏଲେରି ଦୋକାନରୁ ଶୂୁକ୍ରବାର ଅପରାହ୍ଣରେ ଏକ ବଡଧରଣର ଡକାୟତି ହୋଇଛି। ୬ ଜଣ ଡକାୟତ ଦୋକାନ ଭିତରକୁ ପଶି ଦୋକାନ ମାଲିକ ଏବଂ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦେଢ଼ କିଲୋରୁ ଊର୍ଦ୍ଧ୍ୱ…
ନାକେଦମ କଲେଣି ନିଶାଦିଆ ଲୁଟେରା
ଢେଙ୍କାନାଳ ଅଫିସ, ୬।୮: ପାଖକୁ ଆସି ଉପରେ ପଡ଼ି ବଢ଼ାଉଛନ୍ତି ଭାବ। ଖୁବ୍ କମ୍ ସମୟରେ ଜିତି ନେଉଛନ୍ତି ଭରସା। ସରଳତାର ସୁଯୋଗ ନେଇ କୌଶଳକ୍ରମେ ନିଶାମିଶା ଖାଦ୍ୟପଦାର୍ଥ ଦେଇଦେଉଛନ୍ତି। ଆଉ ଚେତାଶୂନ୍ୟ ହୋଇଗଲା ପରେ ଲୁଟି ନେଉଛନ୍ତି ସର୍ବସ୍ବ। ଏଭଳି…
କେନାଲବନ୍ଧ ଭାଙ୍ଗି ଚାଷଜମି ବୁଡ଼ିଲା
ଭଦ୍ରକ ଅଫିସ, ୬।୮: ଭଦ୍ରକ ଜିଲା ରାଣୀତାଲ ମୁଖ୍ୟ କେନାଲ ବନ୍ଧ ବୁଧବାର ଭାଙ୍ଗିଯାଇଛି। ଫଳରେ ଚାଷଜମିଗୁଡ଼ିକ ଜଳମଗ୍ନ ହୋଇଛି। ଜମିରେ ପଡ଼ିଥିବା ତଳି ଓ ରୁଆ ସରିଥିବା ଜମି ପାଣିରେ ବୁଡ଼ି ରହିଥିବାରୁ ପଚି ଯାଇ ନଷ୍ଟ ହେବାର ଆଶଙ୍କା…
ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀଙ୍କ ସମେତ ୪ ଗିରଫ
ସୋନପୁର,୬।୮(ନି.ପ୍ର.): ସୋନପୁର ଟାଉନ ପୋଲିସ କୁଞ୍ଜଛକଠାରେ ଚଢାଉ କରି ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି । ଗିରଫ ଛତିଶଗଡ ଗଞ୍ଜେଇ ବ୍ୟବସାୟୀଙ୍କ ନିକଟରୁ ୨୧ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ସେହିପରି ଗଞ୍ଜେଇ…
ଧର୍ମାନୁଷ୍ଠାନ ଦଖଲରେ ସରକାରଙ୍କ ଶତାଧିକ ଏକର
ଅନୁଗୋଳ ଅଫିସ, ୬।୮: ଅନୁଗୋଳ ଜିଲାରେ ଗଢ଼ି ଉଠିଛି ଅନେକ ଧର୍ମାନୁଷ୍ଠାନ। ହେଲେ ସେଥିମଧ୍ୟରୁ କେତୋଟି ଧାର୍ମିକ ଅନୁଷ୍ଠାନ ସରକାରୀ ଜାଗାକୁ ଜବରଦଖଲ କରିବାରେ ଲାଗିଛନ୍ତି। ଏପରି କି ଜବରଦଖଲ ଜମିକୁ ପ୍ଲଟିଂ କରି ଲକ୍ଷ ଲକ୍ଷ ଟଙ୍କାରେ ବିକ୍ରି କରୁଛନ୍ତି।…
ପାଲୁରୁ ସାହେବ କେନାଲ ଅବରୋଧ, ଦୁର୍ଦ୍ଦିନରେ ମତ୍ସ୍ୟଜୀବୀ
ଗଞ୍ଜାମ,୬ା୮(ଡି.ଏନ.ଏ.): ଗଞ୍ଜାମ ବ୍ଲକ ଅଧୀନରେ ଥିବା ପାଲୁରୁ ସାହେବ କେନାଲ ନୂତନ ପୋଡ଼ାମପେଟା ଓଡିଆର୍ପି ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଗମନାଗମନ ସୁବିଧା ଦୃଷ୍ଟିରୁ ମୟୂରପଦା ଗ୍ରାମ ନିକଟରେ ଏକ ସେତୁ ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଯାହାକୁ ନେଇ ଉକ୍ତ ସ୍ଥାନରେ ପ୍ରାୟ ୬…
ବେତନଟୀ ତହସିଲ ଅଫିସରେ ଅବ୍ୟବସ୍ଥା
ବୈଶିଙ୍ଗା,୬।୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ତହସିଲରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ପଦବୀ ଗତ ଅକ୍ଟୋବର ମାସରୁ ଖାଲି ପଡ଼ିଛି। ଦୁଇ ଅତିରିକ୍ତ ତହସିଲଦାର ଓ ୩୦ରୁ ଅଧିକ କର୍ମଚାରୀଙ୍କ ଆବଶ୍ୟକତା ଥିବା ବେଳେ ମାତ୍ର ଜଣେ ଅତିରିକ୍ତ ତହସିଲଦାର ଓ…
ଜାଲ୍ ଭିନ୍ନକ୍ଷମ ସାର୍ଟିଫିକେଟ୍ ଦେଉଥିବା ରାକେଟ୍ ଠାବ
ଯାଜପୁର ଟାଉନ,୬।୮(ଡି.ଏନ.ଏ.): ନକଲି ଭିନ୍ନକ୍ଷମ ସାର୍ଟିଫିକେଟ୍ ପ୍ରସ୍ତୁତ କରି ଏଥିରୁ ଲକ୍ଷଲକ୍ଷ ଟଙ୍କା ରୋଜଗାର କରୁଥିବା ଏକ ରାକେଟ୍ର ପର୍ଦ୍ଦାଫାସ କରିଛି ଯାଜପୁର ପୋଲିସ। ଘଟଣାରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ତଦନ୍ତ ଚଳାଇଥିବା ଶୁକ୍ରବାର ଏକ ଖବରଦାତା…
Archives


