ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ
ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି କାରଖାନା ଠାବ ହୋଇଛି। ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଏସ୍ପି। Dharitri – Odisha’s…
ଡିସେମ୍ବର ୨୩ରୁ ଧାନକିଣା, ଚଳିତ ବର୍ଷ ଲକ୍ଷ୍ୟ ରହିଛି…
ଛତ୍ରପୁର,୩୦ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଗୋପାଳପୁର ବିଧାୟକ ତଥା ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ଜିଲାର କିପରି ସମସ୍ତ ପଞ୍ଜୀକୃତ ଚାଷୀମାନଙ୍କଠାରୁ ସୁରଖୁରରେ ଧାନ…
ରାସ୍ତାକଡ଼ରେ ଅସୁରକ୍ଷିତ ବାଉଁଶ ହୋର୍ଡିଂ
କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଗାନ୍ଧୀ ଛକ ନିକଟରେ ଦୀର୍ଘ ଦେଢ଼ ବର୍ଷ ହେବ ଏକ ଭଙ୍ଗା ହୋର୍ଡିଂ ରାସ୍ତାକଡ଼ରେ ରହିଥିଲେ ହେଁ ଉଠାଯାଉ ନ ଥିବାରୁ ବଡ଼ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଏଣୁ ତୁରନ୍ତ ହଠାଇଦେବାକୁ ସ୍ଥାନୀୟ…
ଉଦ୍ଧାର ଛୁଆହାତୀକୁ ଗ୍ରହଣ କରୁନି ମା’ ହାତୀ, ଚିନ୍ତାରେ ବନ ବିଭାଗ
କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅନ୍ତର୍ଗତ ସୁକଡୋଳା ଗ୍ରାମ ନିକଟ ଜଙ୍ଗଲରୁ ଏକ ଗାତରୁ ଉଦ୍ଧାର କରିଥିବା ହାତୀ ଛୁଆକୁ ମା’ ହାତୀ ଗ୍ରହଣ କରୁ ନ ଥିବାରୁ ବନ ବିଭାଗ ଚିନ୍ତାରେ ରହିଛି। ହାତୀ ଛୁଆ…
ରାସ୍ତାକଡ଼ ସାଇନ୍ବୋର୍ଡରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ମୋହନା,୩୦ା୧୧(ମନ୍ମଥ ମିଶ୍ର): ଶୁଦ୍ଧିଘର ଭୋଜି ଖାଇ ଫେରିବା ବେଳେ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣା ଘଟିଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଆହତ ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଚନ୍ଦ୍ରଗିରି…
ତଳେ ବସି ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା
ଭଞ୍ଜନଗର,୩୦।୧୧(ବାବୁଲା ପ୍ରଧାନ): ପ୍ରଶାସନିକ ଅଧିକାରୀ ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ସମ୍ପର୍କ ଯେତେ ନିବିଡ ହେବ ସେହି ଅନୁପାତରେ ବିକାଶ ମଧ୍ୟ ଆଗକୁ ବଢିବ । ଏହିଭଳି ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ ଜିଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି…
ବାସନ୍ଦ ନାଁରେ ଉଠୁନି ମୃତଦେହ: ସମାଧାନ ପାଇଁ ଅଡ଼ିବସିଛନ୍ତି ୨ ଝିଅ
ଆସିକା,୩୦।୧୧(ସୁରେନ୍ଦ୍ର ନାଥ ସାହୁ): ବାସନ୍ଦ ନାଁରେ ଗାଁରୁ ଉଠୁନି ମୃତଦେହ। ଦୀର୍ଘ ୨୦ ଘଣ୍ଟା ଧରି ଘରେ ପଡି ରହିଛି ମୃତଦେହ ।ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଧରାକୋଟ ଥାନା କମାଶାସନ ଗ୍ରାମରେ।ଗ୍ରାମର ୬୫ ବର୍ଷୀୟ ବୃଦ୍ଧା…
ଅଚାନକ ସ୍କୁଲ ଗସ୍ତ କରି ଶିକ୍ଷକଙ୍କ ଦରମା ବନ୍ଦ କଲେ BEO
ବୌଦ୍ଧ,୩୦।୧୧: ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(BEO)। କାର୍ଯ୍ୟରେ ଅବହେଳା ଅଭିଯୋଗରେ BEO ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ଏପରିକି କାର୍ଯ୍ୟରେ ଅବହେଳା କରିଥିବାରୁ ଶିକ୍ଷକମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।…
ବାଲ୍ୟବିବାହ ଅଟକାଇଲା ପ୍ରଶାସନ
ନୂଆପଡ଼ା,୩୦ା୧୧ (ମକାରୁ ବେମାଲ): ନୂଆପଡ଼ା ଥାନା ଅନ୍ତର୍ଗତ ସିରତୋଲ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଚାଲିଥିବା ବାଲ୍ୟବିବାହକୁ ପ୍ରଶାସନ ଅଟକାଇଛି। ଜିଲା ସମାଜ କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲା ସଂଯୋଜକ ରଞ୍ଜନ ସାହୁଙ୍କଠାରୁ ଖବର ପାଇ ଜିଲା ଆଇନସେବା ପ୍ରାଧିକରଣ ସଚିବ…
ଶ୍ରୀଲଙ୍କାରେ ପ୍ରଳୟ ରଚିବା ପରେ ଭାରତ ମୁହାଁ ବାତ୍ୟା ଡିଟ୍ଓ୍ବା: ଆଜି ସନ୍ଧ୍ୟାରେ ଲାଣ୍ଡଫଲ
ପୁଡୁଚେରୀ,୩୦।୧: ବାତ୍ୟା ଡିଟ୍ଓ୍ବା ଶ୍ରୀଲଙ୍କାରେ ପ୍ରଳୟ ରଚିଛି। ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ ଘଟି ରବିବାର ମୃତ୍ୟୁସଂଖ୍ୟା ୧୫୧ରେ ପହଞ୍ଚିଥିବା ବେଳେ ଶତାଧିକ ଲୋକ ନିଖୋଜ ଅଛନ୍ତି। ୨୦,୦୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା ବେଳେ ୭୮,୦୦୦ ଲୋକ ସରକାରୀ…
ଭୋଜି ଖାଇବାକୁ ଯାଇଥିଲେ ଯୁବକ, ଗୋଡାଇ ଗୋଡାଇ ହାଣିଲେ…
ଦିଗପହଣ୍ଡି,୩୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଛଣମେରୀ ଗ୍ରାମ ନୂଆ ସାହି ଛକ ନିକଟରେ ଶନିବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଗୁରୁତର ଆହତ ଯୁବକ ଜଣକ ହେଲେ ପାଟପୁର ଥାନା…
ନିମୋନିଆ ରେ ସଂକ୍ରମିତ ହୋଇ ଗୁରୁତର ଗୀତାଞ୍ଜଳି: ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ଭାଇ ସହାୟତା ପାଇଁ…
ଦାରିଙ୍ଗବାଡି, ୩୦।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଗୀତାଞ୍ଜଳି ମହାରଣା କ୍ରିଟିକାଲ ନିମୋନିଆରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଛନ୍ତି। ସେ ଅତି ଗୁରୁତର ରହିଥିବା ବେଳେ ତାଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି ।…
Archives


