୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ
ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ଅପରାହ୍ନରେ ମାଛ ଧରିବାକୁ ଆସିଥିବା ଆନ୍ଧ୍ର ଅଞ୍ଚଳର ବ୍ୟକ୍ତି…
ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ
ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଗୁଣ୍ଡାଗିରି। ଉଦଳା ଥାନା ଏନଏସି ୫ ନମ୍ବର ୱାର୍ଡରେ ଯୁବକଙ୍କ ଗୁଣ୍ଡାଗିରିର…
୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…
ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା ମହୋତ୍ସବ ୨୬ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେବେ କଳାହାଣ୍ଡି ଜିଲା…
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍କୋରେ ଉତ୍ପାଦନ ବନ୍ଦ
ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍ ସାର କାରଖାନା ପାରାଦୀପ ଇଫ୍କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର ପ୍ରଭାବ ଏବେ ଦେଶର ଚାଷୀଙ୍କ ଉପରେ ପଡ଼ିିବ ବୋଲି ଆଲୋଚନା ହେଉଛି। ଅପରପକ୍ଷେ…
ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ
କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨ ହଜାର ବ୍ୟୟ ଅଟକଳରେ ଏକ ପ୍ରୋଜେକ୍ଟ ନିର୍ମାଣ ହୋଇଥିଲା। ନିର୍ମାଣର ଏକ ମାସ…
ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ
ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ ହରିହର ସିଂଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଲେଶ୍ୱର ସଦର-୨ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ…
ବର୍ଷାରେ ଧୋଇଗଲା ମିନି ଷ୍ଟାଡିୟମ ମାଟି: ସ୍ଥାୟିତ୍ୱକୁ ନେଇ ଆଶଙ୍କା
ଲାଠୋର,୨୨ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ସଦର ଗ୍ରାମରେ ଏକ ମିନି ଷ୍ଟାଡିୟମ ନିର୍ମାଣ ହୋଇ ନିକଟରେ ଉଦ୍ଘାଟିତ ହୋଇଛି l ତେବେ ଏହି ଅଞ୍ଚଳରେ ଗତ ୧୩ ତାରିଖରେ ହୋଇଥିବା କାଳବୈଶାଖୀ ବର୍ଷାରେ ଷ୍ଟାଡିୟମର କେତେକ ଜାଗାରୁ…
ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…
ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ ଚାଷୀମାନଙ୍କୁ କୃଷି ତାଲିମ, ଉନ୍ନତ ବିହନ ବଣ୍ଟନ, ମହିଳା ଗୋଷ୍ଠୀଙ୍କୁ ଆର୍ଥିକ ସହାୟତା…
କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…
କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡା ସ୍ଥିତ ଘରେ ଭିଜିଲାନ୍ସ ବିଭାଗ…
ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’
ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଅନୁଷ୍ଠାନରେ ଉତ୍ସାହଜନକ ଫଳାଫଳ ଦେଖିବାକୁ…
ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼
ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା ପାଇଁ ଦୁଇଟି ଏନକାଉଣ୍ଟର ମଧ୍ୟ କଲାଣି । ତଥାପି ଅପରାଧିମାନେ ପୋଲିସକୁ ଭୟ…
ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…
ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ ଗତବର୍ଷ ଖରିଫ୍ରେ ଅମଳ ହୋଇଥିବା ଧାନକୁ ବିକ୍ରି କରି ପାରି ନାହାନ୍ତି। ଏହାର…

