ଆମ ଜିଲା ଖବର

ଜିଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି

ଛତ୍ରପୁର,୩୦।୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଶନିବାର ପାଳିତ ହୋଇଯାଇଛି। ଜିଲାପାଳ ଦିବ୍ୟଜ୍ୟୋତି ପରିଡା ମୁଖ୍ୟ ଅତିଥି ଭାବ ଯୋଗ…

ଧାମନଗର ଉପନିର୍ବାଚନ: ୭ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭଦ୍ରକ ଅଫିସ, ୩୦।୧୦: ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନାରେ ଅବହେଳା ପାଇଁ ୬ଜଣ ଓ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ଅଭିଯୋଗରେ ଜଣେ କର୍ମଚାରୀଙ୍କ ବିରୋଧରେ ଭଦ୍ରକ ଜିଲା ନିର୍ବାଚନ ଅଧିକାରୀ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଶନିବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ଧାମନଗର-ଯାଜପୁର ସୀମା ସିଲ୍‌ କରାଯାଉ

ଭଦ୍ରକ ଅଫିସ/ଧାମନଗର,୩୦।୧୦(ଡି.ଏନ.ଏ.): ଧାମନଗର ଉପନିର୍ବାଚନରେ ବିଜେଡି ବୁଥ୍‌ ରିଗିଂ କରିବା ଆଶଙ୍କା ନେଇ ଏହି ନିର୍ବାଚନମଣ୍ଡଳୀ ସଂଲଗ୍ନ ଯାଜପୁର ସୀମାକୁ ସିଲ୍‌ କରାଯିବାକୁ ଭାଜପା ଶନିବାର ନିର୍ବାଚନ କମିଶନ ଏବଂ ଜିଲାପାଳଙ୍କ ନିକଟରେ ଦାବି କରିଛି। ଭାଜପା ରାଜ୍ୟ ମୁଖପାତ୍ର ମନୋଜ…

ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

କର୍ଲାମୁଣ୍ଡା,୩୦ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ସମ୍ମୁଖରେ ଥିବା ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀଗୁଡ଼ିକ ଶନିବାର ରାତିରେ ଦୁର୍ବୃତ୍ତମାନେ ଚୋରି କରିଥିବା କର୍ଲାମୁଣ୍ଡା ଫାଣ୍ଡିରେ ଲିଖିତ ଅଭିଯୋଗ ହୋଇଛି। ତେବେ ଦୁର୍ବୃତ୍ତମାନେ ଗ୍ରାହକ ସେବାକେନ୍ଦ୍ରର ତାଲା…

୩୧ରୁ ଜୟପୁରରୁ ନିୟମିତ ଉଡ଼ିବ ବିମାନ

ଜୟପୁର,୩୦।୧୦ (ନି.ପ୍ର.): କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ଆସନ୍ତା ୩୧ ତାରିଖଠାରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରରୁ ଭୁବନେଶ୍ୱରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ। ଏନେଇ ଗତ ୨୦ରେ ବିମାନବନ୍ଦରକୁ ଲାଇସେନ୍ସ ମିଳିଥିବା…

ସ୍ଥିତି ଅନୁଧ୍ୟାନ କଲା ସ୍ବତନ୍ତ୍ର ବୈଷୟିକ ଟିମ୍‌

ପୁରୀ ଅଫିସ,୩୦।୧୦: ଦୀର୍ଘଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟକୁ ନେଇ ବିବାଦ ଉଠିଛି। ଗତ କିଛିମାସ ତଳେ ଶ୍ରୀମନ୍ଦିର ରତ୍ନବେଦିରୁ ଚୂନ ଖସିଥିବା ବେଳେ ଏବେ ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରର ଜଗମୋହନରୁ ପଥର ଖସିବା ସହ ନାଟମଣ୍ଡପରେ ଫାଟ…

ରାସ୍ତାରେ ଯୁବକଙ୍କୁ ଆଣ୍ଠେଇ ମାଡ଼

ଫୁଲନଖରା, ୩୦।୧୦(ଡି.ଏନ୍‌.ଏ.): କଟକରେ ପୁଣି ତାଲିବାନୀ ଶାସନର ପୁନରାବୃତ୍ତି ଦେଖିବାକୁ ମିଳିଛି। ଗତ କିଛି ଦିନ ପୂର୍ବରୁ ଜଣେ ଯୁବକଙ୍କୁ ଏକ ସ୍କୁଟି ପଛରେ ରଶି ବାନ୍ଧି ଘୋଷାଡ଼ି ନେବାର ଦୃଶ୍ୟ ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ପୁଣି…

ହଟିଲା ରାସ୍ତାରୋକ: ମୃତକଙ୍କ ପରିବାରକୁ ଚାକିରି , ୫ଲକ୍ଷର କ୍ଷତିପୂରଣ

ବାରଙ୍ଗ,୩୦।୧୦(ଡି.ଏନ୍‌ଏ.): ବିଏମ୍‌ସି ଅଳିଆ ଗାଡ଼ି ଧକ୍କାରେ ରବିବାର ସକାଳେ ଜଣଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ଦିଆଯାଇଛି । ଏହାସହ ତାଙ୍କ ପରିବାରର ଜଣଙ୍କୁ ବିଏମ୍‌ସିରେ…

ଏଏସ୍‌ଆଇ କାର୍ଯ୍ୟ ନେଇ ସେବାୟତ ଖପ୍ପା

ପୁରୀ ଅଫିସ,୩୦।୧୦: ଗତ କିଛିଦିନ ତଳେ ଶ୍ରୀମନ୍ଦିର ଭିତରୁ ପଥର ଖସିଥିଲା। ଏହି ଘଟଣା ବିଷୟରେ ସେବାୟତମାନେ ଏଏସ୍‌ଆଇକୁ ଜଣାଇଥିଲେ। ହେଲେ ଏଏସ୍‌ଆଇ ପକ୍ଷରୁ କୌଣସି ଅନୁଧ୍ୟାନ କରା ନ ଯିବାରୁ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରି କି…

୨୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଖୋର୍ଦ୍ଧା ଅଫିସ,୩୦।୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ପାଇଁ ରବିବାର ମତଦାନ ଅନୁଷ୍ଠିତ ହେବ। ସ୍ଥାନୀୟ ବିଜେବି ହାଇସ୍କୁଲରେ ସକାଳ ୭ଟାରୁ ୪ଟା ପର୍ଯ୍ୟନ୍ତ ମତଦାନ ହେବ। ଅପରାହ୍ନ ୪ଟା ପରେ ଭୋଟ ଗଣତି କରାଯାଇ ଫଳାଫଳ…

ଡମ୍ପିଂ ୟାର୍ଡ ଗାଡ଼ି ଧକ୍କାରେ ଜଣେ ମୃତ: ଚାପା ଉତ୍ତେଜନା

ବାରଙ୍ଗ,୩୦।୧୦(ଡି.ଏନ୍‌ଏ.): ଭୁବନେଶ୍ୱର ଉପକଣ୍ଠ ଦାରୁଠେଙ୍ଗଠାରେ ଥିବା ଭୂଆସୁଣୀ ଡମ୍ପିଂ ୟାର୍ଡ ପାଖରେ ବିଏମ୍‌ସି ଅଳିଆ ଗାଡି ଧକ୍କାରେ ପୁଣି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ବ୍ୟକ୍ତି ଜଣଙ୍କ ହେଲେ ରାମ ଘାଗରାଇ। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ଦେଖଦେଇଛି। ଖବରପାଇ ଘଟଣାସ୍ଥଳରେ…

ଝିଅ ଭୟରେ ବାହାର କଲେ, ପୁଅ ହେବାରୁ ଘରକୁ ନେଲେ

ପାରାଦୀପ, ୩୦।୧୦(ସ୍ବ.ପ୍ର.): ଝିଅ ପୁଅ ଜନ୍ମ ହେବା ପାଇଁ ଏବେବି ମହିଳାଙ୍କୁ ଦୋଷ ଦିଆଯାଉଛି। ଜଣେ ମହିଳାଙ୍କ ପୂର୍ବରୁ ୨ଟି ଝିଅ ଥିଲା। ପୁନର୍ବାର ସେ ଗର୍ଭବତୀ ହୋଇଥିଲା। ମାତ୍ର ପ୍ରସବର ଗୋଟିଏ ଦିନ ପୂର୍ବରୁ ପୁନର୍ବାର ଝିଅ ଜନ୍ମ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?