ଆମ ଜିଲା ଖବର

୨ଶହ ମିଟର ଦୂର ଗଲେ ମିଳୁଛି ପିଇବା ପାଣି

ନନ୍ଦାହାଣ୍ଡି,୬।୧୨(ଡି.ଏନ୍‌.ଏ.):ଛୋଟ ଛୋଟ ଶିଶୁଙ୍କୁ ଉତ୍ତମ ପୁଷ୍ଟିକର ଖାଦ୍ୟ ଏବଂ ଉତ୍ତମ ପ୍ରାକ୍‌ ଶିକ୍ଷା ପ୍ରଦାନ ପାଇଁ ସରକାରଙ୍କ ଅଙ୍ଗନଓ୍ବାଡି ଯୋଜନାର ପରିକଳ୍ପନା। କିନ୍ତୁ ଏହି ଯୋଜନାରେ ବ୍ୟତିକ୍ରମ ଦେଖାଦେଇଛି ଜିଲା ମୁଖ୍ୟାଳୟର ସୀମାବର୍ତ୍ତୀ ଅଞ୍ଚଳରେ। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପୋଡାଲଗୁଡା…

୫ ବର୍ଷିଆ ମରାମତି ନାଁରେ ଚାଲିଛି ଲୁଟ୍‌

ମାଲକାନଗିରି, ୬।୧୨(ଡି.ଏନ.ଏ.):ମାଲକାନଗିରି ଜିଲା କାଲିମେଳା ମୁଖ୍ୟ ସଡକଠାରୁ କବାସିଗୁଡାକୁ ସଂଯୋଗ କରୁଥିବା ଗ୍ରାମ୍ୟ ସଡକର ୫ ବର୍ଷିଆ ମରାମତି ନଁାରେ ଲକ୍ଷାଧିକ ଟଙ୍କା ହେରଫେର କରାଯାଉଥିବା ଅଭିଯୋଗ ହୋଇଛି। କାର୍ଯ୍ୟର ନାମଫଳକରେ ଥିବା ସୂଚନା ଅନୁଯାୟୀ, ସମେନ୍ଦ୍ର ପ୍ରସାଦ ବିଶୋୟୀ ନାମକ…

ପିସି ନ ଦେଲେ କାମ ହେଉନି

ଦଶମନ୍ତପୁର, ୬ା୧୨ ( ଡି.ଏନ.ଏ):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ପିସି କାରବାର ଖୁଲୁମଖୋଲା ଭାବେ ଚାଲିଛି। ଯେ କୌଣସି କାର୍ଯ୍ୟରେ ପିସି ନ ଦେଲେ କିଛି ହେଉନି। ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ କାର୍ଯ୍ୟ କରିଥିବା ଠିକାଦାରଙ୍କ ଅର୍ଥରୁ ୧୦ ପ୍ରତିଶତ…

କଟନୀ ଛଟନୀରେ ଚାଲିଛି ଧାନ କିଣା

ନୂଆପଡ଼ା ଅଫିସ,୬।୧୨: ନୂଆପଡା ଜିଲାରେ ଚାଷୀ ସୁବିଧାରେ ଧାନ ବିକ୍ରୟ କରି ଉଚିତ ପାଉଣା ପାଇବା ପାଇଁ ନଭେମ୍ବର ୩୦ରୁ ଖରିଫ ଧାନ ସଂଗ୍ରହ ପାଇଁ ମଣ୍ଡି ଖୋଲାଯାଇଛି। ଜିଲାରେ ୨୬ଟି ପ୍ରାଥମିକ କୃଷି ସମବାୟ ସମିତିରୁ ୫୭ଟି ଓ ସ୍ବୟଂ…

ଦୁର୍ବୃତ୍ତଙ୍କ ଉନ୍ମତ୍ତ କାଣ୍ଡ, ଗୋଟିଏ ରାତିରେ ପୋଡ଼ିଦେଲେ ୩ ଦୋକାନ

କୋଟଗଡ, ୬।୧୨(ଡି଼.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡା ନୂଆଁସାହି ନିକଟ ବଜାରରେ ଦୁର୍ବୃତ୍ତମାନେ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ଗୋଟିଏ ରାତିରେ ୩ଟି ଦୋକାନ ପୋଡି ଦେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ଗୋଟିଏ ଜଳଖିଆ ଦୋକାନ, ପରିବା ଦୋକାନ ଓ ଗୋଟିଏ ଟାୟାର ଦୋକାନ…

୫୧ ଗୃହରକ୍ଷୀଙ୍କୁ ପୁରସ୍କୃତ କଲେ ଏସ୍‌ପି

ଛତ୍ରପୁର, ୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ପଡ଼ିଆରେ ଗୃହରକ୍ଷୀ ବାହିନୀର ୬୦ତମ ପ୍ରତିଷ୍ଠା ଦିବସ ଜିଲା ଗୃହବାହିନୀ ସଂସ୍ଥା ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରାଏ ମୁଖ୍ୟ ଅତିଥିଭାବେ ଯୋଗଦେଇ ଅନୁଷ୍ଠିତ ପରେଡରେ ଅଭିବାଦନ…

ମୃତ୍ତିକାରୁ ହିଁ ଖାଦ୍ୟର ସୃଷ୍ଟି

ସୁନ୍ଦରଗଡ଼,୬।୧୨(ଡି.ଏନ୍‌.ଏ.): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସୁନ୍ଦରଗଡ ଓ କୃଷି ବିଜ୍ଞାନ କେନ୍ଦ୍ର ସୁନ୍ଦରଗଡ-୧ କିରେଇର ମିଳିତ ଆନୁକୂଲ୍ୟରେ ସୋମବାର ଜିଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ସ୍ଥାନୀୟ ରାଣୀବଗିଚାସ୍ଥିତ ଜିଲା ମୃତ୍ତିକା ପରୀକ୍ଷାଗାର ସଭାଗୃହରେ ପାଳିତ ହୋଇଯାଇଛି। ଏହି ଦିବସ…

‘ଦମନ’ ଦେଖିଲେ ଅଧିକାରୀ

ଢେଙ୍କାନାଳ ଅଫିସ, ୬।୧୨: ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ, କର୍ମଚାରୀ ଏବଂ ସମସ୍ତ ପ୍ରଶାସନିକ ଅଧିକାରୀମାନେ ସୋମବାର ସନ୍ଧ୍ୟା ୬ଟାରେ ଚଳଚ୍ଚିତ୍ର ‘ଦମନ’ ଦେଖିଛନ୍ତି। ସ୍ଥାନୀୟ ଦକ୍ଷିଣକାଳୀ ରୋଡ୍‌ସ୍ଥିତ ପିଏସ୍‌ଆର ସିନେମା ହଲ୍‌ରେ ୨୫୦ଜଣଙ୍କ ଲାଗି…

ଶୋଇପଡ଼ିଲେ ଅଧିକାରୀ

କାମାକ୍ଷାନଗର, ୬।୧୨(ଡି.ଏନ୍‌.ଏ.): ସମସ୍ୟାର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ଲୋକେ ଆସୁଛନ୍ତି ଜନ ଅଭିଯୋଗ ଶୁଣାଣି ଶିବିରକୁ। ହେଲେ ଉପସ୍ଥିତ ଅଧିକାରୀମାନେ ଜନତାଙ୍କ ଧୈର୍ଯ୍ୟର ପରୀକ୍ଷା ନେଉଛନ୍ତି। ଅଭାବ ଅସୁବିଧା ବୁଝିବା ବଦଳରେ ଚେୟାରରେ ବସିବସି ଶୋଇପଡୁଛନ୍ତି। ଢେଙ୍କାନାଳ ଜିଲା କାମାକ୍ଷାନଗର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାସଭବନ ସମେତ ୭ ସ୍ଥାନରେ ଚଢାଉ ଜାରି

ଖୋର୍ଦ୍ଧା ଅଫିସ,୬।୧୨: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ମନୋଜ ଦାସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ମଙ୍ଗଳବାର ଚଢାଉ କରାଯାଇଛି। ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ଖୋର୍ଦ୍ଧା ସ୍ଥିତ…

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜନ୍ମଦିବସକୁ ଛୁଟି ଘୋଷଣା ଦାବିରେ ଧାରଣା

ବାରିପଦା ଅଫିସ,୬ା୧୨: ସ୍ବତନ୍ତ୍ର ଓଡ଼ିଶା ଗଠନର ଅନ୍ୟତମ ପୁରୋଧା ମୟୂରଭଞ୍ଜ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜନ୍ମ ଦିବସକୁ ଛୁଟି ଦିବସ ଭାବେ ଘୋଷଣା କରିବାକୁ ଦାବି ହୋଇଛି। ସୋମବାର ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାମାନେ ବାରିପଦାସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତି ତଳେ ବସି ଦାବି…

ସର୍ବଭାରତୀୟ ସ୍ତରରେ ଗୌରବ ଆଣିଲେ ରୁଦ୍ରନାରାୟଣ

ଧାମନଗର, ୬।୧୨ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ୧୧ ନମ୍ବର ୱାର୍ଡ ଦକ୍ଷିଣବାଡ଼ ଗ୍ରାମର ଡାକ୍ତର ରୁଦ୍ରନାରାୟଣ ସ୍ବାଇଁ ଡିଏମ୍‌ କ୍ଲିନିକାଲ ହେମାଟୋଲୋଜିରେ ସୁପର ସ୍ପେଶାଲିଟି ପ୍ରବେଶିକା ପରୀକ୍ଷାରେ ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?