ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ
ପାଇକମାଳ,୫ା୧୨(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ତେବେ ଅନ୍ୟମାନଙ୍କ ପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ମଧ୍ୟ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ମାଣ୍ଡୋସିଲ…
ଓଲଟିଲା ଯାତ୍ରୀବାହୀ ବସ୍
କେନ୍ଦୁଝର,୫ା୧୨(ସ୍ବ.ପ୍ର.): ଢେଙ୍କାନାଳ ଜିଲା କାମାକ୍ଷାନଗରରୁ କେନ୍ଦୁଝର ଆସୁଥିବା ଘରୋଇ ବସ୍ ‘ଅମ୍ବା’ ସୋମବାର କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ନିକଟ ଏନ୍ଏଚ୍ ୪୯ରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ କାହାର ମୃତ୍ୟୁ ହୋଇ ନ ଥିବା ବେଳେ ଅନେକ…
ପଦ୍ମପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ
ବରଗଡ଼ ଅଫିସ, ୫।୧୨(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୧୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୨୯.୭୩ ପ୍ରତିଶତ ମତଦାନ…
ବାଇକ-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଦମ୍ପତିଙ୍କ ଜୀବନ
ଦାରିଙ୍ଗବାଡି,୫।୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ଠାରେ ଏକ ବାଇକ ସହ କାରର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ଦମ୍ପତି ହେଲେ କିରିକୁଟି ପଞ୍ଚାୟତ କୁମ୍ଭାରମୁଣ୍ଡା ଗ୍ରାମ କଲୋନୀ ସାହିର କାମଦେବ ଦିଗାଲ…
ମତଦାନ କଲେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ
ପାଇକମାଳ, ୫।୧୧(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ପାଇକମାଳ ଛକସ୍ଥିତ ପ୍ରକଳ୍ପ ପ୍ରାଥମିକ…
ପଦ୍ମପୁର ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ
ବରଗଡ଼ ଅଫିସ, ୫।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୯ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୮.୫ ପ୍ରତିଶତ ମତଦାନ…
ଭୋଟ ଦେଲେ ବର୍ଷା ସିଂ ବରିହା
ପଦ୍ମପୁର,୫।୧୨(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ସକାଳୁ ଆସି ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ରଜାପଡା ସରକାରୀ…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କୁ ଭେଟିଲେ ‘ଦମନ’ କଳାକାର
କୁଡୁମୁଲୁଗୁମ୍ମା,୫ା୧୨(ଡି.ଏନ.ଏ.):ଓଡ଼ିଶା ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ନିର୍ମିତ ଦମନ ଚଳଚ୍ଚିତ୍ରର କଳାକାରମାନେ କୁଡୁମୁଲୁଗୁମ୍ମା ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀଙ୍କୁ ଭେଟିଛନ୍ତି। ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ‘ଦମନ’କୁ ଆଧାର କରି ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ଜଳଭଣ୍ଡାର ଆଖପାଖରେ ଏହି ଚଳଚ୍ଚିତ୍ର…
୪ଲକ୍ଷରେ କୃଷି ଡ୍ରୋନ୍ ତିଆରି କରି ଚର୍ଚ୍ଚାରେ ଶୁଭାଶିଷ
ଉମରକୋଟ, ୫।୧୨(ସ୍ବ.ପ୍ର.):ରାଜ୍ୟ ସରକାରଙ୍କ ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭରେ ଉମରକୋଟର ଜଣେ ଛାତ୍ର କମ ଖର୍ଚ୍ଚରେ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି କୃଷି ଉପଯୋଗୀ ଡ୍ରୋନ ନିର୍ମାଣ କରି ନବରଙ୍ଗପୁର ଜିଲା ତଥା ଉମରକୋଟ ସହର ପାଇଁ ଗୌରବ ଆଣିଛନ୍ତି। ମେକ୍…
ୟୁଟ୍ୟୁବର ଅନିମେଷଙ୍କ ନାଁରେ ମାମଲା
ପୁରୀ ଅଫିସ, ୫ା୧୨:ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳ ତଥା ନୋ ଫ୍ଲାଇଙ୍ଗ୍ ଜୋନ୍ରେ ଜଣେ ବଙ୍ଗୀୟ ୟୁଟ୍ୟୁବର ଡ୍ରୋନ ଉଡ଼ାଇ ଶ୍ରୀମନ୍ଦିରର ବିଭିନ୍ନ ଭିଡିଓ ଭାଇରାଲ କରିବା ସହ ଟଙ୍କା ମାଗିବା ଘଟଣା ନେଇ ‘ଭଏସ୍ ଅଫ କମନମ୍ୟାନ’ ସଙ୍ଗଠନ ପକ୍ଷରୁ ରବିବାର ସିଂହଦ୍ୱାର…
ବିବାହ ବନ୍ଧନରେ ବାନ୍ଧିହେଲେ ୨ ମହିଳା ମାଓବାଦୀ
ଫୁଲବାଣୀ ଅଫିସ, ୫ା୧୨:ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ଦୁଇ ମହିଳା ମାଓବାଦୀ ହେଲେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ…
ନିଃଶୁଳ୍କ ସେବା ନ ପାଇ ନିରାଶ
ଅନୁଗୋଳ ଅଫିସ, ୫ା୧୨:ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳିବ ନିଃଶୁଳ୍କ ସେବା। ଉତ୍ତମ ଚିକିତ୍ସା ପାଇ ଉପକୃତ ହେବେ ଗରିବ ରୋଗୀ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ ବ୍ୟାପକ ପ୍ରଚାର ପ୍ରସାର କରାଯାଉଛି। ସରକାରୀ ଯୋଜନାର ଲାଭ ନେବା ପାଇଁ ସଚେତନ କରାଯାଉଛି।…

