ଆମ ଜିଲା ଖବର

ଜେଲରେ ଥିବା ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଅନୁଗୋଳ ଅଫିସ,୨।୧୨: ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଜେଲରେ ଥିବା ଡାକ୍ତର ପ୍ୟାରୀମୋହନ ପ୍ରଧାନ(୭୨)ଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଅନ୍ୟପକ୍ଷେ ଡାକ୍ତରଙ୍କ ମୃତ୍ୟୁ ପାଇଁ ପୋଲିସକୁ…

ଏଏସ୍‌ଓ ପରୀକ୍ଷା: ଚୂଡାନ୍ତ ତାଲିକା ପ୍ରକାଶ ଉପରେ ରୋକ୍‌ ଲଗାଇଲେ ହାଇକୋର୍ଟ

କଟକ,୨।୧୨: ଏଏସ୍‌ଓ ପରୀକ୍ଷାକୁ ନେଇ ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଚୂଡାନ୍ତ ତାଲିକା ପ୍ରକାଶ ଉପରେ ରୋକ୍‌ ଲଗାଇଛନ୍ତି ହାଇକୋର୍ଟ। କୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ହୋଇପାରିବ ନାହିଁ ବୋଲି ଶୁକ୍ରବାର କୋର୍ଟ ଓପିଏସସିକୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ…

ପଦ୍ମପୁରରେ ନିର୍ବାଚନୀ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ଝାରବନ୍ଧ,୨।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ପ୍ରଚାର ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଅଛନ୍ତି। ପଦ୍ମପୁର ନିର୍ବାଚନ ମଣ୍ଡଳୀର ଝାରବନ୍ଧ ବ୍ଲକରୁ ମୁଖ୍ୟମନ୍ତ୍ରୀ ପ୍ରଚାର ଆରମ୍ଭ କରିଥିଲେ। ଏକ ଆୟୋଜିତ…

ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଅନୁଗୋଳ ଅଫିସ,୨ା୧୨: ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ନାବାଳିକା ବଳାତ୍କାର ଘଟଣାରେ ଜେଲ୍‌ରେ ଥିବା ଡାକ୍ତର ପ୍ୟାରୀମୋହନ ପ୍ରଧାନ(୭୨)ଙ୍କର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା…

ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପୁଣି ଅଘଟଣ: କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୨।୧୨: କୋର୍ଟ ପରିସର ଏବେ ଅସୁରକ୍ଷିତ ହୋଇପଡିଛି। ସପ୍ତାହ ମଧ୍ୟରେ କୋର୍ଟରେ ଦୁଇ ଦୁଇଟି ଅଘଟଣ ଘଟିଛି। ଶୁକ୍ରବାର ଜଣେ ମହିଳା କୋର୍ଟ ଭିତରକୁ ଯାଇ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେଠାରେ ମୁତୟନ ଥିବା ପୋଲିସ…

ତରୁଣ, ପ୍ରବୀଣ କଡ଼ା ମୁକାବିଲା

ବରଗଡ଼ ଅଫିସ୍‌,(ପ୍ରେମାନନ୍ଦ ଖମାରୀ)୨।୧୨: ପଦ୍ମପୁର ଉପନିର୍ବାଚନ ୩ ପ୍ରମୁଖ ଦଳ ବିଜେଡ଼ି, ଭାଜପା, କଂଗ୍ରେସ ପାଇଁ ଗୁରୁତ୍ୱ ବହନ କରୁଛି। ଉକ୍ତ ନିର୍ବାଚନ ମଣ୍ଡଳୀରେ ପୁରୁଖା ଓ ପ୍ରବୀଣ ନେତାଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେଉଥିଲା। କିନ୍ତୁ ଚଳିତ ଉପନିର୍ବାଚନରେ ସେଥିରେ ବ୍ୟତିକ୍ରମ…

ଅସୁରକ୍ଷିତ ଗୋଧଁସ ଜଳପ୍ରପାତ

ନୂଆପଡ଼ା ଅଫିସ,୨।୧୨: ବର୍ତ୍ତମାନ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଯାଇଛି। ପର୍ଯ୍ୟଟକମାନେ ଏହାର ମଜା ନେଉଛନ୍ତି। ନୂଆପଡ଼ା ଜିଲାରେ ଥିବା ୩ଟି ଜଳପ୍ରପାତରେ ପର୍ଯ୍ୟଟକଙ୍କ ଭିଡ ହେଉଥିଲେ ମଧ୍ୟ ଅବହେଳତ ଅବସ୍ଥାରେ ଥିବାରୁ ପର୍ଯ୍ୟଟକଙ୍କ ଜୀବନ ସୁରକ୍ଷିତ ନୁହେଁ। ନୂଆପଡା ଜିଲା ଛତିଶଗଡ…

ରାଜରାସ୍ତାରେ ଧାନବସ୍ତା ପକାଇ ଆନ୍ଦୋଳନରେ ବସିଲେ ଚାଷୀ

ସରଣ୍ଡା,୨ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଋତୁର ଧାନ ବିକ୍ରି ଲାଗି ପ୍ରଥମରୁ ଚାଷୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଆରମ୍ଭରୁ ଟୋକନ ସମସ୍ୟା ଦେଖାଦେଇଛି। ଏପରି ସ୍ଥଳେ ଚାଷୀ ଓ ପ୍ରଶାସନର ଆଲୋଚନା ମଧ୍ୟ ବିଫଳ ହୋଇଛି। ଫଳରେ ଚାଷୀ ଗୁରୁବାରର ନିଷ୍ପତ୍ତି…

ଦୁଇ ମାସରେ ଗଲାଣି ୩ ହାତୀଙ୍କ ଜୀବନ, ରୋକିବାରେ ବନ ବିଭାଗ ବିଫଳ

ମାଧପୁର,୨ା୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡ଼ାଗାଡ଼ି ବିଟ୍‌ ଘୋଡ଼ାଗାଡ଼ି ଖେଶ୍ରା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଘୋଡ଼ାଗାଡ଼ି ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ପଡ଼ିଥିବାର ଖବର ପାଇ…

ଫେଲ ମାରିଛି ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା

ଦେଓଗାଁ,୨ା୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ତ୍ତମାନ ନାନା ଅବ୍ୟବସ୍ଥା ଘେରରେ ଚାଲିଛି। ଆବଶ୍ୟକ ଡାକ୍ତର, ନର୍ସ ଓ କର୍ମଚାରୀ ଅଭାବ ଯୋଗୁଁ ୨୪ଘଣ୍ଟିଆ ସ୍ବାସ୍ଥ୍ୟସେବା ପାଇପାରୁନାହାନ୍ତି ଜନସାଧାରଣ। ଅନ୍ୟପକ୍ଷେ ଶିଶୁ ଓ ସ୍ତ୍ରୀ ପ୍ରସୂତୀ ବିଶେଷଜ୍ଞ ଡାକ୍ତର ନ…

ଦାଦନ ଯାଉନାହାନ୍ତି ୨୦ଶ୍ରମିକ ପରିବାର

ଲାଠୋର,୨ା୧୨(ଡି.ଏନ.ଏ.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରୁଛୁ। ଏଥିରୁ ଯାହା ରୋଜଗାର ହେଉଛି ସେଥିରେ ଖୁସିରେ ପରିବାର ଚଳାଉଛୁ। ନିଜ ଭିଟାମାଟିରେ କାମ କରି ଜୀଇଁବାର ଯେଉଁ ଆନନ୍ଦ ତାହା ବାହାର ରାଜ୍ୟକୁ ଦାଦନ ଖଟି ଯାଇ ମିିଳବନି। ସମ୍ମାନ ନଷ୍ଟ, ଶାରୀରିକ ଓ…

ବ୍ଲକ ଅଫିସରୁ କେସ୍‌ ରେକର୍ଡ ନିଖୋଜ, ଏତଲା ଦେଲେ ବିଡିଓ

ଗୁଣପୁର,୨ା୧୨(ଡି.ଏନ୍‌.ଏ.):ଗୁଣପୁର ବ୍ଲକ କାର୍ଯ୍ୟାଳୟରୁ କେସ୍‌ ରେକର୍ଡ ନିଖୋଜ ଥିବା ନେଇ ବିଡିଓ ଆଦର୍ଶ ଥାନାରେ ଏତଲା ଦେଇଛନ୍ତି। ବିଡିଓଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ବୁଧବାର ଉକ୍ତ ଘଟଣାରେ ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟକୁ ମାଜିଷ୍ଟ୍ରେଟ ଭାବେ ଗୁଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?