ଆମ ଜିଲା ଖବର

ଓଆରଏଚଡିସି ଦୁର୍ନୀତି ମାମଲା: ପୀୟୁଷ ମହାନ୍ତିଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୫।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୀୟୁଷ ମହାନ୍ତିଙ୍କୁ ମିଳିଲା ଆଶ୍ୱସ୍ତି । କୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ବିଧାୟକ ମୋକିମଙ୍କୁ ୩ ବର୍ଷ…

ସବୁଜିମା ହେଲା କୁର୍ଲାଡୁଙ୍ଗରୀ ଲଣ୍ଡା ପାହାଡ଼

ସୁନ୍ଦରଗଡ,୨୬।୧୦(ଡି.ଏନ.ଏ.): ପ୍ରକୃତିଦତ୍ତ ବହୁମୂଲ୍ୟ ସମ୍ବଳ ହେଉଛି ଆମର ଜଙ୍ଗଲ ସମ୍ପଦ। ଆଦିବାସୀମାନେ ମୁଖ୍ୟତଃ ଏହି ଜଙ୍ଗଲ ସମ୍ପଦ ଉପରେ ନିର୍ଭର କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି ା ତେବେ ଜଗତୀକରଣ, ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଇତ୍ୟାଦି କାରଣ ଯୋଗୁ ଅଧିକାଂଶ ଜଙ୍ଗଲ…

‘ଉପୁଜୁଥିବା ସମସ୍ୟା ଦୂର ହେବ’

ସମ୍ବଲପୁର,୨୬।୧୦(ବ୍ୟୁରୋ): ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସ୍‌ଓୟୁ)ର ନୂତନ କୋଠା ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଡିସେମ୍ବର ସୁଦ୍ଧା ଏହା ସମ୍ପୂର୍ଣ୍ଣ ହୋଇ ଜାନୁୟାରୀ ମାସରେ କାର୍ଯ୍ୟକ୍ଷମ ହେବା ଲକ୍ଷ୍ୟ ରହିଛି। ନୂତନ କୋଠାରେ ଅଫିସ ପରିଚାଳନା କାର୍ଯ୍ୟ ହେଲେ ଉପୁଜୁଥିବା…

ରାସ୍ତା ଅବସ୍ଥା ଶୋଚନୀୟ, ତୁରନ୍ତ ମରାମତି ପାଇଁ ଦାବି

ମାଲକାନଗିରି,୨୬।୧୦(ଡି.ଏନ.ଏ.): ସରକାରୀ ସ୍ତରରେ ପଛୁଆ ଅଞ୍ଚଳର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ବହୁ ଅର୍ଥ ମଧ୍ୟ ବ୍ୟୟ କରାଯାଉଛି। ମାତ୍ର ପ୍ରଶାସନିକ ସ୍ତରରେ ଅବହେଳା ଯୋଗୁ ଜିଲ୍ଲା ସଦରରେ ଲୋକଙ୍କୁ ବିଭିନ୍ନ ସମସ୍ୟା ଭୋଗିବାକୁ ପଡୁଛି। ଏପରି ଦେଖିବାକୁ…

ଘରୋଇ ଡାକ୍ତରଖାନାରେ ୨ ଘଣ୍ଟା ଉତ୍ତେଜନା

ବିଷମକଟକ,୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ାର ଏକ ଘରୋଇ ହସ୍ପିଟାଲରେ ଜଣେ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁକୁ ନେଇ ଉତ୍ତେଜନା ହୋଇଛି। ଚିକିତ୍ସା ଅଭାବରୁ ଶିଶୁଟିର ମୃତ୍ୟୁ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଝିଗିଡି ସଦର ପଞ୍ଚାୟତର କୈଳାସ…

ଛାତ୍ରୀ ନିବାସ କୋଠରିରୁ ମିଳିଲା ଝୁଲନ୍ତା ମୃତଦେହ

ରସୁଲପୁର,୨୬ା୧୦(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ବଡକଇଁଚି ପଞ୍ଚାୟତର ହୃଷିକେଶ ଖିଲାରଙ୍କ ବଡ଼ଝିଅ ରଶ୍ମିରେଖା(୧୯)ଙ୍କ ରବିବାର ରାତିରେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି ା ଛାତ୍ରଙ୍କ ପରିବାର ଲୋକେ ଏ ସଂକ୍ରାନ୍ତରେ କଟକ ଜିଲା ଓଲଟପୁର ଥାନାରେ ହତ୍ୟା ମାମଲା…

କାଳୀପୂଜା ପାଇଁ ଝଲସୁଛି ଯାଜପୁର ସହର

ଯାଜପୁର ଟାଉନ,୨୬ା୧୦(ଡି.ଏନ.ଏ.): ଯାଜପୁରର ଗଣପର୍ବ କାଳୀପୂଜା ସୋମବାର ରାତିରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ସୂର୍ଯ୍ୟ ପରାଗ ଯୋଗୁ ରାତି ୧୦ଟା ସମୟରେ ବୈତରଣୀ ନଦୀରେ କଳସ ବୁଡା କାର୍ଯ୍ୟକ୍ରମ ଶେଷ ହୋଇଥିଲା ା ଏହାପରେ ପାରମ୍ପରିକ ରୀତିନୀତି ଅନୁଯାୟୀ ବିଭିନ୍ନ…

ନିର୍ଣ୍ଣାୟକ ହେବ ୧୩ ପଞ୍ଚାୟତର ଭୋଟ

ଭଦ୍ରକ ଅଫିସ,୨୬।୧୦: ଧାମନଗର ଉପନିର୍ବାଚନ ଯେତେ ପାଖେଇ ଆସୁଛି ହାର୍‌ଜିତ୍‌କୁ ନେଇ ରାଜନୈତିକ ମହଲରେ ଉତ୍କଣ୍ଠା ସେତେ ବଢ଼ିଚାଲିଛି। ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକର ୧୩ ପଞ୍ଚାୟତର ଭୋଟ୍‌ ଏହି ଉପନିର୍ବାଚନ ଫଳାଫଳର ନିର୍ଣ୍ଣାୟକ ହେବ ବୋଲି ଚର୍ଚ୍ଚା ହେଉଛି।…

ବ୍ଲକ କଲୋନୀରୁ ୫ ଶିଶୁଗଛ କଟାକୁ ନେଇ ଉତ୍ତେଜନା

ପଟ୍ଟାମୁଣ୍ଡାଇ, ୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଲୋନୀ ମଧ୍ୟରେ ମୂଲ୍ୟବାନ ଶିଶୁଗଛ କଟା ଯାଇଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହାର ବିହିତ କାର୍ଯ୍ୟନୁଷ୍ଠାନ ନେବାକୁ ନଗର କଂଗ୍ରେସ ପକ୍ଷରୁ ଦାବି ହୋଇଛି। ପ୍ରାୟ ୫ଟି ମୂଲ୍ୟବାନ ଶିଶୁଗଛ…

କେନ୍ଦ୍ରାପଡ଼ାରେ ଡେରା ପକାଇଛି କେରଳ ବସ୍‌

କେନ୍ଦ୍ରାପଡ଼ା ଅଫିସ, ୨୬ା୧୦: ଦୀପାବଳି ପର୍ବ ଶେଷ ହୋଇନାହିଁ। କେନ୍ଦ୍ରାପଡ଼ା ଜିଲାର ଗଣପର୍ବରେ ସାମିଲ ହେବାକୁ ପ୍ରବାସରୁ ଆସିଥିବା ଶ୍ରମିକ କର୍ମସ୍ଥଳକୁ ବାହୁଡିଲେଣି। ଏଥିପାଇଁ ବିଭିନ୍ନ ରାଜ୍ୟରୁ ବସ ଆସି ଜିଲାର ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ରାଜକନିକା ଆଦି ବ୍ଲକ ଅଞ୍ଚଳରେ…

ମୁକ୍ତ, ଅବାଧ ନିର୍ବାଚନକୁ ଗୁରୁତ୍ୱ

କଟକ ଅଫିସ,୨୬।୧୦: ଆସନ୍ତା ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ। ଏଥିପାଇଁ ଡିଜିପି ସୁନୀଲ ବଂଶଲ ପୋଲିସ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ସ୍ବଚ୍ଛ, ମୁକ୍ତ, ଅବାଧ ନିର୍ବାଚନ ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ଆଦର୍ଶ ନିର୍ବାଚନ ଆଚରଣ ବିଧି କଡ଼ାକଡ଼ି ପାଳନ କରାଯିବା…

ଟ୍ରାନ୍ସଫର୍ମର ପୋଡ଼ି ୨ ଗାଁ ଅନ୍ଧାର

ବଇଣ୍ଡା, ୨୬।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର କୁଡ଼ାସାହି ଓ ବାଲିସାହିକୁ ବିଦ୍ୟୁତ୍‌ ଯୋଗାଉଥିବା ୬୩ କେଭି କ୍ଷମତା ବିଶିଷ୍ଟ ଟ୍ରାନ୍ସଫର୍ମର ୫ଦିନ ହେଲା ପୋଡ଼ିଯାଇଛି। ଫଳରେ ସମ୍ପୃକ୍ତ ୨ ଗ୍ରାମର ବାସିନ୍ଦା ଅନ୍ଧାରରେ ଦିନ କାଟୁଛନ୍ତି। ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?