ଆମ ଜିଲା ଖବର

ବିଷ ପିଇଲେ ଅଧ୍ୟାପକ

ଲୋଇସିଂହା,୨୪।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ରାମପୁର-ଡୁଡୁକା ରାସ୍ତାରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ଜଣେ ଅଧ୍ୟାପକଙ୍କୁ ସ୍ଥାନୀୟ କିଛି ଯୁବକ ଉଦ୍ଧାର କରି ସୋମବାର ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଅବସ୍ଥା ଗୁରୁତର ହେବାରୁ…

କାର୍‌ ସହ ୪୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୨୪ା୧୦: ଗଞ୍ଜାମ ଜିଲା ଦେଇ ବିଭିନ୍ନ ସ୍ଥାନକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଗଜପତି ଓ କନ୍ଧମାଳରୁ ବେଆଇନ ଭାବେ ଏହି ଗଞ୍ଜେଇ ଚୋରା ଚାଲାଣ ହୋଇଥାଏ। ଏହି ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଅବକାରୀ ଗୁଇନ୍ଦା ବିଭାଗ ଜିଲାର…

ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ

ଲହୁଣୀପଡ଼ା,୨୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇଛି। ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟ ଡାକ୍ତରଖାନାକୁ ଯାଇ ଖର୍ଚ୍ଚାନ୍ତ ହେଉଥିବା ଅଭିଯୋଗ ହେଉଛି। ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ କୋଇଡା…

୫୪ ବର୍ଷରେ ମଝିପଡ଼ା କାଳୀପୂଜା: ହିନ୍ଦୁ ମୁସଲିମ୍‌ ଭାଇଚାରାର ବାର୍ତ୍ତା ଦିଏ

ସୋନପୁର,୨୪।୧୦(ନି.ପ୍ର.): ସୁବର୍ଣ୍ଣପୁର ସହର ମଝିପଡାରେ ୫୪ତମ ସାର୍ବଜନୀନ କାଳୀପୂଜା ୨୪ ତାରିଖ ସୋମବାର ରାତିରୁ ଆରମ୍ଭ ହେବ। ରାମଧୂନ କ୍ଲବ ମଝିପଡା ପକ୍ଷରୁ ଏହି ପୂଜା ମହୋତ୍ସବ ମହା ସମାରୋହରେ ଆୟୋଜିତ ହେବ ବୋଲି ପୂଜା କମିଟି ପକ୍ଷରୁ ରବିବାର ଏକ…

୭ ଟ୍ରମା କେୟାର ଫାସିଲିଟି କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଯାଜପୁର ଅଫିସ,୨୪ା୧୦: ରାଜ୍ୟରେ ପ୍ରତିବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ଦୁର୍ଘଟଣା ଘଟୁଛି। ମୃତ୍ୟୁହାର ୪୮%, ଯାହାକି ସାରା ଭାରତ ବର୍ଷରେ ସର୍ବାଧିକ ବୋଲି ରିପୋର୍ଟରେ ଦର୍ଶାଯାଇଛି। ତେଣୁ ସଡ଼କ ସୁରକ୍ଷା ସୁପ୍ରିମକୋର୍ଟ କମିଟି ଏହି ମୃତ୍ୟୁହାରକୁ ୧୦%କୁ କମାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ବଦଳିଲା ଚୋରଙ୍କ ମନୋଭାବ : ମନ୍ଦିରରେ ରଖିଦେଲେ ଚୋରି ସାମଗ୍ରୀ

ଯୋଡ଼ା,୨୪ା୧୦(ଡି.ଏନ.ଏ): ପରିସ୍ଥିତିରେ ପଡ଼ି ହେଉ କିମ୍ବା ଅଳ୍ପ ପରିଶ୍ରମରେ ଅଧିକ ରୋଜଗାର ଆଶାରେ କେହି କେହି ଚୋରି ଭଳି ଖରାପ ବାଟକୁ ବାଛିଥାନ୍ତି। ଏମିତି କିଛି ଲୋକ ଥାଆନ୍ତି, ଯେଉଁମାନେ ଚୋରି ତ କରନ୍ତି କିନ୍ତୁ ପରବର୍ତ୍ତି ସମୟରେ ପଶ୍ଚାତାପ କରି…

ସୁଚିସ୍ମିତାଙ୍କ ଆଜବେଷ୍ଟସ ଘରେ ଭିଜିଲାନ୍ସର ଛାନ୍‌ଭିନ: ଭିଣୋଇଙ୍କ ଘରୁ ହୋଇଛନ୍ତି ଫେରାର

ଭବାନୀପାଟଣା,୨୪।୧୦(ସ୍ବ.ପ୍ର.): କଳାହାଣ୍ଡି ଜିିଲା ଭବାନୀପାଟଣା ସଦର ବିଇଓ ଅଫିସ ଆକାଉଣ୍ଟାଣ୍ଟ ସୁଚିସ୍ମିତା ସୁଆର ଏକ୍ସକ୍ୟାଡର ଶିକ୍ଷକଙ୍କ ଗୋଟିଏ ମାସର ଦରମା ଓ ଅନ୍ୟ ଅନୁଦାନ ନିଜ ଆକାଉଣ୍ଟକୁ ଟ୍ରାନ୍ସଫର କରି ଫେରାର ହୋଇଥିବା ଘଟଣାରେ ଭିଜିଲାନ୍ସ ବିଭାଗ ତାଙ୍କ ଆଜବେଷ୍ଟସ ଘର…

ସୂର୍ଯ୍ୟୋପରାଗ ପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ ଅଫିସ୍‌,୨୪।୧୦: ଦୀପାବଳି ଅମାବାସ୍ୟ ଅବସରରେ ସୋମବାର ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ମଙ୍ଗଳବାର ସୂର୍ଯ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିରରେ ଆଜି ହିଁ ଦୀପଦାନ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଙ୍ଗଳବାର ରାତି ୧୨ଟାରେ ଦ୍ୱାରଫିଟା, ସାଢ଼େ ୨ଟାରୁ…

ବନ୍ଦର ପୋତାଶ୍ରୟରେ ଲାଗିଲା ୪୦ରୁ ଊର୍ଦ୍ଧ୍ୱ ବୋଟ୍‌

ପାରାଦୀପ,୨୪।୧୦(ସ୍ବ.ପ୍ର.): ସମ୍ଭାବ୍ୟବାତ୍ୟା ପ୍ରଭାବରେ ଶନିବାରଠାରୁ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି। ଏହାଦ୍ୱାରା ମହାନଦୀ ମୁହାଣରେ ପ୍ରଖର କରେଣ୍ଟ (ଅନ୍ତଶ୍ରୋତ) ପ୍ରବାହ ହେଉଛି। ଫଳରେ ସମୁଦ୍ରରେ ଥିବା ମାଛଧରା ବୋଟଗୁଡିକ ଫେରିବାରେ ବାଧା ଉପୁଜିଛି। ଏନେଇ ୪୦ରୁ ଊର୍ଦ୍ଧ୍ୱ ବୋଟ ରବିବାର ପାରାଦୀପ…

ପର୍ଯ୍ୟଟକଙ୍କ ଅପେକ୍ଷାରେ କୁଲଡିହା

ନୀଳଗିରି, ୨୪ା୧୦(ସ୍ବ.ପ୍ର.): ନଭେମ୍ବର ୧ରୁ ଖୋଲିବ ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ଲାଗି ଏବେଠୁ ସଜେଇ ହେଲାଣି। କେସିପୁର ପଞ୍ଚାୟତ ବାଲିଆପାଳ ଫାଟକ ନିକଟରେ ବନ ବିଭାଗ ଅଧିକାରୀଙ୍କ ଦ୍ୱାରା ପର୍ଯ୍ୟଟକଙ୍କୁ ଗୋଲାପ…

ଆଶାର ଆଲୋକରେ କୁମ୍ଭକାର

କୋକସରା,୨୪।୧୦(ଡି.ଏନ୍‌.ଏ.): ଆଜି ଆଲୋକର ପର୍ବ ଦୀପାବଳି। ଏନେଇ ଗାଁଠୁ ସହର ଉତ୍ସବମୁଖର। ହେଲେ କିଛି ରୋଜଗାର ଆଶାରେ ସାପ୍ତାହିକ ହାଟ ବଜାର ସାଙ୍ଗକୁ ଘରକୁ ଘର ବୁଲି ମାଟି ଦୀପ ବିକ୍ରି କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକରେ ରହୁଥିବା କୁମ୍ଭକାର…

ସାଇକେଲରେ ବୁଲି ଏକତା ବାର୍ତ୍ତା ବାଣ୍ଟୁଛନ୍ତି ଭାସ୍କର

ପଟ୍ଟାଙ୍ଗୀ,୨୪ା୧୦(ଡି.ଏନ.ଏ.):ସମାଜରେ ଏମିତି କିଛି ଖିଆଲି ମଣିଷ ଥାନ୍ତି ସେମାନେ ନିଜ ଅପେକ୍ଷା ଅନ୍ୟମାନଙ୍କ ଚିନ୍ତା କରିଥାନ୍ତି। ସମାଜର, ପାରିପାର୍ଶ୍ୱିକ ପରିବେଶ ସ୍ଥିତି ନେଇ ସେମାନେ ନିଜ ମନକଥାକୁ ବିଭିନ୍ନ ମାଧ୍ୟମରେ ଅନ୍ୟମାନଙ୍କୁ ଜଣାଇଥାନ୍ତି। ସେହିପରି ଜରେ ଯୁବକ ହେଲେ ଭାସ୍କର ଭଣ୍ଡାରୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?