ଆମ ଜିଲା ଖବର

ଖବରକାଗଜ ବିକ୍ରେତାଙ୍କ ପୁଅର ସଫଳତା

ଛତ୍ରପୁର,୨୮ା୭(ଡି.ଏନ୍‌.ଏ.): ଯୁକ୍ତ ଦୁଇ ବିଜ୍ଞାନ/ବାଣିଜ୍ୟ ଫଳାଫଳ ବୁଧବାର ପ୍ରକାଶ ପାଇଛି। ଛତ୍ରପୁର ଅଞ୍ଚଳର ସୂର୍ଯ୍ୟ ନାରାୟଣ ଶତପଥୀ ନାମକ ଜଣେ ଖବରକାଗଜ ବିକ୍ରେତାଙ୍କ ପୁଅ ଶୁଭ୍ରାଂଶୁ ଶତପଥୀ ଯୁକ୍ତ ଦୁଇ ବିଜ୍ଞାନ ବିଭାଗରେ ୬୦୦ରୁ ୫୫୩ ମାର୍କ ରଖି ପ୍ରଥମ ସ୍ଥାନ…

କେ.ତ୍ରିଲୋଚନ ଦୋରା ହେଲେ ବୁଗୁଡ଼ା ଏନ୍‌ଏସି ବିଜେଡି ସଭାପତି

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ବିଜୁ ଜନତା ଦଳ(ବିଜେଡି)ର ବୁଗୁଡ଼ା ଏନ୍‌ଏସି ସଭାପତି ଭାବେ କେ.ତ୍ରିଲୋଚନ ଦୋରାଙ୍କୁ ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚୟନ କରିଛନ୍ତି । ପୂର୍ବରୁ ତ୍ରିଲୋଚନ ପୋଲସରା ବିଧାୟକଙ୍କ ବୁଗୁଡ଼ା ଏନ୍‌ଏସି ପ୍ରତିନିଧି ଭାବେ ବିଭିନ୍ନ ଦାୟିତ୍ୱ…

ଅଗଷ୍ଟ ୧ରେ ସମ୍ବଲପୁରୀ ଦିବସ, ସମ୍ବଲପୁରୀ ବସ୍ତ୍ର ପରିଧାନ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ବରଗଡ଼ ଅଫିସ,୨୮ା୭: ଆସନ୍ତା ଅଗଷ୍ଟ ୧ରେ ପାଳନ ହେବ ସମ୍ବଲପୁରୀ ଦିବସ। ଗୁରୁ ସ୍ବର୍ଗତଃ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମବାର୍ଷିକୀରେ ଏହା ପାଳନ କରାଯିବ। ତେବେ ଏହି ଦିବସରେ ଗୁରୁ ସ୍ବର୍ଗତଃ ବହିଦାରଙ୍କୁ ସମ୍ମାନ ଜଣାଇବା ସହିତ ଅଞ୍ଚଳର ସଂସ୍କୃତିର ପରିଚୟ…

କଲେଜ ପରିସରରେ ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା

ଗଜପତି,୨୮ା୭(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ରାଣୀପେଣ୍ଠ ନିକଟସ୍ଥ ଗଜପତି ନର୍ସିଂ କଲେଜ ପରିସରରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। କଲେଜର ପ୍ରଥମ ବର୍ଷ ଛାତ୍ରୀ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ଛାତ୍ରୀ ଜଣକ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ…

ହାତରେ ବିଷ ବୋତଲ ଧରି ଚାଷୀଙ୍କ ବିକ୍ଷୋଭ

ନୟାଗଡ଼ ଅଫିସ,୨୮।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଚଢେୟାପଲ୍ଲୀ ସମବାୟ ସମିତିରେ ଚାଷୀ ଧାନ ବିକ୍ରି କରିବାର ୬ ମାସ ପରେ ବି ପ୍ରାପ୍ୟ ପାଇ ନାହିଁ । ଏଠାର ସମିତିରେ ୧୯ ଚାଷୀଙ୍କ ୧୭ ଲକ୍ଷ ଟଙ୍କା ଧାନ ବିକ୍ରି…

ଗଛଲତାରେ ପରିପୂର୍ଣ୍ଣ ତହସିଲ କ୍ୱାର୍ଟର୍ସ : କର୍ମଚାରୀ ରହୁନାହାନ୍ତି

ରଘୁନାଥପୁର,୨୮ା୭(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ରଘୁନାଥପୁର ତହସିଲ କ୍ୱାର୍ଟର୍ସରେ କର୍ମଚାରୀ ରହୁ ନ ଥିବାର ଏହା ଭୂତକୋଠି ପାଲଟିଛି। ଏହାର ଚତୁଃପାର୍ଶ୍ୱ ଅବର୍ଜନାମୟ ହୋଇଥିବାବେଳେ ଗଛଲତା ମାଡି ସରୀସୃପଙ୍କ ବାସସ୍ଥାନ ପାଲଟିଛି। ଗତ ୨୦୦୯ରେ ୬୦ ଲକ୍ଷ ଟଙ୍କା…

୫-ଟି ରୂପାନ୍ତରଣ ବିଦ୍ୟାଳୟରେ ନିମ୍ନମାନର କାର୍ଯ୍ୟ

ଡେରାବିଶ, ୨୮।୭ (ସ୍ବ.ପ୍ର.): ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ କରିବା ଓ କୋମଳମତି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାପ୍ରତି ଅଧିକ ଅଗ୍ରହ ଜନ୍ମାଇବା ପାଇଁ ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣ କାର୍ଯ୍ୟକ୍ରମକୁ ଜୋରଦାର କରାଯାଉଛି। ଏହିକ୍ରମରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ ୨୬ଟି…

କେନ୍ଦ୍ରାପଡ଼ା ଜିଲାର ୬୦ ଭାଗ ଗାଁରେ ମିଳୁନି ପାନୀୟଜଳ

କେନ୍ଦ୍ରାପଡ଼ା ଅଫିସ, ୨୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଲୁଣାଞ୍ଚଳବାସୀଙ୍କ ପାଇଁ ଗତ ୨୦୧୮ ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଧା ଯୋଜନାରେ ମେଗା ପାନୀୟ ଜଳ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଆସନ୍ତା ୪ ମାସ ମଧ୍ୟରେ…

ବିଜୁଳି ଉତ୍ସବରେ ସୀମିତ ନ ରହୁ ସେବା

ଯାଜପୁର ଅଫିସ,୨୮ା୭:ଆଜାଦୀ କା ଅମୃତ ମହୋତ୍ସବ ପରୀପ୍ରେକ୍ଷୀରେ ୨୫ରୁ ୩୦ ପର୍ଯ୍ୟନ୍ତ ପ୍ରତ୍ୟେକ ଜିଲାରେ ଉଜ୍ଜ୍ୱଳ ଭାରତ-ଉଜ୍ଜ୍ୱଳ, ଭବିଷ୍ୟତ  ପାୱାର-୨୦୪୭ କାର୍ଯ୍ୟକ୍ରମ(ବିଜୁଳି ମହୋସତ୍ବ) ପାଳନ କରାଯାଉଛି। ଏଥିରେ ଭାରତ ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ, ରାଜ୍ୟ ସରକାରଙ୍କ ଶକ୍ତି ବିଭାଗ ଓ ଯାଜପୁର…

ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ଅପରାହ୍ନ ୨ରୁ ସନ୍ଧ୍ୟା ୬ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୮ା୭: ଚିତାଲାଗି ଅମାବାସ୍ୟାରେ ଗୁରୁବାର ଶ୍ରୀମନ୍ଦିରରେ ବିଶେଷ ନୀତି ସହ ତିନିଠାକୁରଙ୍କ ଚିତାଲାଗି କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ପରେ ଦାରୁଦିଅଁଙ୍କୁ ଦଇତାପତି ସେବକମାନେ ରତ୍ନଚିତା ଲାଗି କରାଇବେ। ଏହା ଏକ ଗୁପ୍ତ ନୀତି। ଅପରାହ୍ନ ୨ଟାରୁ…

ବଦଳିଲେ ବିବାଦୀୟ ଶିକ୍ଷୟିତ୍ରୀ

ମ.ରାମପୁର,୨୭ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମଦନପୁର ରାମପୁର ସହର ମଧ୍ୟରେ ଥିବା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିବାଦୀୟ ପ୍ରଧାନଶିକ୍ଷୟିତ୍ରୀ ଯଶୋବନ୍ତୀ ସେନାପତିଙ୍କୁ ବଦଳି କରାଯାଇଛି। ଜିଲା ଶିକ୍ଷାଧିକାରୀଙ୍କ ଅନୁମୋଦନ କ୍ରମେ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେତୁ ଗୋଷ୍ଠୀ ଶିକ୍ଷାଧିକାରୀ, ମ.ରାମପୁର ନିର୍ଦ୍ଦେଶିତ…

ଆମପାଣି ଘାଟିରେ ସଡକ ଦୁର୍ଘଟଣା, ଚାଲିଗଲା ଜଣଙ୍କ ଜୀବନ

କୋକସରା,୨୭।୭(ଡି.ଏନ.ଏ): କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଅଛନ୍ତି। ବୁଧବାର ମଧ୍ୟାହ୍ନରେ ନବରଙ୍ଗପୁରରୁ ଭବାନୀପାଟଣା ଆସୁଥିବା ଏକ ହୋଣ୍ଡା ସାଇନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri