ଆମ ଜିଲା ଖବର

ପରିତ୍ୟକ୍ତ ଅବସ୍ଥାରେ ଗାନ୍ଧୀ ଉଦ୍ୟାନ

ଏରସମା,୨୩।୧୦(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟରେ ଶିଶୁମାନଙ୍କ ଉଦ୍ଦେଶ୍ୟରେ ନିର୍ମିତ ଗାନ୍ଧୀ ଉଦ୍ୟାନ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି ା ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହାର ପୁନରୁଦ୍ଧାର ପାଇଁ ଦାବି ହୋଇଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏରସମାର ଶିଶୁ ଓ କିଶୋରମାନଙ୍କ…

ମଡେଲିଂ ଦୁନିଆରେ ପ୍ରତିଷ୍ଠିତ ହେବାର ଲକ୍ଷ୍ୟ

ଓଡ଼ିଶା ମଡେଲିଂ ଦୁନିଆରେ ନିଜକୁ ଏକ ପରିଚିତ ତଥା ପ୍ରତିଷ୍ଠିତ ଚେହେରା ଭାବେ ଗଢ଼ିବା ତାଙ୍କର ସ୍ବପ୍ନ। ଏହାକୁ ସାକାର କରିବା ଲାଗି ସେ ଆରମ୍ଭ ଅରିଥିଲେ ପ୍ରସ୍ତୁତି। ଆଉ ୬ ବର୍ଷ ଉଦ୍ୟମ କରିବା ପରେ ଓଡ଼ିଶା ମିଷ୍ଟର ଫ୍ୟାଶନ…

ନଦୀଜଳରେ ଫେନୋଲିକ୍‌ ବିଷ

ଯାଜପୁର ଅଫିସ,୨୩।୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀଜଳ ଅସୁରକ୍ଷିତ ହୋଇପଡ଼ିଛି। ସେଥିରେ ବିଷାକ୍ତ ଫେନୋଲିକ୍‌ କମ୍ପାଉଣ୍ଡ ମିଳୁଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର ରିପୋର୍ଟରୁ ଏହା ଜଣାପଡ଼ିଛି। ପ୍ରତ୍ୟେକ ଜଳ ନମୁନା ପରୀକ୍ଷାରେ…

ଭୁବନେଶ୍ୱରକୁ ଲମ୍ବିଛି ନକଲି ସସ୍‌ର ଚେର

କଟକ ଅଫିସ/ ଭୁବନେଶ୍ୱର(ବ୍ୟୁରୋ),୨୩।୧୦: ନକଲି ସାମଗ୍ରୀ ପ୍ରସ୍ତୁତି ନେଇ କଟକ ପରେ ଏହାର ଚେର ଭୁବନେଶ୍ୱର ପର୍ଯ୍ୟନ୍ତ ଲମ୍ବିଥିବା ଜାଣିବାକୁ ମିଳିଛି। ଶନିବାର ମଲଗୋଦାମ ଥାନା ପୋଲିସ ମାଲ୍‌ଗୋଦାମରେ ଏକ ସସ୍‌ ଗୋଦାମରେ ଚଢ଼ାଉ କରିବାପରେ ଏହା ଭୁବନେଶ୍ୱରର ଏକ ଫ୍ୟାକ୍ଟ୍ରିରେ…

ଏପ୍ରିଲ ସୁଦ୍ଧା ଓଡ଼ିଆ ବିଶ୍ବବିଦ୍ୟାଳୟ କାର୍ଯ୍ୟ ସରିବ

ସାକ୍ଷୀଗୋପାଳ,୨୩।୧୦(ଡି.ଏନ୍‌.ଏ/ସ୍ବ.ପ୍ର.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣଧୀନ ଓଡ଼ିଆ ବିଶ୍ବବିଦ୍ୟାଳୟର…

ନୀଳଗିରିରେ ୧୨ ଶିଶୁ ଅପପୁଷ୍ଟିର ଶିକାର: ୨ ସୁସ୍ଥ ହୋଇ ଘରକୁ ଫେରିଲେ

ନୀଳଗିରି, ୨୩।୧୦(ସ୍ବ.ପ୍ର.): ଅପପୁଷ୍ଟି ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ଯୋଜନା ମଧ୍ୟରେ ଅର୍ଥ ବ୍ୟୟ କରୁଛନ୍ତି। ହେଲେ ଏବେବି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଶିଶୁମାନେ ଅପପୁଷ୍ଟିର ଶିକାର ହେଉଛନ୍ତି। ନୀଳଗିରି ଅଞ୍ଚଳରେ ୧୨ଜଣ ଶିଶୁ ଅପପୁଷ୍ଟିର ଶିକାର ହୋଇ ସ୍ଥାନୀୟ…

ଭରା ନଦୀରେ ବାଜି ଲାଗୁଛି ଜୀବନ

ମାଥିଲି,୨୩।୧୦(ଡି.ଏନ. ଏ.): ପ୍ରତେକ ଦିନ ଭରା ନଈରେ ବାଜି ଲାଗୁଛି ଜୀବନ। ଜୀବୀକା ଆଗରେ ଜୀବନ ହୋଇଛି ତୁଚ୍ଛ। କେବଳ ଶିଳାନ୍ୟାଶ ପରେ ପୋଲ ନିର୍ମାଣ ଆରମ୍ଭ ହୋଇ ୫ବର୍ଷ ହେଲା ସରୁନି। ଯାତାୟାତ ଲାଗି ଲୋକେ ନାହିଁ ନ ଥିବା…

ବିଗୁଡୁଛି ଗହୀରମଥା ପରିବେଶ

କେନ୍ଦ୍ରାପଡ଼ା ଅଫିସ, ୨୩।୧୦: ଜାତୀୟ ଉଦ୍ୟାନ ଭିତରକନିକା ନିକଟ ହୁଇଲର ଦ୍ୱୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଶୁକ୍ରବାର ହୋଇଛି। ଦି ଡିଫେନ୍‌ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ (ଡିଆର୍‌ଡିଓ) ପକ୍ଷରୁ ଦୁଇମାସ ମଧ୍ୟରେ ଲଗାତର ମିଶାଇଲ ପରୀକ୍ଷଣ ଜାରି…

ରାସ୍ତାରେ ଟ୍ରକ୍‌ ରଖି କରୁଥିଲେ ରୋଷେଇ, ହୁ ହୁ ହୋଇ ଜଳିଲା

ପାଟଣା,୨୩।୧୦(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜ ପଥ ଖୁରେଇ ଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ଅଘଟଣ ଘଟିଛି। ସେଠାରେ ଏକ ୧୪ ଚକିଆ ଟ୍ରକ୍‌ ହୁତୁ ହୁତୁ ହୋଇ ଜଳି ଯାଉଥିବା…

ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଇକୋ ରିଟ୍ରିଟ୍‌ କାର୍ଯ୍ୟ

ଦାରିଙ୍ଗବାଡ଼ି,୨୩ା୧୦(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ଦୁଇଦିନ ହେଲା ଶୀତ ଅନୁଭୂତ ହେଉଛି। ତାପମାତ୍ରା ତଳମୁହାଁ ହୋଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପାର୍ବଣ ଋତୁରେ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ଆଗମନ ହେଇଛି। ଅଞ୍ଚଳରେ ଥିବା ହୋଟେଲ ରେଷ୍ଟୁରାଣ୍ଟରେ ବି ଭିଡ଼…

ବ୍ରାହ୍ମଣୀ ଆଁରେ ବାଜିଙ୍କ ଗାଁ

ଭୁବନ, ୨୩।୧୦: ଅକ୍ଟୋବର ୧୧, ୧୯୩୮। ବ୍ରାହ୍ମଣୀ ତଟରେ ଗର୍ଜିଥିଲା ଗୋରା ଫୌଜର ଗୁଳି। ଟଳି ପଡ଼ିଥିଲେ ୧୨ ବର୍ଷର ବାଳକ ବାଜି ରାଉତ। ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇଥିଲା ସର୍ବକନିଷ୍ଠ ଶହୀଦଙ୍କ ବଳିଦାନର ଗାଥା। ଇତିମଧ୍ୟରେ ବିତିଗଲାଣି ଦୀର୍ଘ ଆଠ ଦଶନ୍ଧି।…

୧୦ ସରକାରୀ ମେଡିକାଲ କଲେଜରେ ୪୦୦ ଶିକ୍ଷକ ପଦବୀ ଖାଲି

କଟକ ଅଫିସ,୨୩।୧୦: ରାଜ୍ୟରେ ସରକାରୀ ମେଡିକାଲ କଲେଜ ସଂଖ୍ୟା ୧୦ରେ ପହଞ୍ଚିଛି। କିନ୍ତୁ ମେଡିକାଲ ପାଠ ପଢ଼ାଇବା ନିମନ୍ତେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସରକାର ନୂତନ ନିଯୁକ୍ତି ସହ ପଦୋନ୍ନତି ମାଧ୍ୟମରେ ଖାଲିଥିବା ଶିକ୍ଷକ ପଦ ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?