କାମରେ ଲାଗୁନି ଏମ୍ଆଇପି ଯୋଜନା
ଯାଜପୁର ଅଫିସ/ରଗଡି(ଡି.ଏନ.ଏ.),୨୦ା୫: ମରୁଡ଼ି ତଥା ସ୍ବଳ୍ପ ବୃଷ୍ଟିପାତ ସମୟରେ ଚାଷ ଜମିକୁ ଜଳଯୋଗାଣ ଲକ୍ଷ୍ୟ ନେଇ କ୍ଷୁଦ୍ର ଜଳସେଚନ ବିଭାଗ ପକ୍ଷରୁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ (ଏମ୍ଆଇପି) କାର୍ଯ୍ୟକାରୀ ହୋଇଛି। କିନ୍ତୁ ଯାଜପୁର ଜିଲାରେ ଅନେକ କୋଟି ଟଙ୍କାର ପ୍ରକଳ୍ପ ଥାଇ…
ରାଜସ୍ବ ନିରୀକ୍ଷକଙ୍କୁ ଅପହରଣ, ଜଣେ ଅଟକ
ଚଣ୍ଡିଖୋଲ,୨୦ା୫(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ବନ୍ଦରେଶ୍ୱର ରାଜସ୍ବ ନିରୀକ୍ଷକ ସୋମନାଥ ସାମଲଙ୍କୁ ଅପହରଣ କରାଯିବା ସହ ମାଡ଼ ମରାଯାଇଛି। ଏହି ଅଭିଯୋଗରେ ବାଲିଚନ୍ଦ୍ରପୁର ପୋଲିସ ବରଦା ଗ୍ରାମର ଅନନ୍ତ ନାରାୟଣ ଧଳଙ୍କୁ ଅଟକ ରଖିଛି। ପୋଲିସ ସୂଚନା ମୁତାବକ,…
ବାହାରୁ ମହାକାଳପଡ଼ାକୁ ଆସୁଛି ବିଡିଂ ଯାଆଁଳ
ମହାକାଳପଡ଼ା,୨୦ା୫ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବହୁଳ ଭାବେ ଭାକ୍ସିନ ଦ୍ୱାରା ବିଡିଂ କରାଯାଉଥିବା କୃତ୍ରିମ ମାଛ ଯାଆଁଳ ବିକ୍ରି ହେଉଛି। ଏହି ମାଛ ଯାଆଁଳକୁ କେତେଜଣ ବ୍ୟବସାୟୀ କୋଲକାତା, ବାଂଲାଦେଶ ସୀମାରୁ ଆସି ୨ ମାସରୁ…
ବନୀକରଣ ନାଁରେ ଡିଏମ୍ଏଫ୍ ପାଣ୍ଠି ହରିଲୁଟ୍
ଯାଜପୁର ଅଫିସ,୨୦ା୫: ଖଣିଖାଦାନ ଭରା ଅଞ୍ଚଳର ଲୋକଙ୍କ ମନରେ ସୃଷ୍ଟି ହୋଇଥିବା ବିଦ୍ରୋହକୁ ପ୍ରଶମିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଏକ ରଣକୌଶଳ ପ୍ରସ୍ତୁତ କରିଛନ୍ତି। ଖଣି ଓ ଖଣିଜ ପଦାର୍ଥର ପ୍ରଶାସନିକ ପରିଚାଳନା ପାଇଁ ମାଇନ୍ସ ଓ…
କୋଟିଆକୁ ପାଣି ଅଟକାଇଲା ଆନ୍ଧ୍ର
ପଟ୍ଟାଙ୍ଗୀ,୨୦।୫(ଡି.ଏନ୍.ଏ.):କୋରାପୁଟ ଜିଲା କୋଟିଆ ଅଞ୍ଚଳ ଗ୍ରାମପୁଞ୍ଜଗୁଡ଼ିକୁ ଆନ୍ଧ୍ର ନିଜ ଅଞ୍ଚଳ ଦାବି କରୁଥିବା ବେଳେ ପଟ୍ଟାଙ୍ଗୀ ବ୍ଲକରେ ଆନ୍ଧ୍ର ପୁଣି ଦାଦାଗିରି ଆରମ୍ଭ କରିଛି। ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ନେରିଡ଼ିବାଲସା ଗ୍ରାମରେ ଚାଲିଥିବା ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ…
ଥାନା ଆଗରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ମହିଳା
ମାଲକାନଗିରି,୧୯ା୫(ଡି.ଏନ୍.ଏ.): ମାଲକାନଗିରି ସଦର ଥାନା ସମ୍ମୁଖରେ ଜଣେ ମହିଳା ଗୁରୁବାର ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗଙ୍ଗଲା ଗ୍ରାମର ସୁକାନ୍ତି ମାଝି(୫୦)। ଶରୀରରେ ନିଆଁ ଲଗାଉଥିବା ଦେଖି ଥାନା ଅଧିକାରୀ ଏବଂ ପୋଲିସ କର୍ମଚାରୀମାନେ ତାଙ୍କୁ…
ୱାଟର ହିଟରରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମହିଳା ମୃତ
ନବରଙ୍ଗପୁର, ୧୯।୫(ବି.ପ୍ର.): ପାଣି ଗରମ କଲା ବେଳେ ୱାଟର ହିଟରର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନବରଙ୍ଗପୁର ସହର ସଙ୍ଖାରିସାହିର କିଶୋର କୁମାର ବେହେରାଙ୍କ ସ୍ତ୍ରୀ ପ୍ରତିମା ବେହେରା (୨୫)। ସୂଚନାନୁଯାୟୀ, କୋରାପୁଟ…
ସୁନା ବ୍ୟବସାୟୀଙ୍କଠାରୁ ଚୋରିକରି ପଳାଉଥିଲେ ଡ୍ରାଇଭର
ଦେବଗଡ଼,୧୯ା୫(ଡି.ଏନ୍.ଏ.)-ପଶ୍ଚିମବଙ୍ଗର ଜଣେ ସୁନା ବ୍ୟବସାୟୀଙ୍କଠାରୁ ୭ଲକ୍ଷ ୧୦ ହଜାର ଟଙ୍କା ଚୋରି କରିବା ଅଭିଯୋଗରେ ଜଣେ ଡ୍ରାଇଭରଙ୍କୁ ଦେବଗଡ଼ ପୋଲିସ ଗିରଫ କରିଛିି। ତାଙ୍କ ନାମ ମୁକୁଳ ସନ୍ତୋଷ ଦାଶ। ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ମିଦନାପୁର ଅଞ୍ଚଳର ନିର୍ମଳ ଚନ୍ଦ୍ର ସେନ…
ଶ୍ୱଶୁର ଘର ଯିବାକୁ ବାହାରି ଥିଲେ, ମିଳିଲା ନାଳରୁ ମୃତଦେହ
ବ୍ରହ୍ମପୁର ଅଫିସ,୧୯ା୫: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମ ନିକଟ କୁରେଇଶୁଣି ମନ୍ଦିର ପାର୍ଶ୍ୱରେ ଥିବା ଏକ ନାଳରୁ ଜଣେ ଯୁବକଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ସଦର ଥାନା ଅଧୀନ ନୂଆ ବଉଳଝୋଳି ଗ୍ରାମର…
ବିଜେଡି ହାତମୁଠାକୁ ଟାଣ କରିବା ପାଇଁ ବରିଷ୍ଠ ନେତୃବୃନ୍ଦଙ୍କ ଆହ୍ବାନ
ବ୍ରଜରାଜନଗର/ଝାରସୁଗୁଡ଼ା ଅଫିସ,୧୯।୫: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ବ୍ରଜରାଜନଗରରେ ବିଜୁ ଜନତା ଦଳର ଏକ କାର୍ଯ୍ୟାଳୟ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ବ୍ରଜରାଜନଗର ମ୍ୟୁନିସିପାଲିଟିରେ ଅବସ୍ଥିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏବଂ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ…
ପୂର୍ଣ୍ଣ ଦର୍ଶକରେ ବାରବାଟୀ ମ୍ୟାଚ୍
କଟକ ଅଫିସ,୧୯।୫: ପୂର୍ଣ୍ଣ ଦର୍ଶକୀୟ ’କ୍ଷମତାରେ ବାରବାଟୀ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ଏ ନେଇ ଗୁରୁବାର ବିସିସିଆଇ ପକ୍ଷରୁ ଅନୁମତି ମିଳିଛି। ଜୁନ୍ ୧୨ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍ ହେବ। କରୋନା ସଂକ୍ରମଣକୁ ନେଇ ବିସିସିଆଇ ପକ୍ଷରୁ ବାରବାଟୀ…
୨ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦିନକର ଦରମା ବନ୍ଦ
ଛତ୍ରପୁର,୧୯।୫(ଡି.ଏନ.ଏ.)-ସ୍କୁଲରେ ଅନୁପସ୍ଥିତ ରହିବା ନେଇ ଗଞ୍ଜାମ ଜିଲାର ୨ ଜଣ ସହକାରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି । ଉକ୍ତ ୨ ଶିକ୍ଷକଙ୍କୁ ଭଞ୍ଜନଗର ବ୍ଲକ ଶିକ୍ଷା ଅଧିକାରୀଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ସେମାନେ ହେଲେ ଭଞ୍ଜନଗର ବ୍ଳକ…
Archives


