ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କର
ଜଗତ୍ସିଂହପୁର ଅଫିସ, ୨୨ା୧୦: ବଙ୍ଗେପସାଗରରେ ସୃଷ୍ଟ ଲଘୁଚାପଜନିତ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଶୁକ୍ରବାର ଜଗତ୍ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଓସ୍ୱାନ ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ପାରୁଲ ପଟୱାରୀ ପୌରୋହିତ୍ୟ କରି କି…
ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ପୋତାଗଲା
ଠାକୁରମୁଣ୍ଡା,୨୨ା୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା କରଞ୍ଜିଆ ଏନ୍ଏସି ୱାର୍ଡ ନଂ. ୮ ସ୍ଥିତ ପାକୁଟସାହି ନିକଟରେ ଥିବା ପ୍ରଦୀପ ସାହା ନାମକ ଏକ ବାଣ ଦୋକାନୀଙ୍କ ଗୋଦାମରେ ଗତ ୧୬ ତାରିଖରେ କରଞ୍ଜିଆ ପୋଲିସ ଚଢ଼ାଉ କରିଥିଲା। ଚଢ଼ାଉରେ ୧୬ ଲକ୍ଷ ଟଙ୍କା…
୨୯.୯୧% ଶ୍ରମିକ ପାଇଛନ୍ତି କର୍ମନିଯୁକ୍ତି
ଖୋର୍ଦ୍ଧା ଅଫିସ,୨୨ା୧୦: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ରେ ଶ୍ରମିକଙ୍କୁ କାମ ଦେବା ପାଇଁ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ହେଲେ ପ୍ରଶାସନର ଅବହେଳା ଯୋଗୁ ୨୦୨୨-୨୩ ଆର୍ଥିକ ବର୍ଷରେ ଆଖିଦୃଶିଆ ସଫଳତା ମିଳି…
୪ ଭଉଣୀଭାଇଙ୍କ ସମେତ ୬ ଗିରଫ
ଖୋର୍ଦ୍ଧା ଅଫିସ,୨୨ା୧୦: ବ୍ରାଉନସୁଗାର କାରବାରର ହବ୍ ପାଲଟିଛି ଖୋର୍ଦ୍ଧା ସହର। କୋଲକାତା, ବାଲେଶ୍ୱର, ଜଳେଶ୍ୱର ଆଦି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଖୋର୍ଦ୍ଧାକୁ ଆସୁଛି। ଏଠାରୁ ପଡ଼ୋଶୀ ଜିଲା ସହିତ ବିଭିନ୍ନ ଗ୍ରାମାଞ୍ଚଳକୁ ପଠାଯାଉଛି। ଏସ୍ଟିଏଫ୍, ପୋଲିସ ଏବଂ ଅବକାରୀ ପକ୍ଷରୁ…
ଜବାବ ଦାଖଲ ପାଇଁ ପ୍ରତିପକ୍ଷଙ୍କୁ ନୋଟିସ
କଟକ ଅଫିସ,୨୨ା୧୦: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ନିର୍ଗୁଣ୍ଡି ରେଳଷ୍ଟେଶନ ନିକଟରେ ଡମ୍ପିଂୟାର୍ଡକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଠାରେ ବେଆଇନ ଭାବେ ଡମ୍ପିଂୟାର୍ଡ କରାଯିବା ଫଳରେ ବିଲତେରୁଅଁା ଓ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡ଼ିକର ପରିବେଶ ପ୍ରଦୂଷିତ…
ବ୍ୟବସାୟୀଙ୍କୁ ବାନ୍ଧି ଲୁଟିନେଲେ ୧୮.୫ ଲକ୍ଷ
କଟକ ଅଫିସ,୨୨ା୧୦: କଟକ ଜିଲା ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ମହାନଦୀ ବିହାର ଅଞ୍ଚଳର ଦୀପ୍ତିରଞ୍ଜନ ପଟ୍ଟନାୟକ ନାମକ ବ୍ୟବସାୟୀଙ୍କ ଘରୁ ଶୁକ୍ରବାର ସକାଳେ ଏକ ବଡଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଦୀପ୍ତିରଞ୍ଜନ ଓ ତାଙ୍କ ସ୍ତ୍ରୀଙ୍କୁ ବାନ୍ଧି ପକାଇବା ସହ ଘରର…
୬ ମାସ ହେଲା ଅନ୍ୟର ବାରଣ୍ଡାରେ ଚାଲିଛି ସ୍କୁଲ
ଟିକିରି,୨୨ା୧୦(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ୫-ଟି ଅଧୀନରେ ବିଭିନ୍ନ ହାଇସ୍କୁଲକୁ ଅନ୍ତର୍ଭୁକ୍ତ କରାଯାଇ ରୁପାନ୍ତର କରାଯାଉଛି। ପିଲାଙ୍କ ପାଇଁ ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥା ସୃଷ୍ଟି କରାଯାଉଛି। ହେଲେ ରାୟଗଡ଼ା ଜିଲା ଉପାନ୍ତ କାଶୀପୁର ବ୍ଲକରେ ଶିକ୍ଷାର ବିକଳ ଚିତ୍ର ଦେଖିବାକୁ ମିଳିଛି।…
ଓସିଏ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରଣବ ପ୍ରକାଶ ଦାସ
କଟକ ଅଫିସ, ୨୨ା୧୦: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ। ୨୮ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନେଇ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା…
ରାସ୍ତା ପାର ହେଉଥିବା ବେଳେ ପିଟିଲା ଟ୍ରକ୍: ଚାଲିଗଲା ଆରୋହୀଙ୍କ ଜୀବନ
ବରଗଡ ଅଫିସ,୨୧।୧୦- ବରଗଡ଼ ଦେଇ ଯାଇଥିବା ୫୩ ନଂଜାତୀୟ ରାଜପଥର ଘୁଲିପାଲି ଛକରେ ଶୁକ୍ରବାର ସାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଘୁଲିପାଲି ନିବାସୀ ୪୨ ବର୍ଷୀୟ ବିଶ୍ୱାମିତ୍ର ପଟେଲ…
ସୁନା ଦୋକାନରେ ଜିଏସଟି ବିଭାଗର ଚଢ଼ାଉ
ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜିଏସଟି ବିଭାଗ ପକ୍ଷରୁ ଶୁକ୍ରବାର ଭବାନୀପାଟଣା ସହରର ଗାନ୍ଧୀ ଛକରେ ଥିବା ଲକ୍ଷ୍ମୀପ୍ରିୟା ସୁନା ଦୋକାନରେ ଚଢ଼ାଉ କରାଯାଇଛି। ରାଜ୍ୟ ଜିଏସଟି ବିଭାଗ କମିଶନରଙ୍କ ନିର୍ଦ୍ଦେଶକ୍ରମେ ଜିଲା ଜିଏସଟି ବିଭାଗର ଦୁଇଟି ଟିମ ଏହି ଚଢ଼ାଉରେ ସାମିଲ…
ନିର୍ବାଚନରେ ମିଥ୍ୟା ସତ୍ୟ ପାଠ ଦେବା ପଡ଼ିଲା ମହଙ୍ଗା: ୱାର୍ଡ ସଭ୍ୟାଙ୍କୁ ଅଯୋଗ୍ୟ ଘୋଷଣା କଲେ ଜିଲାପାଳ
ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ମାଲଗାଁ ପଞ୍ଚାୟତ ୱାର୍ଡ ନଂ-୧୩ର ୱାର୍ଡସଭ୍ୟା ମମତା ମହାନ୍ତି ମିଥ୍ୟା ସତ୍ୟପାଠ ଦେବା ମହଙ୍ଗା ପଡିଛି। ଏହି ଅଭିଯୋଗରେ ଜିଲାପାଳ ପି.ଅନ୍ବେଷା ରେଡ୍ଡୀ ଅଯୋଗ୍ୟ ଘୋଷଣା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…
ଟଙ୍କା ହଡ଼ପ କରି ଆକାଉଣ୍ଟାଣ୍ଟ ଫେରାର ଘଟଣା: ବ୍ୟାଙ୍କ ମ୍ୟାନେଜର, ରାଜସ୍ବ ନିରୀକ୍ଷକଙ୍କୁ ଜେରା
ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଇଓ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଟଙ୍କା ହଡ଼ପ ଘଟଣାରେ ଭିଜିଲାନ୍ସ ପକ୍ଷରୁ ଆକ୍ସିସ ବ୍ୟାଙ୍କ ମ୍ୟାନେଜର ଓ ଭବାନୀପାଟଣା ନଜୁଲ ରାଜସ୍ବ ନିରୀକ୍ଷକଙ୍କୁ ଜେରା କରାଯାଇଛି। ଅନ୍ୟପକ୍ଷରେ ଶୁଚିସ୍ମିତା ନିଜ ମା’ଙ୍କ ନାମରେ…

