ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ
ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ପ୍ରତିଭା ଆବାସିକ ମହାବିଦ୍ୟାଳୟର ବିଦ୍ୟାର୍ଥୀମାନେ ଯୁକ୍ତ ୨ ପରୀକ୍ଷାରେ…
ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…
ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ ସ୍ଥିତ ନଗର କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସ୍ମୃତିସଭାରେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ…
ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ
ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ଓ ଅଧ୍ୟାପକ ଡଃ ଶ୍ରୀରାମ ମିଶ୍ରଙ୍କ ପ୍ରତ୍ୟକ୍ଷ ତଦାରଖ ଯୋଗୁ ଏଭଳି ଗୌରବ…
ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା
ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ ହତ୍ୟା ହୋଇଯାଇଥିବା ସୂଚନା ମିଳିଛି । ମହିଳା ଜଣକ ହେଉଛନ୍ତି ସ୍ଵର୍ଗତ ରାଧୁ…
୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ
କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ ଲକ୍ଷ ୩୨ ହଜାର…
ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…
ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଉପଲକ୍ଷେ ମେଲୋଡି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୧୦ରୁ ଅଧିକ ଯୁବକ…
ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍
ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଗଞ୍ଜାମ ଓ…
ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର
ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ନାବାଳିକା ଆଟେଣ୍ଡାଣ୍ଟ (ସହଯୋଗୀ)ଙ୍କୁ ବଳାତ୍କାର କରାଯାଇଥିବା ନେଇ ସାଂଘାତିକ…
ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ
ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା ମୋହନା ବ୍ଲକ ବେତାରସିଂ ଗାଁର ନୈଶ୍ମିତା ସାହୁ ମୋହନାସ୍ଥିତ ଅନୁସୂଚିତ ଜାତି ଜନଜାତି…
୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…
ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ କରିଛି । ଚଣ୍ଡିଖୋଲ ନିକଟ ଚଢେଇଧରା ଅଞ୍ଚଳରୁ ହାଇୱା ଗୁଡ଼ିକ ଚିପ୍ସ ଓଭରଲୋଡ…
ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ପ୍ରସ୍ତାବ ଖାରଜ କଲେ ସରକାର
ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍ କରିବାକୁ ପିପିପିଏସି ନିକଟରେ ପ୍ରସ୍ତାବ ରହିଥିଲା। ତେବେ ନିୟମାନୁସାରେ ୨୪ ଘଣ୍ଟାରେ ୧୦…
ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ
ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ ରାସ୍ତାରୋକୋ କରିଛନ୍ତି । ନିୟମିତ ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତ ଓ ୨୪ ଘଣ୍ଟିଆ…

