ଆମ ଜିଲା ଖବର

ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଗ୍ରାମବାସୀ

ବଣାଇ, ୧୯।୧୦(ସ୍ବ.ପ୍ର.): ସ୍କୁଲକୁ ଶିକ୍ଷୟିତ୍ରୀ, ଶିକ୍ଷକ ଅଧିକାଂଶ ସମୟ ବିଳମ୍ବରେ ଆସୁଥିଲେ। ବିଳମ୍ବରେ ନ ଆସିବା ପାଇଁ ବାରମ୍ବାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ତାଗିଦ ସତ୍ତ୍ୱେ ମଙ୍ଗଳବାର ପୁଣି ସ୍କୁଲକୁ ବିଳମ୍ବରେ ଆସିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଗ୍ରାମବାସୀ ସ୍କୁଲ ଗେଟରେ…

ପିଇଓଙ୍କ କାର୍ଯ୍ୟକୁ ନେଇ ବୈଠକରେ ଅସନ୍ତୋଷ

ଚନ୍ଦାହାଣ୍ଡି, ୧୯।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଭାଗୃହରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ସାମାଜିକ ସହାୟତା, ପଞ୍ଚଦଶ ଅର୍ଥ ଆୟୋଗ, ଶିଶୁ ବିକାଶ ଓ ମମତା ଯୋଜନାରେ ସମ୍ପାଦିତ ହୋଇଥିବା ୨୦୨୧-୨୨ ଆର୍ଥିକ ବର୍ଷର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଚନ୍ଦାହାଣ୍ଡି ବିଡିଓ…

ବାଇପାସ୍‌ ରାସ୍ତାରେ ଲୁଟୁଛନ୍ତି ଲୁଟେରା

ବୈପାରିଗୁଡ଼ା,୧୯।୧୦(ଡି.ଏନ୍‌.ଏ.): କୋରାପୁଟ ଜିଲାର ବୈପାରିଗୁଡ଼ା-ଜୟପୁର ବାଇପାସ୍‌ ରାସ୍ତା ଏବେ ଲୁଟେରାଙ୍କ କବଳରେ ରହିଛି। ସନ୍ଧ୍ୟା ହେଲେ ରାସ୍ତାକଡ଼ରେ ବିଭିନ୍ନ ମାରଣାସ୍ତ୍ର ଧରି ଲୁଚି ରହୁଛନ୍ତି ଲୁଟେରା ଗ୍ୟାଙ୍ଗ୍‌ ା ସୁଯୋଗ ପାଇଲେ ବାଇକ୍‌ ଆରୋହୀମାନଙ୍କୁ ଆକ୍ରମଣ କରି ଲୁଟୁଛନ୍ତି ଟଙ୍କା। ଏପରି…

ଗଛ ତଳେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ମାଲକାନଗିରି,୧୯।୧୦(ଡି.ଏନ.ଏ.): ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା କିପରି ଗ୍ରାମରେ ପହହଞ୍ଚତ୍ବ ଏବଂ ଲୋକେ ଉପକଅତ ହେବେ ସେଥିପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରିଥାନ୍ତି। ମାତ୍ର ସ୍ଥାନୀୟ କେତେକ ଅଧିକାରୀଙ୍କ ଅବହେଳା ଯୋଗୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ରଗେଇପୁସପାଲି ଗ୍ରାମରେ…

ସମସ୍ୟାରେ ପକାଇଲା ସମୟ

ଅନୁଗୋଳ ଅଫିସ, ୧୯।୧୦: ମହା ଆଡ଼ମ୍ବରରେ ମା’ ଲକ୍ଷ୍ମୀଙ୍କ ପୂଜା ହେବ। ରାତି ୧୧ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିବ। ପୂଜା ପୂର୍ବରୁ ଅନୁଗୋଳ କେନ୍ଦ୍ରୀୟ ଲକ୍ଷ୍ମୀ ପୂଜା କମିଟି ସହ ପ୍ରଶାସନର ବୈଠକରେ ଏପରି ଆଲୋଚନା ହୋଇଥିଲା। ତଦନୁଯାୟୀ ପୂଜା…

ସରିଲା ପୂଜା, ଆଜି ମେଲାଣି

ଢେଙ୍କାନାଳ ଅଫିସ, ୧୯।୧୦: ଶେଷ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ବୁଧବାର ମା’ଙ୍କୁ ଦିଆଯିବ ମେଲାଣି। ଭସାଣି ଉତ୍ସବକୁ ନେଇ ସମସ୍ତ ପୂଜା ପ୍ରତିଷ୍ଠାନର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ମଙ୍ଗଳବାର ଅନ୍ତିମ ସନ୍ଧ୍ୟାରେ ଆଳତି ଦେଖିବାକୁ ଲୋକାରଣ୍ୟ ହୋଇଉଠିଥିଲା ସାରା…

୨୦୨୩ ଜାନୁୟାରୀ ସୁଦ୍ଧା ବାଲେଶ୍ୱରରେ ଖୋଲିବ ଇଏସ୍‌ଆଇ ଡାକ୍ତରଖାନା

ବାଲେଶ୍ୱର ଅଫିସ, ୧୯।୧୦: ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ର ଶ୍ରମନିଯୁକ୍ତି, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପିନ୍ଦର ଯାଦବଙ୍କୁ ଭେଟି ୩ଟି ପତ୍ର ମାଧ୍ୟମରେ ୩ଟି ସମସ୍ୟା ନେଇ ଦାବି ଉତ୍‌ଥାପନ କରିଛନ୍ତି। ପୁରାତନ ଦାବି…

ଆଦର୍ଶ ଆଚରଣ ବିଧି, ଖର୍ଚ୍ଚ ହିସାବ ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୧୯।୧୦: ଧାମନଗର ଉପନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ପରେ ପ୍ରାର୍ଥୀ, ତାଙ୍କ ପ୍ରତିନିଧି ଓ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନିର୍ବାଚନ କାର୍ଯ୍ୟ ପରିଚାଳନା, ପ୍ରଚାର ସମ୍ବନ୍ଧୀୟ ଖର୍ଚ୍ଚ, ଆଦର୍ଶ ଆଚରଣ ବିଧି ସମ୍ପର୍କରେ ଅବଗତ…

ଅବନ୍ତୀଙ୍କ ପ୍ରଚାରରେ ନେତା, ମନ୍ତ୍ରୀ

ଧାମନଗର,୧୯।୧୦(ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ କେଉଁଠି ନିର୍ବାଚନୀ ସଭା କରାଯାଉଛି ତ ଆଉ କେଉଁଠି ଦଳର ନେତା ବିଭିନ୍ନ ୱାର୍ଡରେ ବୁଲି ଲୋକଙ୍କୁ ବୁଝାଇ ଭୋଟ ଭିକ୍ଷା କରୁଛନ୍ତି। ପ୍ରଚାରକୁ ଜୋରଦାର କରାଯାଇ ପ୍ରାର୍ଥୀଙ୍କୁ ଜିତାଇବା…

ଆରଡେଣ୍ଟ୍‌ ଷ୍ଟିଲ ସମନ୍ବିତ ଇସ୍ପାତ ପ୍ରକଳ୍ପକୁ ପରିବେଶ ମଞ୍ଜୁରୀ

କେନ୍ଦୁଝର,୧୯।୧୦(ଡି.ଏନ୍‌.ଏ): ଭାରତ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ ଫୁଲଝରସ୍ଥିତ ମେସର୍ସ ଆରଡେଣ୍ଟ୍‌ ଷ୍ଟିଲ ଲିଃ ବହୁ ପ୍ରତିକ୍ଷୀତ ସମନ୍ବିତ ଇସ୍ପାତ ପ୍ରକଳ୍ପ ପାଇଁ ପରିବେଶ ଅନୁମତି (ଇସି) ମିଳିଛି।…

ପାଟଣା, ଝୁମ୍ପୁରାର ଦୁଃଖ ‘ନେଉଳିଯୋଡ଼ି’

ପାଟଣା,୧୯।୧୦(ଡି.ଏନ୍.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ରାଷ୍ଟ୍ର ଓ ରାଜ୍ୟର ଦ୍ରୁତ ବିକାଶ କଥା କହୁଛନ୍ତି। ଅନେକ କୋଟି ଖର୍ଚ୍ଚ କରି ଯୋଜନା ପ୍ରଣୟନ କରୁଛନ୍ତି। ମାତ୍ର ସ୍ବାଧୀନତାର ୭୫ ବର୍ଷ ପରେ ବି ଆଜି ଏଭଳି କିଛି ଅଞ୍ଚଳ…

ବିଧାୟକ ମୋକିମ୍‌ଙ୍କୁ ଆଶସ୍ତି ,ଫେବୃଆରୀ ୨୨ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୯।୧୦ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ମିଳିଲା ଆଶସ୍ତି। ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ। ଆସନ୍ତା ଫେବୃଆରୀ ୨୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ର୍ନିମାଣ ଏବଂ ଉନ୍ନୟନ ନିଗମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?