କୋକସରା ବ୍ଲକରେ ବ୍ୟାପୁଛି ଚକଡ଼ା ରୋଗ: ମୁଣ୍ଡରେ ହାତ ଦେଇ ବସିଛନ୍ତି ଧାନଚାଷୀ
କୋକସରା,୧୮।୧୦(ଡି.ଏନ.ଏ.): ହେକ୍ଟର ହେକ୍ଟର ଚାଷ ଜମିରେ ବ୍ୟାପୁଛି ଚକଡ଼ା ରୋଗ । ନିମିଶକ ମଧ୍ୟରେ ସୁନାର ଫସଲକୁ ଚରି ଯାଉଛି ଚକଡ଼ା ପୋକ। ସବୁଜିମା ଦିଶୁଥିବା ଚାଷ ରାତିକ ମଧ୍ୟରେ ପୋଡି ଯାଉଛି ଓ ଧାନ କେଣ୍ଡା ସବୁ ପାଳ ଭଳି…
ଫକିର ମୋହନ ବିଶ୍ୱବିଦ୍ୟାଳୟ-ଭାରତୀୟ ପାଣିପାଗ ବିଭାଗ ମଧ୍ୟରେ ଏମ୍ଓୟୁ ସ୍ବାକ୍ଷରିତ
ବାଲେଶ୍ୱର ଅଫିସ, ୧୮।୧୦: ଫକୀର ମୋହନ ବିଶ୍ୱବିଦ୍ୟାଳୟ ଓ ଭାରତୀୟ ପାଣିପାଗ ବିଭାଗ (ଆଇ.ଏମ.ଡି.) ନୂଆଦିଲ୍ଲୀ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ଏଥିରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରି ପାଣିପାଗ ସମ୍ବନ୍ଧୀୟ ଗବେଷଣା ଦିଗରେ ଏକ ବୃହତ୍ତର…
ଫାଇନାନ୍ସରେ ସ୍ବାମୀ ଫୋନ୍ କିଣି ଦେଇଥିବା ଜାଣି ବିଷ ପିଇଲେ ସ୍ତ୍ରୀ; ଚାଲିଗଲା ଜୀବନ
ମାଲକାନଗିରି,୧୮।୧୦(ଡି.ଏନ୍.ଏ.): ମୋବାଇଲ ପାଇଁ ଚାଲି ଗଲା ଜୀବନ। ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ । ଜିଲା ଅନ୍ତର୍ଗତ ଏମ୍ପିଭି ୧୪ ଗ୍ରାମର ଜଣେ ବିବାହିତା ମୋବାଇଲ ଲାଗି ବିଷ ପିଇଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…
ଏକୁଟିଆ ଥିବା ବେଳେ ଘରେ ପଶି ବିବାହିତା ମହିଳାଙ୍କୁ ବଳାତ୍କାର,ଜେଲ୍ ଗଲେ ଯୁବକ
କୋକସରା,୧୮।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଛଞ୍ଚାଣବାହିଲି ପଞ୍ଚାୟତ ପଲସପାଣି ଗ୍ରାମର ଜଣେ ବିବାହିତା ମହିଳାଙ୍କୁ ସେହି ଗ୍ରାମର ଜଣେ ବିବାହିତ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଜଣକ ହେଲେ ଦୁର୍ଯୋଧନ ଜୁଏଡ଼(୩୫) । ଗତ…
ଦାରିଙ୍ଗବାଡ଼ିର ଅନେକ ପଞ୍ଚାୟତରେ ପବନ, ଘଡ଼ଘଡ଼ି ସହ ବର୍ଷା: ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡି,୧୮।୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଏକାଧିକ ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ପବନ, ଘଡଘଡି ସହ ବର୍ଷା ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗଛପଡ଼ି ଯାତାୟାତରେ ବାଧା ସୃଷ୍ଟି ହୋଇଛି। ସୂଚନାନୁଯାୟୀ, ତିଲୋରୀ ପଞ୍ଚାୟତର ଜଗେରମାହା ଗ୍ରାମରେ ବିରାଟ…
ଯେଉଁ ବସ୍ରେ ଆସିଲେ ସେଇ ମାଡ଼ିଗଲା
ପାପଡାହାଣ୍ଡି,୧୮।୧୦(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଜଟାବାଲ ସଦର ମହାକୁମାରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ବସ୍ ଚକତଳେ ଚାପିହୋଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୌଶଲ୍ୟା ହରିଜନ। ସୂଚନାଯୋଗ୍ୟ, କୌଶଲ୍ୟା ମାଲକାନଗିରି ଜିଲା ଏମ୍ଭି ୭୯ରୁ…
ଓଟିଏମ୍ ପୁନଃରୁଦ୍ଧାର ମାମଲା: ବକେୟା ଟଙ୍କା ନେଇ ରିପୋର୍ଟ ଦାଖଲ
କଟକ ଅଫିସ,୧୮।୧୦: ଓଟିଏମ୍ ପୁନଃରୁଦ୍ଧାର ସମ୍ପର୍କିତ ମାମଲାରେ ହାଇକୋର୍ଟରେ ଅଫିସିଆଲ ଲିକ୍ୟୁଡେଟର ମଙ୍ଗଳବାର ରିପୋର୍ଟ ଦାଖଲ କରିଛନ୍ତି। ଓଟିଏମ୍ ପୁନଃରୁଦ୍ଧାର ଏବଂ କର୍ମଚାରୀମାନଙ୍କ ବକେୟା ପ୍ରାପ୍ୟ ବାବଦରେ ଏହି ରିପୋର୍ଟ ଦାଖଲ କରାଯାଇଛି। କର୍ମଚାରୀଙ୍କ ବକେୟା ପ୍ରାପ୍ୟ ବାବଦରେ ରାଜ୍ୟ ସରକାର…
ବଲାଙ୍ଗୀରରେ ତେଜୁଛି ରୋପ୍ଓ୍ବେ ଆନ୍ଦୋଳନ
ବଲାଙ୍ଗୀର ଅଫିସ,୧୮।୧୦: ବଲାଙ୍ଗୀର ଜିଲାରେ ବଢ଼ିବାରେ ଲାଗିଛି ରୋପ୍ୱେ ଟେନ୍ସନ। ହରିଶଙ୍କରରୁ ନୃସିଂହନାଥ ପ୍ରସ୍ତାବିତ ରୋପ୍ୱେ ଯୋଜନା ବାତିଲ ହେବା ଜଣାପଡ଼ିବା ପରେ ସପ୍ତାହେ ହେଲା ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ କରାଯାଉଛି । ଗତ ୧୦ ତାରିଖରେ କୋଶସଲ ରାଜ୍ୟ…
ନବରଙ୍ଗପୁରରେ ବ୍ୟାପୁଛି ଝାଡାବାନ୍ତି: ୪ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି
ପାପଡାହାଣ୍ଡି,୧୮।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡାବାନ୍ତି। ଗତ ଅଗଷ୍ଟ ମାସରେ ତୁଳସିପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର ମାଝୀଗୁଡା ପଞ୍ଚାୟତ ଖଡ଼କାପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଥିବା ବେଳେ ଏହାର ପ୍ରକୃତ କାରଣ…
ବରଗଡ଼ ଧନୁଯାତ୍ରା, ଏଥର କଳାକାର ଚୟନ
ବରଗଡ଼ ଅଫିସ,୧୮।୧୦: ବରଗଡ଼ ଧନୁଯାତ୍ରା ପାଇଁ ଏଥର ନୂତନ କଳାକାର ଚୟନ ହେବେ। ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ମହୋତ୍ସବର ଏକ ସ୍ମାରକୀ ତୋରଣ ନିର୍ମାଣ ନେଇ ନିଷ୍ପତ୍ତି ହୋଇଛି। ଜିଲାପାଳ ମୋନିଷା…
ନାବାଳିକାଙ୍କୁ ପ୍ରେମ ପ୍ରତାରଣା: ବନ୍ଧାହେଲେ ଯୁବକ
ବେତନଟୀ,୧୮।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି । ୧୭ ବର୍ଷୀୟା ନାବାଳିକାଙ୍କୁ ପ୍ରେମ ପରେ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରାଯାଇଥିବା ଜଣାପଡିଛି। ଅନ୍ୟପକ୍ଷେ ଘଟଣାରେ ସମ୍ପୃକ୍ତ…
ଉନ୍ନୟନ ନାଁରେ ଚାଲିଛି ଦୁର୍ନୀତି: ଜୟରାମ ପାଙ୍ଗୀ
ପଟ୍ଟାଙ୍ଗୀ, ୧୮।୧୦(ଡି.ଏନ୍.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ଗ୍ରାମାଞ୍ଚଳରେ ଠିକ୍ଭାବେ ପହଞ୍ଚତ୍ପାରୁ ନ ଥିବାବେଳେ ଏହାର ଫାଇଦା ଉଠାଇ ଚାଲିଛନ୍ତି ସରକାରୀ ଅଧିକାରୀ ତଥା କେତେଜଣ ହାତଗଣତି ଠିକାଦାର। ଏପରି ଅଭିଯୋଗ କରିଛି ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ।…

