ମର୍ମନ୍ତୁଦ ବସ୍ ଦୁର୍ଘଟଣା: ୧୦ ଯାତ୍ରୀ ଆହତ
କୋରାପୁଟ,୧୯।୭(ସ୍ବ.ପ୍ର): କୋରାପୁଟ ଜିଲା ୨୬ନଂ ଜାତୀୟ ରାଜପଥର ପଟାଙ୍ଗି ଥାନା ଅନ୍ତର୍ଗତ ଶୁଣ୍ଢି ପୁଙ୍ଗାର ନିକଟରେ ମଙ୍ଗଳବାର ସକାଳୁ ଏହି ବସ ଦୁର୍ଘଟଣା ଘଟିଛି। ଏଥିରେ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ…
ନାଟମଣ୍ଡପରୁ ପାଣି ଗଳୁଛି
ପୁରୀ ଅଫିସ,୧୯।୭:ଚଳିତବର୍ଷର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିଲା। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍ଆଇ) ପକ୍ଷରୁ ନାଟମଣ୍ଡପ, ଭୋଗମଣ୍ଡପ, ରୋଷଘର ସମେତ ଅନେକ ସ୍ଥାନରେ ମରାମତି କାର୍ଯ୍ୟ କରାଯାଇଥିବା କୁହାଯାଇଥିଲା। ତେବେ ମରାମତିକୁ ଦିନ କେଇଟା ନ…
କଚ୍ଚାଘରେ ୩.୪୭ ଲକ୍ଷ ସହରବାସୀ
ଯାଜପୁର ଅଫିସ,୧୯ା୭:ରାଜ୍ୟର ସହରାଞ୍ଚଳରେ ୪,୫୧,୪୯୩ ପକ୍କାଘର କିମ୍ବା ନିଜସ୍ବ ଗୃହ ନ ଥିବା ପରିବାରଙ୍କୁ ଚିହ୍ନଟ କରାଯାଇଛି। ଏହି ପରିବାରମାନଙ୍କ ମଧ୍ୟରୁ ବେସିକ ସର୍ଭିସ ଟୁ ଅର୍ବାନ ପୁଅର୍ (ବିଏସ୍ୟୁପି) ଯୋଜନାରେ ୧୭୭୮, ଇଣ୍ଟିଗ୍ରେଟେଡ୍ ହାଉସିଂ ଆଣ୍ଡ ସ୍ଲମ୍ ଡେଭଲପମେଣ୍ଟ ପ୍ରୋଗ୍ରାମ(ଆଇଏଚ୍ଏସ୍ଡିପି)ରେ…
୭୪୪ କିମି ତଟାଞ୍ଚଳ ଅସୁରକ୍ଷିତ
କେନ୍ଦ୍ରାପଡ଼ା ଅଫିସ,୧୯ା୭:ବନ୍ୟା, ବାତ୍ୟା, ସୁନାମୀ ପରି ପ୍ରାକୃତିକ ବିପର୍ଯ୍ୟୟର ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲା ଆଳିଠାରେ ତଟବନ୍ଧ ଡିଭିଜନ ପ୍ରତିଷ୍ଠା ହୋଇଛି ା ଆଳି ସମେତ ରାଜକନିକା, ରାଜନଗର ଓ ମହାକାଳପଡାର ମୋଟ ୭୪୪.୪୭ କିଲୋମିଟର ତଟବନ୍ଧର ସୁରକ୍ଷା କରିବା କଥା…
ମରଣଯନ୍ତା ପାଲଟିଛି ପୂର୍ତ୍ତ ବିଭାଗ ରାସ୍ତା
ନାଉଗାଁ,୧୯ା୭(ସ୍ବ.ପ୍ର.):ନାଉଗାଁ ବ୍ଲକ ଅନ୍ତର୍ଗତ ନିଆଳି -ଗଜରାଜପୁର ରାସ୍ତା ଏବେ ମରଣଯନ୍ତା ପାଲିଟିଛି। ଏହି ରାସ୍ତା ଏରେଡା ଦେଇ ନିଆଳିକୁ ସଂଯୋଗ କରୁଛି। ଏହା ଦେବୀ ନଦୀବନ୍ଧ ଉପରେ ଯାଇଛି। ପୂର୍ବରୁ ଉକ୍ତ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିଲା। ୭…
ନୋଟିସରେ ସୀମିତ କାର୍ଯ୍ୟାନୁଷ୍ଠାନ
ବରୀ,୧୯ା୭(ଡି.ଏନ.ଏ.):ସରକାରୀ ବଜାର ଗୃହକୁ ବେଆଇନ ଭାବେ ଦଖଲ କରିଥିବା ବ୍ୟକ୍ତିଙ୍କୁ ବରୀ ବ୍ଲକ ପ୍ରଶାସନ ନୋଟିସ କରି ୭ଦିନ ଭିତରେ ଗୃହ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛି। ୭ଦିନ ମଧ୍ୟରେ ଗୃହ ଖାଲି ନ କଲେ ପରବର୍ତ୍ତୀ ସମୟରେ ତାହାକୁ ଭାଙ୍ଗି…
ଯାତାୟାତ ସମସ୍ୟା ସୁଧୁରୁନି
ଝୁମ୍ପୁରୀ,୧୯ା୭(ଡି.ଏନ୍.ଏ.):ଦଶରଥପୁର ବ୍ଲକ୍ ଖଣ୍ଡରା ପଞ୍ଚାୟତସ୍ଥ ଧମଧଡ଼ା ପ୍ରାଥମିକ ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାଟି ଏବେ ମରଣଯନ୍ତା ସାଜିଥିବା ଦେଖିବାକୁ ମିଳିଛି। ସରକାର ଗମନାଗମନର ସୁବିଧା ପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରିବା ସହ ବିଦ୍ୟାଳୟ, ଅଙ୍ଗନୱାଡି ଓ କଲେଜ ଆଦି ରାସ୍ତାଗୁଡ଼ିକୁ…
ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଭାଲୁ ସଙ୍ଗେ ଲଢ଼ିଲେ ସ୍ବାମୀ
ଅନୁଗୋଳ ଅଫିସ,୧୯ା୭:ସ୍ତ୍ରୀଙ୍କ ଜୀବନ ରକ୍ଷା କରିବାକୁ ଭାଲୁ ସହ ଲଢ଼େଇ କରିଛନ୍ତି ସ୍ବାମୀ। ଏଥିରେ ସ୍ବାମୀ ସାମାନ୍ୟ ଆହତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୋମବାର ଭୋର ସମୟରେ ଅନୁଗୋଳ ଜିଲା ଗୋପାଳପ୍ରସାଦ ଫାଣ୍ଡି ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଥିବା…
କାଶୀପୁରରେ ବ୍ୟାପିଛି ଭିବ୍ରିଓ କଲେରା
ରାୟଗଡ଼ା ଅଫିସ,୧୯ା୭:ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ସୋମବାର ଆର୍ଏମ୍ଆର୍ସି ଲ୍ୟାବ୍ର ମଳ ରିପୋର୍ଟ ପହଞ୍ଚିଛି। ଅଞ୍ଚଳବାସୀ ଭିବ୍ରିଓ କଲେରାରେ ଆକ୍ରାନ୍ତ ହୋଇଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଥିବା ଜିଲାପାଳ ସ୍ବଧା ଦେବ ସିଂ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଝାଡ଼ାବାନ୍ତିରେ…
ସ୍ତ୍ରୀ, ଶ୍ୱଶୁର ଓ ଶଳାଙ୍କୁ କାର୍ ମଡ଼ାଇ ହତ୍ୟା ଉଦ୍ୟମ
ସମ୍ବଲପୁର,୧୯ା୭(ବ୍ୟୁରୋ):ସମ୍ବଲପୁର ଏସ୍ପି ଅଫିସ ସମ୍ମୁଖରେ ସୋମବାର ଏକ ପାରିବାରିକ କଳହର ଭୟାବହ ରୂପ ଦେଖିବାକୁ ମିଳିଛି। ଓକିଲ ପଞ୍ଚାନନ ଦାସ ସବୁ ସୀମା ଟପି ଶ୍ୱଶୁରଘର ପରିବାର ସଦସ୍ୟଙ୍କୁ ଦିନ ଦ୍ୱିପ୍ରହରରେ କାର୍ ଚଢ଼ାଇ ହତ୍ୟା ଉଦ୍ୟମ କରିଛନ୍ତି। ଘଟଣାରେ ସ୍ତ୍ରୀ…
ଆଶ୍ରୟ ଦେଇ ନାବାଳିକାଙ୍କୁ ବଳାତ୍କାର
କଳିଙ୍ଗନଗର ୧୯ା୭ (ଡି.ଏନ୍.ଏ.):ବର୍ଷା ଭିଜା ରାତିରେ ଆଶ୍ରୟ ଦେବାକୁ ଡାକି ନେଇ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ବଳାତ୍କାର କରାଯାଇଛି। ତେବେ ଗଣବଳାତ୍କାରରୁ ବର୍ତ୍ତିବା ପାଇଁ ନାବାଳିକା ଜଣକ ଛାତରୁ ଡେଇଁ ଗୁରୁତର ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ବଳାତ୍କାର କରିବା ପୂର୍ବରୁ ପୀଡ଼ିତାଙ୍କ…
ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ବଡ଼ସାହି,୧୮ା୭- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଚକମାଧପୁର ଗ୍ରାମର ଦାସ ମୁର୍ମୁଙ୍କ ପୁଅ ରଣଜିତ (୩୬)ଙ୍କର ସନ୍ଦହହଜନକ ମୃତ୍ୟୁ ହୋଇଛି। ସୋମବାର ସକାଳେ ବିଛଣାରୁ ଉଠିବା ପରେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ବାରିପଦା ପିଆର୍ଏମ୍…
Archives


