ଅତିରିକ୍ତ ଦାୟିତ୍ୱରେ ଯନ୍ତ୍ରୀ, କାର୍ଯ୍ୟ ବାଧାପ୍ରାପ୍ତ
ଭଞ୍ଜନଗର,୧୮।୧୦(ଡି.ଏନ.ଏ) ବାବୁଲା ପ୍ରଧାନ: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଜଳ ଯୋଗାଣ (ଆର୍ଡବ୍ଳୁଏସ୍ଏସ୍)ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା ୧୧ ବ୍ଲକ ଏବଂ ୨ଟି ଏନ୍ଏସିକୁ ପାଇପ ଯୋଗେ ଜଳ ଯୋଗାଇବା ପାଇଁ ୧୮୦୭କୋଟି ୪ଲକ୍ଷ ୩୦ହଜାର ୩୦୬ ଟଙ୍କା ୧୦ପଇସାର…
ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ…
ଭୋଟରଙ୍କୁ ଆକୃଷ୍ଟ କରିବାକୁ କଂଗ୍ରେସର ରଣକୌଶଳ
ଧାମନଗର,୧୮।୧୦(ସ୍ବ.ପ୍ର.): ଉପନିର୍ବାଚନ ପାଇଁ ଧାମନଗର ରାଜନୀତି ସରଗରମ ହୋଇଛି। ନିଜ ସପକ୍ଷରେ ଜନମତ ହାତେଇବା ଲାଗି ଭାଜପା, ବିଜେଡି ଓ କଂଗ୍ରେସ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି। ଘନ ଘନ ବୈଠକ, ସମ୍ମିଳନୀ ଆଦି କରାଯାଇ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା…
ସୂଚନା ଫଳକରେ ସୀମିତ ଡିଏମ୍ଏଫ୍ ରାସ୍ତା
କେନ୍ଦୁଝର,୧୮ା୧୦(ସ୍ବ.ପ୍ର.): ଖଣି ପ୍ରଭାବିତ ଲୋକ ତଥା ଅଞ୍ଚଳ ଭିତ୍ତିଭୂମିର ବିକାଶ ପାଇଁ ଜିଲା ଖଣିଜ ପାଣ୍ଠି(ଡିଏମ୍ଏଫ୍)ରୁ ବିଭିନ୍ନ ବିଭାଗ ଜରିଆରେ କୋଟି କୋଟି ଟଙ୍କା ବ୍ୟୟ ବରାଦ ହେଉଛି। କିନ୍ତୁ ଉପଯୁକ୍ତ ତଦାରଖ ଅଭାବରୁ ଅନେକ ପ୍ରକଳ୍ପ କାମ ଆରମ୍ଭ କିମ୍ବା…
ମଣ୍ଡପରେ ବସି ପଢ଼ିଲେ ପିଲା
ଖଇରା, ୧୮।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ ଅଧୀନ ତୋରାଣିପଦା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନଶିକ୍ଷୟିତ୍ରୀ ପରିଚାଳନା କମିଟି ସଦସ୍ୟାସଦସ୍ୟଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ସଦସ୍ୟମାନେ ସୋମବାର ଗେଟରେ ତାଲା ପକାଇ ଦେଇଥିଲେ। ଫଳରେ ପିଲାମାନେ ବାଧ୍ୟ ହୋଇ…
ଧାରଣାରେ ଅଲଚିକି ଭାଷା ଶିକ୍ଷକ
ବାରିପଦା ଅଫିସ,୧୮ା୧୦: ନିୟମିତ ଶିକ୍ଷକର ମାନ୍ୟତା ଦାବିରେ ମୟୂରଭଞ୍ଜ ଜିଲାରେ ଠିକା ନିଯୁକ୍ତିପ୍ରାପ୍ତ ସାନ୍ତାଳୀ ଭାଷା(ଅଲଚିକି) ଶିକ୍ଷକମାନେ ୬ଦିନ ଧରି ଜିଲା ପ୍ରକଳ୍ପ ଅଧିକାରୀ ତଥା ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ସରକାରଙ୍କ ପକ୍ଷରୁ ଚୁକ୍ତି ଭିତ୍ତିିକ…
ଅଟୋରେ ଜନ୍ମ ନେଲା ଶିଶୁ କନ୍ୟା
ମହାକାଳପଡା,୧୮ା୧୦(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତର କୋଚିଳାବେଲାରୀ ଗଁାର ସୂର୍ଯ୍ୟକାନ୍ତ ମାଇତିଙ୍କ ସ୍ତ୍ରୀ ଖୁକମଣି ବେରାଙ୍କ ପ୍ରସବ ବେଦନା ସୋମବାର ମଧ୍ୟାହ୍ନରେ ହୋଇଥିଲା। ତାଙ୍କୁ ପରିବାର ଲୋକେ ନିକଟ ବତୀଘର ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ନ ଥିବାରୁ କେନ୍ଦ୍ରାପଡ଼ା…
ଜବରଦଖଲ ସରକାରୀ ଜମି ବିକ୍ରି
ପଟ୍ଟାମୁଣ୍ଡାଇ,୧୮ା୧୦(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିର ବହୁ ମୂଲ୍ୟବାନ ସରକାରୀ ଜମି ବିଭିନ୍ନ ସାମାଜିକ ସଂସ୍ଥା ଆଳରେ ଜମି ବ୍ୟବସାୟୀମାନେ କବ୍ଜା କରି ନେଉଛନ୍ତି। ପ୍ରଶାସନ ପକ୍ଷରୁ ଲଗାଯାଇଥିବା ସରକାରୀ ନିଷିଦ୍ଧାଞ୍ଚଳ ଫଳକକୁ ବି ଓପାଡ଼ି ଫୋପାଡ଼ି ଦେଉଛନ୍ତି। ସରକାରୀ ଜମିକୁ ଜବରଦଖଲ…
ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ମନ୍ଥରତା
ଜଗତ୍ସିଂହପୁର ଅଫିସ, ୧୮।୧୦:କୋମଳମତି ପିଲାମାନଙ୍କ ଉତ୍ତମ ସ୍ବାସ୍ଥ୍ୟ ସାଙ୍ଗକୁ ପ୍ରାକ୍ ଶିକ୍ଷା ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ଜଗତ୍ସିଂହପୁର ଜିଲାରେ ପିଲାମାନଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ର ବିଲ୍ଡିଂ ନିର୍ମାଣ କ୍ଷେତ୍ରରେ ସରକାର ବିଫଳ ହୋଇଛନ୍ତି।…
ଚଣ୍ଡିଆ ପାହାଡ଼ରେ ବେଆଇନ ଖନନ
ଚଣ୍ଡିଖୋଲ,୧୮ା୧୦(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରି, ଲଳିତଗିରି ଓ ରନତ୍ଗିରି ହୀରକ ତ୍ରିଭୂଜ ରୁପେ ପରିଚିତ। ବିଶ୍ୱ ମାନଚିତ୍ରରେ ହୀରକ ତ୍ରିଭୂଜ ସ୍ଥାନ ପାଇବା ପରେ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ସେଠାକୁ ଆସିଥାନ୍ତି। ସେଠାର ପୋତି ହୋଇ ରହିଥିବା…
ପ୍ରଥମେ ଖାରଜ, ପରେ ମଞ୍ଜୁର
ଯାଜପୁର ରୋଡ୍, ୧୮ା୧୦ (ଡି.ଏନ.ଏ.):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ କୋପଣ୍ଡ ମୌଜାର ଏକ ଚାଷଜମିକୁ ଘରବାଡ଼ି ଜମିରେ ପରିବର୍ତ୍ତନ କରିବାକୁ ବ୍ୟାପକ ଅନିୟମିତତା ଏବଂ ଲାଞ୍ଚ କାରବାର ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ଖାରଜ ଏବଂ ପରେ ମୋଟା ଅଙ୍କର…
ଚିନ୍ତା ବଢ଼ାଉଛନ୍ତି ଯାଯାବର
ପୁରୀ ଅଫିସ,୧୮ା୧୦: ରାଜ୍ୟ ବାହାରୁ ଆସୁଥିବା ଯାଯାବର (ବଞ୍ଜାରା)ଙ୍କ ସଂଖ୍ୟା ଶ୍ରୀକ୍ଷେତ୍ରରେ ବଢ଼ିବାରେ ଲାଗିଛି। ପୁରୀ ସହରର ବିଭିନ୍ନ ସ୍ଥାନରେ ତମ୍ବୁ ଟାଣି ଯାଯାବରମାନେ ରହୁଥିବାବେଳେ ଅସାମାଜିକ ଓ ଆପରାଧିକ କାର୍ଯ୍ୟରେ ଲିପ୍ତ ହେଉଛନ୍ତି। ଏମାନଙ୍କ କାର୍ଯ୍ୟକଳାପରେ ସହରବାସୀଙ୍କ ସମେତ ଶ୍ରଦ୍ଧାଳୁ…

