ଆମ ଜିଲା ଖବର

ଶୌଚ ପାଇଁ ଯାଇ ନିଖୋଜ ଥିଲେ, ମିଳିଲା ମହିଳାଙ୍କ ମୃତଦେହ

ପାଟଣା,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ପଞ୍ଚାୟତ ନୂଆପଡ଼ା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ସୋମବାର ରାସ୍ତା ପାର୍ଶ୍ୱ ପୋଖରୀରୁ ଜବତ ହୋଇଛି। ମୃତ ମହିଳା ଜଣକ ବାସନ୍ତୀ ବେହେରା(୫୫) ଓରଫ ନଙ୍ଗୁଳି ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା…

ଆଦର୍ଶ ବିଦ୍ୟାଳୟର ୨ କର୍ମଚାରୀ ହାତାହାତି: ସୋସିଆଲ ମିଡିଆରେ ଭାଇରାଲ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡ଼ା ଆଦର୍ଶ ବିଦ୍ୟାଳୟର ଜଣେ ମହିଳା ଏବଂ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତା ବାଇଧର ମନ୍ଦିର ନିକଟରେ ହାତାହାତି ହୋଇଛି। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ…

ବୃଦ୍ଧାଙ୍କ ମୁଣ୍ଡ ଛେଚି ନିର୍ମମ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଭାଲିଆଡାଳ ପଞ୍ଚାୟତର ବଉଳା ଗ୍ରାମରେ ଗତ ୧୧ ତାରିଖ ମଙ୍ଗଳବାର ଘର ବାହାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କ ମୁଣ୍ଡକୁ ଛେଚି ନିର୍ମମ ଭାବରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମହୁଲଡ଼ିହା ଥାନା…

ଅପ୍‌ଡେଟ ହେଲା ଜିଲା ସୂଚନା ବିଜ୍ଞାନ କେନ୍ଦ୍ର ୱେବ୍‌ସାଇଟ

ନୂଆପଡ଼ା ଅଫିସ,୧୭।୧୦: ଜିଲା ସୂଚନା ବିଜ୍ଞାନକେନ୍ଦ୍ରର ୱେବସାଇଟ ବର୍ଷ ବର୍ଷ ଧରି ଅପଡେଟ ନ ହେବା ସହିତ ଅନେକ ଭୂଲ ତଥ୍ୟ ଦିଆଯାଉଥିଲା। ଏ ସମ୍ପର୍କିତ ଖବର ଗତ ୧୨ ତାରିଖରେ ଧରିତ୍ରୀ ଖବର କାଗଜରେ ପ୍ରକାଶ ପାଇଥିଲା। ଖବର ପ୍ରକାଶ…

ଧୋକା ଦେଲା ସରକାରୀ ବିହନ

ନୂଆପଡ଼ା ଅଫିସ,୧୭।୧୦: ନୂଆପଡା ଜିଲାର ୮୦ଭାଗ ଲୋକ କୃଷି ଉପରେ ନିର୍ଭର କରନ୍ତି। ଧାନ ସହିତ ଗୁର୍ଜି, ମାଣ୍ଡିଆ, କୋଦୋ, କାଙ୍ଗ, ବାଜରା ସହ ଡାଲି ଜାତୀୟ ଚାଷ ମଧ୍ୟ କରିଥାନ୍ତି। ଚଳିତବର୍ଷ ଜିଲାର ଚାଷୀ କୃଷି ବିଭାଗ ପକ୍ଷରୁ ବିରି…

ବର୍ଷା ପାଣିରେ ବୁଡ଼ିଛି ରାସ୍ତା

ଖଣ୍ଡପଡ଼ା,୧୭ା୧୦(ସ୍ବ.ପ୍ର.): ରକ୍ଷଣାବେକ୍ଷଣ ଅଭାବରୁ ବିଭିନ୍ନ ଗ୍ରାମାଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସାମାନ୍ୟ ବର୍ଷା ହେଲେ ରାସ୍ତା ଉପରେ ପାଣି ଜମି ରହିବା ଯୋଗୁ ସ୍ଥାନୀୟ ଲୋକଙ୍କ ଯାତାୟତରେ ସମସ୍ୟା ସୃଷ୍ଟି ହେଉଛି। ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ବନମାଳୀପୁର ପଞ୍ଚାୟତ ଉଦୟପୁରରୁ ଜଗନ୍ନାଥପୁର…

ମାଟିରେ ମିଶିଲା ପୁରୁଣା ଜେଲ

ନୟାଗଡ଼ ଅଫିସ,୧୭।୧୦: ଖୁଣ୍ଟୁବନ୍ଧକୁ ସ୍ଥାନାନ୍ତର ପରେ ପରିତ୍ୟକ୍ତ ହୋଇ ପଡିଥିବା ନୟାଗଡ଼ ପୁରୁଣା ଜେଲକୁ ଶନିବାର ବିଳମ୍ବିତ ରାତି ଓ ରବିବାର ପରି ଛୁଟିଦିନରେ ଭଙ୍ଗାଯିବାରୁ ପ୍ରତିବାଦ ଉଠିଛି। ମ୍ୟୁନିସିପାଲିଟି ପକ୍ଷରୁ ତରବରିଆ ଭାବେ ପୁରୁଣା ଜେଲକୁ ଭଙ୍ଗାଯିବାକୁ ନେଇ ନୟାଗଡ଼…

ଗଛରେ ପିଟିହେଲା ଆମ୍ବୁଲାନ୍ସ: ରୋଗୀଙ୍କ ସମେତ ଆମ୍ବୁଲାନ୍ସ କର୍ମଚାରୀ ମୃତ

ଭବାନୀପାଟଣା,୧୭।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜୟପାଟଣା ଡାକ୍ତରଖାନାରୁ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଉଥିଲା। ହେଲେ ଆମ୍ବୁଲାନ୍ସଟି ଜୁନାଗଡ଼ ବ୍ଲକ ମହିଚଲା ମଣ୍ଡି ନିକଟରେ ଭାରସାମ୍ୟ…

୧୫ ଫୁଟର ଅଜଗର ଉଦ୍ଧାର କରି ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୧୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନଂ ଜାତୀୟ ରାଜପଥର ସାହାରପଡ଼ା ସେକ୍ସନର ହଳଦୀବଟା ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେପ ରବିବାର ରାତିରେ ୧୫ ଫୁଟ ଲମ୍ବର ଏକ ଅଜଗର ରାସ୍ତା ପାର ହେଉଥିବା ଦେଖି ସ୍ଥାନୀୟ…

ଦୂଷିତ ପାଣି ମୁଖ୍ୟ କାରଣ: ସିଡିଏମ୍‌ଓ

ବ୍ରହ୍ମପୁର ଅଫିସ,୧୭ା୧୦: କୁକୁଡ଼ାଖଣ୍ଡି ବ୍ଲକ୍‌ ଲାଠି ଗ୍ରାମରେ ଗତ ୧ ତାରିଖରୁ ଝାଡ଼ାବାନ୍ତି ବ୍ୟାପିଥିଲା। ଲାଠି ପଞ୍ଚାୟତର ଲାଠି ଓ ବେନ୍ଧାଳିଆ ଗ୍ରାମର ପ୍ରାୟ ୬୦ଜଣ ଏଥିରେ ଆକ୍ରାନ୍ତ ହୋଇଥିଲେ। ପାଣି ଯୋଗୁ ଗାଁରେ ଝାଡ଼ାବାନ୍ତି ବ୍ୟାପିଥିବା ସ୍ବାସ୍ଥ୍ୟ ବିଭାଗ ଅନୁମାନ…

ପାହାଡ଼ ଚଢ଼ିଲେ ପହଞ୍ଚ

ବଇଣ୍ଡା, ୧୭ା୧୦: ହାତରେ ଅଛି ମୋବାଇଲ। ହେଲେ ଜରୁରୀ ବେଳେ କରିହେଉନି କଲ୍‌। ବିପର୍ଯ୍ୟୟ ପୂର୍ବରୁ ସରକାର ପଠାଉଥିବା ସତର୍କ ସୂଚନା ବି ପହଞ୍ଚୁନି ଲୋକଙ୍କ ନିକଟରେ। ସୋସିଆଲ ମିଡିଆ ତ ଦୂରର କଥା, ଖାଦ୍ୟ ସୁରକ୍ଷା ଯୋଜନାରେ ମିଳୁଥିବା ରାଶନ…

ମଧ୍ୟାହ୍ନଭୋଜନ: ଗ୍ୟାସ୍‌ ପରିବର୍ତ୍ତେ କାଠଚୁଲା ବ୍ୟବହାର

ନାଉଗାଁ ,୧୭ା୧୦(ସ୍ବ.ପ୍ର.): ପୁଷ୍ଟିକର ଖାଦ୍ୟ ସହ ପିଲାଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ସରକାରଙ୍କ ତରଫରୁ ପ୍ରତି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରାଯାଇଛି। ଏହି ପରିପ୍ରେକ୍ଷୀରେ ନାଉଗଁା ବ୍ଲକର ୭୮ ବିଦ୍ୟାଳୟରେ ହାରାହାରି ୭ ହଜାରରୁ ଊର୍ଦ୍ଧ୍ୱ ପିଲାଙ୍କ ପାଇଁ ପ୍ରତ୍ୟହ ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?