ଆମ ଜିଲା ଖବର

ଦୁଇ ବର୍ଷ ହେଲା ସୋଲାର ପମ୍ପ ଅଚଳ: ପାଣି ପାଇଁ ହଇରାଣରେ ଗ୍ରାମବାସୀ

କର୍ଲାମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ପିଇବା ପାଣିର ସୁବ୍ୟବସ୍ଥା ପାଇଁ ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଯୋଜନାଗୁଡିକ ସମସ୍ତ ବାଟବଣା ହେଉଛି। କିଛି ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା…

ମାଛଚାଷରେ ଓଡ଼ିଶାର ସ୍ଥାନ ଚତୁର୍ଥ

ମାଲକାନଗିରି,୨୨ା୧୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦର ମହକୁମା ମୁଣ୍ଡାଗୁଡାସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ସମ୍ମିଳନୀ କକ୍ଷରେ ସୋମବାର ବିଶ୍ୱ ମତ୍ସ୍ୟ ଦିବସ ଜିଲା ମତ୍ସ୍ୟ ଅଧିକାରୀ ନରସିଂହ ମୁଣ୍ଡ୍‌ଙ୍କ ଅଧ୍ୟକ୍ଷତାରେ ଅନୁ୍‌ଷ୍ଠିତ ହୋଇଯାଇଛି। ଏଥିରେ ଲିଡ ବ୍ୟାଙ୍କ ଜିଲା ପରିଚାଳକ ନରସିଂହ ପାଢୀ,…

ତ୍ୱରାନ୍ବିତ ହେବ ରାୟଗଡ଼ା ରେଳ ଡିଭିଜନ୍‌ ନିର୍ମାଣ

ରାୟଗଡ଼ା ଅଫିସ,୨୨ା୧୧: ରେଳ ଡିଭିଜନ୍‌ ନିର୍ମାଣ ପାଇଁ ରାୟଗଡ଼ା ଜିଲା ବାସିନ୍ଦା ସ୍ବପ୍ନ ଦେଖୁଥିବା ବେଳେ ବିଳମ୍ବରେ ହେଲେ ମଧ୍ୟ ଏବେ ରେଲ୍‌ଓ୍ବେ ପକ୍ଷରୁ ନିର୍ମାଣ ପ୍ରକ୍ରିୟା ଜାରି ରହିଛି। ରେଳ ଡିଭିଜନ୍‌ ପାଇଁ ବିଭାଗର ମୁଖ୍ୟ ସମସ୍ୟା ହେଲା ରେଲ୍‌ଓ୍ବେ…

ଧାନକିଣା ଆରମ୍ଭରୁ ଅଚଳାବସ୍ଥା

ବରଗଡ଼ ଅଫିସ/ଅତାବିରା/ ସରଣ୍ଡା/ପଦ୍ମପୁର,୨୨।୧୧: ବରଗଡ଼ ଜିଲାରେ ସୋମବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧୀନରେ ରହିଥିବା ଧାନକ୍ରୟ କେନ୍ଦ୍ର(ମଣ୍ଡି)ଗୁଡ଼ିକ ଧାନ ସଂଗ୍ରହ ଲାଗି ଏକକାଳୀନ ଖୋଲିଛି। ପ୍ରଥମ…

ଏମ୍‌ସିଏଲ୍‌ ଲଖନପୁର ଜିଏମ୍‌ ଅଫିସ୍‌ ଆଗରେ ବିକ୍ଷୋଭ

ଝାରସୁଗୁଡ଼ା ଅଫିସ,୨୨ା୧୧: ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଲଖନପୁର କ୍ଷେତ୍ର ଅଧୀନରେ କାର୍ଯ୍ୟ କରୁଥିବା ଗ୍ଲୋବାଲ କୋଲ୍‌ ଆଣ୍ଡ୍‌ ମାଇନିଂ ପ୍ରାଇଭେଟ୍‌ ଲିମିଟେଡ୍‌ରେ କେତେକ ନିଯୁକ୍ତି ପାଇଁ ନିୟମାବଳି ଜାରି ହୋଇଛି। ଏ ନେଇ ସମ୍ପୃକ୍ତ ଠିକାସଂସ୍ଥା ତରଫରୁ ଆବେଦନ ପାଇଁ…

ଭାରତୀୟ ସଂସଦରେ ବକ୍ତବ୍ୟ ରଖିଲେ ବିକାଶ ଛାତ୍ରୀ

ବରଗଡ଼ ଅଫିସ୍‌,୨୨।୧୧: ନିଜ ସଂସଦକୁ ଜାଣିବା ସକାଶେ ଯୁବ ପ୍ରତିଭାମାନଙ୍କ ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ, ଖେଳ ଓ ଯୁବ ମନ୍ତ୍ରାଳୟ ଏବଂ ପାର୍ଲାମେଣ୍ଟ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଫର୍‌ ଡେମୋକ୍ରେସି(ପ୍ରାଇଡ୍‌), ଲୋକସଭା ସଚିବାଳୟ ମିଳିତ ଉଦ୍ୟମରେ ଜାତୀୟ ନେତାଙ୍କୁ ଶ୍ରଦ୍ଧାଞ୍ଜଳି…

ଉପନିର୍ବାଚନ ବେଳେ ତେଜୁଛି ଆନ୍ଦୋଳନ

ଝାରବନ୍ଧ, ୨୧ା୧୧(ଡି.ଏନ.ଏ.): ପଦ୍ମପୁର ଉପ ନିର୍ବାଚନ ବିଭିନ୍ନ ଦାବି ଉପସ୍ଥାପନ ପାଇଁ ଅଞ୍ଚଳବାସୀଙ୍କୁ ସୁଯୋଗ ଦେଇଛି। ଏଥିପାଇଁ ନିର୍ବାଚନ ମଣ୍ଡଳୀ ଅଧିନ ବିଭିନ୍ନ ସ୍ଥାନରେ ଜନଜନଆନ୍ଦୋଳନ ମୁଣ୍ଡ ଟେକୁଛି। ନିର୍ବାଚନ ମଣ୍ଡଳୀ ଅଧୀନ ଝାରବନ୍ଧ ବ୍ଲକବାସୀ ବିଭିନ୍ନ ଅନୁସଙ୍ଗିକ ସମସ୍ୟାକୁ ନେଇ…

ଶିଶୁ ବଳି ଯୋଜନା ପଣ୍ଡ

ଦେବଗଡ଼,୨୨ା୧୧(ଡି.ଏନ.ଏ): ମହାଦେବଙ୍କ ଦର୍ଶନ ପାଇଁ ଶିଶୁ ବଳି ଯୋଜନା ସହ ଜଣେ ଶିଶୁଙ୍କୁ ଅପହରଣ କରିବା ଅଭିଯୋଗରେ ଦେବଗଡ଼ ଆଦର୍ଶ ଥାନା ପୋଲିସ ଏକ ଦମ୍ପତି ଓ ଜଣେ ତଥାକଥିତ ତାନ୍ତ୍ରିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ମାତ୍ର ଅଦାଲତରେ…

ଭାସୁଛି ଚୋରା ମଦ, ପୋଲିସ ନୀରବ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଣ୍ଡୁଆ ଫାଣ୍ଡି ଅଧୀନ ପାରିମାଳ ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢ଼ିବାରେ ଲାଗିଛି। ଏହାଦ୍ୱାରା ଅଞ୍ଚଳବାସୀ ପ୍ରଭାବିତ ହେଉଛନ୍ତି। ସ୍ଥାନୀୟ ପୋଲିସର ଦୃଷ୍ଟି ଆକର୍ଷଣ କଲେ ଅଭିଯୋଗକାରୀଙ୍କୁ ଅସଦାଚରଣ ପ୍ରଦର୍ଶନ…

ଅମଳ ବେଳେ ଅତ୍ୟଧିକ

ଆଠମଲ୍ଲିକ,୨୨ା୧୧ (ଡି.ଏନ.ଏ.): ଆଖି ଆଗରେ ଉଜାଡ଼ି ଦେଉଛନ୍ତି ଫସଲ। ପାଦରେ ଦଳି ନଷ୍ଟ କରୁଛନ୍ତି ଧାନ, ଆଖୁ ଓ ପରିବା ଚାଷ। ଖବର ଦେଲେ ବି ଘଉଡ଼ାଇବାକୁ ଯାଉନାହାନ୍ତି ବନ କର୍ମଚାରୀ। ବର୍ଷକର ଆହାର ବଞ୍ଚାଇବାକୁ ଉଦ୍ୟମ କରିବା ବେଳେ ହାତୀ…

୨୦୨୩ ଜୁନ୍‌ରେ ସରିବ ଘଟକେଶ୍ବର ପ୍ରକଳ୍ପ କାମ

ଛତ୍ରପୁର,୨୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଜିଲାପାଳ ଦିବ୍ୟଜ୍ୟୋତି ପରିଡା କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ପ୍ରାରମ୍ଭରେ ଇଆଇସି-ତଥା- ସ୍ବତନ୍ତ୍ର ସଚିବ ମୁକୁଲ ଚନ୍ଦ୍ର ବେହେରା ବର୍ତ୍ତମାନ ଖରିଫ ଫସଲ ଶେଷ ହେବାକୁ ଯାଉଛି। ରବି…

ରାଗିଂ ବନ୍ଦ ଦାବିରେ ପ୍ରତିବାଦ

ବ୍ରହ୍ମପୁର ଅଫିସ,୨୨ା୧୧: ଶିକ୍ଷାନୁଷ୍ଠାନରେ ରାଗିଂ ବନ୍ଦକରିବା ଦାବିରେ ଏସ୍‌ଏଫ୍‌ଆଇ (ଷ୍ଟୁଡେଣ୍ଟ ଫେଡେରଶନ ଅଫ ଇଣ୍ଡିଆ)ଓ ଡିୱାଇଏଫ୍‌ଆଇ (ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ) ପକ୍ଷରୁ କମାପଲୀଠାରେ ପ୍ରତିବାଦ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ବିଭିନ୍ନ ଶିକ୍ଷାନୁଷ୍ଠାନରେ ରାଗିଂ ବୃଦ୍ଧି ପାଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?