ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ
ପାପଡ଼ାହାଣ୍ଡି,୧୬ା୧୦(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଗ୍ରାମର ଝାରମୁଣ୍ଡାଠାରେ ବୁଡ଼ି ଜଣେ ଯୁବଙ୍କର ରବିବାର ମୃତ୍ୟୁ ଘଟିଛି। ତାଙ୍କ ନାମ ମିଳନ କୁଲଦୀପ(୧୮)। ସେ ପୋଖରୀକୁ ଗାଧୋଇବା ପାଇଁ କିଛି ପିଲାଙ୍କ ସହ ଯାଇଥିଲେ। ଏହି ସମୟରେ ସେ ପହଁରା…
ବାଘଛାଲ ଜବତ, ୩ ଗିରଫ
ଝାରସୁଗୁଡ଼ା ଅଫିସ,୧୬ା୧୦: ଝାରସୁଗୁଡ଼ା ଏବଂ ସମ୍ବଲପୁର ପୋଲିସ ସହାୟତାରେ ଏସ୍ଟିଏଫ୍ ଟିମ୍ ମିଳିତ ଭାବେ ଚଢ଼ାଉ କରି ଝାରସୁଗୁଡ଼ା ଜିଲାର ମାଳିଡିହି ଛକରୁ ୩ଟି ବାଘଛାଲ ଜବତ କରିଛି। ବାଘଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ଏହି ଚଢ଼ାଉ କରିଥିଲା।…
କଣାସାଲୁ ଜଙ୍ଗଲରେ କମ୍ବିଂ ଅପରେଶନ ଜୋରଦାର: ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ
ଫୁଲବାଣୀ ଅଫିସ, ୧୬।୧୦: କନ୍ଧମାଳ ଓ କଳାହାଣ୍ଡି ଜିଲା ସୀମାନ୍ତ ବାଲିଗୁଡ଼ା ଥାନା ସୁଡ୍ରା ନିକଟସ୍ଥ କଣାସାଲୁ ଜଙ୍ଗଲରେ ଗତ ୯ ତାରିଖରୁ କମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ସର୍ଚ୍ଚ ଅପରେସନ ବେଳେ ଏକ ସ୍ଥାନରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ…
ଥାନାର ଦ୍ୱାରସ୍ଥ ହେଲେ ଅନୁଭବ
କଟକ ଅଫିସ,୧୬।୧୦: ଥାନାର ଦ୍ୱାରସ୍ଥ ହୋଇଛନ୍ତି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି । ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍ଷ୍ଟାଗ୍ରାମ ଏବଂ ଫେସ୍ବୁକ୍ରେ ତାଙ୍କ ନାମରେ ନକଲି ଆକାଉଣ୍ଟ ଖୋଲାଯିବା ନେଇ ସେ କଟକ ସାଇବର ଓ ଅର୍ଥନୈତିକ ଅପରାଧ…
ଗଡ଼ ଜିଣିବାକୁ କସରତ
ଭଦ୍ରକ ଅଫିସ, ୧୬।୧୦: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ସରିବା ପରେ ଗଡ଼ ଜିଣିବାକୁ ୩ ପ୍ରମୁଖ ଦଳ ଭାଜପା, ବିଜେଡି, କଂଗ୍ରେସ ସମେତ ସ୍ବାଧୀନ ପ୍ରାର୍ଥୀ କସରତ ଆରମ୍ଭ କରିଦେଇଛନ୍ତି। ଭାଜପା ଘର ଘର ବୁଲି ଲୋକଙ୍କୁ ଭେଟୁଥିବା…
ସୀମାରେ ଅଟକିଛି ଶତାଧିକ କୋଇଲା ଟ୍ରକ୍
ଝାରସୁଗୁଡ଼ା ଅଫିସ/ସୁନ୍ଦରଗଡ଼/ହେମଗିର,୧୬ା୧୦(ଡି.ଏନ୍.ଏ.): କୋଇଲା ପରିବହନ ଭଡ଼ା ଓ ଲୋଡିଂ କ୍ଷେତ୍ରରେ ଛତିଶଗଡ଼ ରାୟଗଡ଼ ଅଞ୍ଚଳର କୋଇଲା ଟ୍ରକ୍ଗୁଡିକୁ ପାତରଅନ୍ତର କରାଯାଉଥିବା ଅଭିଯୋଗ କରାଯାଇଛି। ଏହି ପରିପ୍ରେକ୍ଷୀରେ ଛତିଶଗଡ଼ ରାୟଗଡ଼ର ଟ୍ରେଲର ଆସୋସିଏଶନ ତରଫରୁ ଗତ ଶୁକ୍ରବାର ମଧ୍ୟାହ୍ନ ୧୨ଟାରୁ ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ…
ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ
ଜୟପୁର, ୧୬ା୧୦(ନି.ପ୍ର.): ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଏ ନେଇ ସୂଚନା ପାଇ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ପାତ୍ରପୁଟ ସ୍ଥିତ ତାଙ୍କ ଘରକୁ ଯାଇ ଆମ୍ବୁଲାନ୍ସ ଯୋଗେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଛନ୍ତି। ଏଠାରେ ପଦ୍ମଶ୍ରୀ କମଳାଙ୍କୁ…
ରାଜପଥ ମରାମତି କଲେ ଯୁବଗୋଷ୍ଠୀ
ଭାପୁର,୧୬ା୧୦(ଡି.ଏନ.ଏ.): ଫତେଗଡ଼-କଣ୍ଟିଲୋ ୪୮ନଂ. ରାଜ୍ୟ ରାଜପଥର ଚାରିଛକ ନିକଟ ଝରଣା ପୋଖରୀ ନିକଟରେ ରାସ୍ତା ମଝିରେ ବଡ଼ ଗାତ ସୃଷ୍ଟି ହୋଇଥିଲା। ଏହି ଗାତ ଯୋଗୁ ପ୍ରତିଦିନ ଛୋଟ ବଡ଼ ଦୁର୍ଘଟଣା ଘଟୁଥିଲା । ବରପୁଟ ଗ୍ରାମର ପ୍ରଦୀପ ସାମଲ ସେଠାରେ…
କାର୍ତ୍ତିକରେ ପରିବା ଦର ଆକାଶଛୁଆଁ
ଭାପୁର,୧୬ା୧୦(ଡି.ଏନ.ଏ.): ସେପ୍ଟେମ୍ବର ଓ ଅକ୍ଟୋବରରେ ହେଉଥିବା ଲଘୁଚାପ ଜନିତ ବର୍ଷା ଓ ମହାନଦୀରେ ବନ୍ୟା ଫଳରେ ନୟାଗଡ଼ ଜିଲାର ଭାପୁର ବ୍ଲକ୍ର ପନିପରିବା ଚାଷ ପ୍ରଭାବିତ ହୋଇଛି। ଚାଷୀଙ୍କ ଉତ୍ପାଦନ କମିଛି । ଜିଲା ବାହାରୁ ଆବଶ୍ୟକ ପରିମାଣର ପରିବା ଆସୁନାହିଁ…
ବିନା ପ୍ଲାନ୍ରେ ନିର୍ମାଣ ଚାଲିଛି ଘର
ନୟାଗଡ଼ ଅଫିସ,୧୬।୧୦: ନୟାଗଡ଼ ଜିଲାର ନୟାଗଡ଼, ରଣପୁର, ଖଣ୍ଡପଡ଼ା, ଦଶପଲ୍ଲା ଏବଂ ଓଡ଼ଗଁା ଆଦି ୫ ସହରରେ ବିଲ୍ଡିଂ ପ୍ଲାନ ନ ନେଇ ବେଆଇନ ଭାବେ ଗୃହ ନିର୍ମାଣ ଚାଲିଛି। ଏପରିକି ସହରର ବିଭିନ୍ନ ସ୍ଥାନରେ ୫ରୁ ୭ମହଲା ଘର ନିର୍ମାଣ…
ଦୁର୍ଘଟଣାରେ ଗୁରୁତରଙ୍କୁ ଡାକ୍ତରଖାନା ପଠାଇଲେ ବିଧାୟକ
ଲୋଇସିଂହା,୧୬।୧୦(ଡି.ଏନ୍.ଏ.): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ପୁଟାପାଲି କୁସଙ୍ଗାଇ ପୋଲ ନିକଟରେ ଏକ ବୋଲେରୋ ପିକଅପ୍(ଓଡ଼ି ୧୫ ଇ ୪୨୬୩)ଗାଡ଼ି ଏକ ଫାଇନାନ୍ସ କର୍ମଚାରୀଙ୍କ ବାଇକ୍(ସିଜି ୦୬ ଜିୟୁ ୪୨୪୯)କୁ ଶନିବାର ସାରେ ଧକ୍କା ଦେଇଥିଲା।…
ବାଲିଯାତ୍ରା: ୮ ଦିନରେ ୮୬୮ ପ୍ଲଟ୍ ପଞ୍ଜୀକରଣ
କଟକ ଅଫିସ,୧୬ା୧୦: ଓଡ଼ିଶାର ଐତିହ୍ୟ ସହ ଜଡ଼ିତ ବାଲିଯାତ୍ରା ଏବେ ବ୍ୟବସାୟ ତଥା ମନୋରଞ୍ଜନର ଭିତ୍ତିଭୂମି ପାଲଟିଛି। ଚଳିତବର୍ଷ ବାଲିଯାତ୍ରାରୁ ଜିଲା ପ୍ରଶାସନ ରେକର୍ଡ ପରିମାଣର ଆୟ ବୃଦ୍ଧି ନିମନ୍ତେ ଲକ୍ଷ୍ୟ ରଖିଛି। ଯାହାକି ଅନ୍ଲାଇନ୍ ମାଧ୍ୟମରେ ବାଲିଯାତ୍ରା ପଡ଼ିଆର ପ୍ଲଟ୍ଗୁଡ଼ିକୁ…

